ଦାରିଙ୍ଗବାଡ଼ି,୧୪।୧(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମରେ ଥିବା ସୁଜାମାଜୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଥିବା ଦଶମ ଶ୍ରେଣୀ ଛାତ୍ରୀମାନଙ୍କୁ ପ୍ରି-ବୋର୍ଡ ପରୀକ୍ଷା…
ରାଇକିଆ,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଗାଡ଼ି ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍ ପିଚ୍ଛା କରିବା ବେଳେ ଭାରସାମ୍ୟ ହରାଇ ପୋଲିସ…
ମନ କଥା ଲେଖିବା ଅଭ୍ୟାସ ଅବସାଦ ଦୂର କରିବାରେ ସାହାଯ୍ୟ କରିଥାଏ। ଏହାଦ୍ୱାରା ଚ୍ୟାଲେଞ୍ଜପୂର୍ଣ୍ଣ କାମକୁ ଉନ୍ନତ ଢ଼ଙ୍ଗରେ କରିବାକୁ ଶକ୍ତି ମିଳିଥାଏ। ଆମେରିକା ମିଶିଗାନ୍ ୟୁନିଭର୍ସିଟିରେ…
ଭୁବନେଶ୍ୱର, ୧୪ା୧ (କ୍ରୀଡ଼ା ପ୍ରତିନିଧି)- ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍୍ ଗେମ୍ସରେ ଚମତ୍କାର ପ୍ରଦର୍ଶନ କରି ଦୀନେଶ କୁମାର ସ୍ବର୍ଣ୍ଣ ପଦକ ଜିତିବାର ଗୋଟିଏ ଦିନ…
ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ପାରାସ୍ପୋଟର୍ସ ତାରକା ପ୍ରମୋଦ ଭଗତ କ୍ୟାରିୟରରେ ଆଉ ଏକ ସ୍ମରଣୀୟ ସ୍ବୃତି ଲାଭ କରିଛନ୍ତି। ସୋମବାର ସେ ସ୍ପୋଟର୍ସଷ୍ଟାର ଏସେସ୍ ପାରାସ୍ପୋଟର୍ସ…
ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍ ଭାରସାମ୍ୟ ହରାଇ ୩୦…
ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍ର ଆଇଏଏସ୍ ଅଫିସ ବିଜୟ କେତନ ଉପାଧ୍ୟାୟଙ୍କ ପାଇଁ ଅଡୁଆ ବଢ଼ିବାରେ…
ନୂଆଦିଲ୍ଲୀ,୧୩।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ମୋଦିଙ୍କ ସାହସ ନାହଁି।…
ବଲିଉଡ୍ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ କରିଛନ୍ତି।…
କଲମ୍ବୋ, ୧୩ା୧ (ଏଏଫ୍ପି)-ଶ୍ରୀଲଙ୍କା କ୍ରିକେଟ ଟିମ୍ ଗୁରୁବାର ଜିମ୍ବୋଓ୍ବେ ଅଭିମୁଖେ ଯାତ୍ରା କରିବ। ଦଳ ସେଠାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଅନ୍ତର୍ଜାତୀୟ କ୍ରିକେଟ…