Home Left

ଖସି ଯାଇଥିବା ଖଞ୍ଜାକୁ ଠିକ୍‌ କରେ ଅଦା

ଆଜିକାଲି ଅଣ୍ଟା ଯନ୍ତ୍ରଣା ଏକ ସାଧାରଣ ସମସ୍ୟା ହୋଇଗଲାଣି। ଯଦି ଅଣ୍ଟା ଭିତରେ ଅବା ମେରୁଦଣ୍ଡର ଶେଷ ଭାଗରେ ଥିବା ହାଡ଼ରେ ଯନ୍ତ୍ରଣା ଅନୁଭବ ହୋଇଥାଏ ତେବେ…

7 years ago

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ: ଦଶହରାକୁ ଫିକା କରିପାରେ ବର୍ଷା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଦଶହରାକୁ ଫିକା କରିପାରେ ବର୍ଷା। ଦଶହରା ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ…

7 years ago

ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ

ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି ଷୋଳପୂଜା।…

7 years ago

ଟ୍ୟୁମର ପୀଡ଼ିତଙ୍କୁ ସହଯୋଗର ହାତ ବଢ଼ାଇଲେ ଇଟାଲୀୟ

ପୁରୀ ଅଫିସ, ୬।୧୦: ଦୀର୍ଘଦିନ ଧରି ମସ୍ତିଷ୍କଜନିତ ଟ୍ୟୁମର ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣେ ଗରିବ ଅସହାୟ ଯୁବକଙ୍କ ଚିକିତ୍ସା ଲାଗି…

7 years ago

ପୁରୀ ପୋଲିସକୁ ଅପରାଧୀଙ୍କ ଚାଲେଞ୍ଜ: ବଟି ନ ଦେବାରୁ ଘରେ ପଶି ଦମ୍ପତିଙ୍କୁ ହାଣିଲେ

ପୁରୀ ଅଫିସ, ୬।୧୦: ପାର୍ବଣ ପୂର୍ବରୁ ପୁରୀ ହେବ ଅପରାଧମୁକ୍ତ। ପୁରୀ ସହରରେ ହେବ ଅପରାଧ କ୍ଲିନ ଡ୍ରାଇଭ ଅପରେଶନ ଏଭଳି ଯୋଜନା କରିଥିଲା ପୁରୀ ପୋଲିସ।…

7 years ago

ଆଇଏନ୍‌ଏକ୍ସ ମିଡିଆ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୭୧ ପୂର୍ବତନ ଅଧିକାରୀ

ନୂଆଦିଲ୍ଲୀ,୬ା୧୦: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଅର୍ଥ ମନ୍ତ୍ରଣାଳୟର ୪ ପୂର୍ବତନ ଅଫିସରଙ୍କ ବିରୋଧରେ ମାମଲାକୁ ନେଇ ୭୧ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଚିନ୍ତାବ୍ୟକ୍ତ କରିବା ସହ…

7 years ago

ଜମିଲାଣି ମେଲୋଡ଼ି: ଆକର୍ଷଣ ସାଜୁଛି ଦାଣ୍ଡିଆ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ସମେତ ରାଜ୍ୟର ସହରଠୁ ଗଁା ହୋଇଉଠିଛି ଉତ୍ସବମୁଖର। ସନ୍ଧ୍ୟାର ଆକର୍ଷଣ ସାଜୁଛି ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ନବରାତ୍ରର ଦାଣ୍ଡିଆ…

7 years ago

ରାୟଗଡ଼ା ଜିଲା ଚିଠି: କେହି ମାନୁନାହାନ୍ତି ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମ

ସରକାରୀ ଅନୁଷ୍ଠାନ ହେଉ ବା ବେସରକାରୀ ନିୟମ ଅନୁସାରେ ସବୁ ଉଚ୍ଚ ଅଟ୍ଟାଳିକା, ଅନୁଷ୍ଠାନରେ ଫାୟାର ସେଫ୍ଟି ବା ଅଗ୍ନି ନିର୍ବାପକ ବ୍ୟବସ୍ଥା ଜରୁରୀ। ଓଡ଼ିଶା ଅଗ୍ନି…

7 years ago

ଇସ୍ରୋ ବୈଜ୍ଞାନିକଙ୍କ ହତ୍ୟାକାରୀ ଗିରଫ: ସମଲିଙ୍ଗୀ ସମ୍ପର୍କ କାଳ ହେଲା

ହାଇଦ୍ରାବାଦ, ୬ା୧୦ : ଇସ୍ରୋ ବୈଜ୍ଞାନିକ ଏସ୍‌. ସୁରେଶ କୁମାରଙ୍କ ହତ୍ୟାକାରୀ ଶ୍ରୀନିବାସଙ୍କୁ ପୋଲିସ ଗିରଫ କରିଛି। ଦୁହିଙ୍କ ମଧ୍ୟରେ ଗଢ଼ି ଉଠିଥିବା ସମଲିଙ୍ଗୀ ସମ୍ପର୍କ ଓ…

7 years ago

ଇରାକରେ ସରକାର ବିରୋଧୀ ବିକ୍ଷୋଭ: ମୃତ୍ୟୁସଂଖ୍ୟା ୧୦୦ ଛୁଇଁଲା

ବାଗଦାଦ,୬ା୧୦(ପି.ଟି.): ଇରାକରେ ସରକାର ବିରୋଧୀ ବିକ୍ଷୋଭ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୧୦୦ ଛୁଇଁଲାଣି। ଏଥିସହିତ ୪୦୦୦ ଲୋକ ଆହତ ହୋଇଛନ୍ତି। ଦକ୍ଷିଣ ଇରାକର ବିଭିନ୍ନ…

7 years ago