କେନ୍ଦୁଝର/ ଢେଙ୍କିକେୋଟ, ୧୯ା୬(ଡି.ଏନ୍.ଏ.): ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷାର ଲାଟେରାଲ ଏଣ୍ଟ୍ରି ବିଟେକରେ କେନ୍ଦୁଝର ଜିଲାର ଘଟଗଁା ବ୍ଲକ ଅନ୍ତର୍ଗତ ପିପିଳିଆ ଗ୍ରାମର ଭବାନୀ ଶଙ୍କର ବେହେରା…
କେନ୍ଦୁଝର,୧୯ା୬ (ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ବନଖଣ୍ଡ ଭୂୟାଁ ଓ ଜୁଆଙ୍ଗ ପୀଢ ବନାଞ୍ଚଳ କାଞ୍ଜିପାଣି ଜଙ୍ଗଲରେ ଗୋଠରେ ଥିବା ମା’ଠାରୁ ଅଲଗା ହୋଇ ବାଟବଣା ହୋଇ ଏଣେତେଣେ ବୁଲୁଥିବା ଏକ…
କାମାକ୍ଷାନଗର, ୧୯।୬(ଡି.ଏନ୍.ଏ.): ବିମାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ଶହୀଦ ଅଜିତ୍ ସାହୁଙ୍କ ମରଶରୀର ଓଡ଼ିଶା ଆସିବାରେ ବିଳମ୍ବ ହେଉଛି। ଗୁରୁବାର ତାଙ୍କ ମୃତଦେହ ଭୁବନେଶ୍ୱରେ ପହଞ୍ଚିବ। ଜନ୍ମମାଟି…
ବଡ଼ଗାଁ, ୧୯।୬ (ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପାମରା ଗ୍ରାମର ଜନୈକା ଯୁବତୀଙ୍କୁ ପ୍ରତାରଣା କରାଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି…
ଆରଡ଼ି, ୧୯।୬ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ଖେଳପଡ଼ିଆ ନିକଟରେ ବୁଧବାର ସକାଳେ ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ବୈତରଣୀ ନଦୀଗର୍ଭକୁ…
ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର…
ନୂଆଦିଲ୍ଲୀ,୧୯।୬: ଜେଟ୍ ଏୟାରଓ୍ବେଜ୍ର ପାଇଲଟ, ଇଞ୍ଜିନିୟର ସଂଗଠନ ଏବଂ ନେଦରଲାଣ୍ଡର ୨ ଭେଣ୍ଟର ବୁଧବାର ଦେବାଳିଆ ଅଦାଲତ ଏନ୍ସିଏଲ୍ଟିରେ ପହଞ୍ଚତ୍ଛନ୍ତି। ନିଜକୁ ଜେଟ୍ର ଦେବାଳିଆ ପ୍ରକ୍ରିୟାରେ ସାମିଲ…
ନୂଆଦିଲ୍ଲୀ,୧୯।୬: ଗ୍ରୁପ୍ କମ୍ପାନୀରେ ନିବେଶ ନେଇ ଏମ୍ପ୍ଲୟି ପ୍ରୋଭିଡେଣ୍ଟ ଫଣ୍ଡ ଅଗାନାଇଜେଶନ(ଇପିଏଫ୍ଓ) ନିଜର ଆସେଟ ମ୍ୟାନେଜରଙ୍କ ଉପରେ କଟକଣା ଜାରି କରିଛି। ନିକଟ ଅତୀତରେ କେତେକ ଇନ୍ଭେଷ୍ଟମେଣ୍ଟର…
ନୂଆଦିଲ୍ଲୀ,୧୯-୬: ଏମ୍ଏସ୍ଏମ୍ଇ ସେକ୍ଟରରେ ଦେଖାଦେଇଥିବା ଅଚଳାବସ୍ଥା ଦୂର କରିବା ତଥା ଏହାର ଅଭିବୃଦ୍ଧି ହାସଲ ନେଇ ପୂର୍ବତନ ସେବି ଅଧ୍ୟକ୍ଷ ୟୁ.କେ.ସିହ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଇତିମଧ୍ୟରେ…
ଡେରାଡୁନ,୧୯।୬: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଉତ୍ତରାଖଣ୍ଡର ଅଲୀ ଏବେ ନବବଧୂ ଭଳି ସଜେଇ ହୋଇଛି। କାରଣ ଉତ୍ତରାଖଣ୍ଡରେ ଜୁନ ୨୦ ଓ ୨୨ରେ ଏକ ହାଇ ପ୍ରୋଫାଇଲ…