Home Left

ଡାକ୍ତର ନିଯୁକ୍ତି ଦାବି ନେଇ ଅନଶନରେ ବସିଲେ ସ୍ଥାନୀୟ ଲୋକେ

ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବିଜେପୁର ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀ ଖାଲ ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ…

7 years ago

୧୨ ବର୍ଷ ପରେ ସିଲ୍‌ଭର ସ୍କ୍ରିନ୍‌କୁ ଫେରୁଛନ୍ତି ଶିଳ୍ପା

ଦର୍ଶକଙ୍କ ପାଇଁ ଖୁସି ଖବର। ୧୨ ବର୍ଷ ପରେ ପୁଣି ସିଲ୍‌ଭର ସ୍କ୍ରିନ୍‌କୁ ଫେରୁଛନ୍ତି ସୁନ୍ଦରୀ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ବିବାହ ପରଠାରୁ ଫିଲ୍ମଠୁ ଦୂରେଇ ଯାଇଥିଲେ…

7 years ago

‘ଆମକୁ କଶ୍ମୀର ନୁହେଁ, କୋହଲି ଦରକାର’

ଶ୍ରୀନଗର, ୧୯।୬: ଚଳିତ ବିଶ୍ୱକପରେ ଭାରତ ବିପକ୍ଷ ହାଇଭୋଲଟେଜ ମ୍ୟାଚରେ ପରାସ୍ତ ହେବା ପରେ ପାକିସ୍ତାନ କ୍ରିକେଟରଙ୍କୁ ନିଜ ଦେଶରେ ସମାଲୋଚନାର ଶିକାର ହେବାକୁ ପଡିଛି। ସୋସିଆଲ…

7 years ago

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବୈଠକ: ଭାଗ ନେବ ନାହିଁ କଂଗ୍ରେସ

ନୂଆଦିଲ୍ଲୀ, ୧୯।୬: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦ ଭବନର ଲାଇବ୍ରେରୀରେ ବୁଧବାର ଅନୁଷ୍ଠିତ ହେବାକୁ…

7 years ago

ତାପଙ୍ଗ ଛକରେ ବୋମା ପକାଇ ସାନି ମେଶିନ ପୋଡିଦେଲେ ଦୁର୍ବୃତ୍ତ, ୨ ଅଫୁଡ଼ା ବୋମା ଜବତ

ଖୋର୍ଦ୍ଧା ଅଫିସ, ୧୯।୬: ଖୋର୍ଦ୍ଧା ଜିଲା ତାପଙ୍ଗ ଛକ ଏନ୍‌କେଏସ୍‌ କ୍ରସର ନିକଟରେ ଥିବା ଏକ ସାନି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ବୋମା…

7 years ago

ଆଖୁ ଜମିରେ କାମ କରିବା ଲାଗି ୩ ବର୍ଷରେ କଢ଼ାଯାଇଛି ୪ ହଜାରରୁ ଅଧିକ ମହିଳାଙ୍କ ଗର୍ଭାଶୟ: ସରକାର ଦେଲେ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୯।୬: ମହାରାଷ୍ଟ୍ର ବିଡ୍‌ ଜିଲାରେ ଆଖୁ ଜମିରେ କାମ କରିବା ପାଇଁ ମହିଳାଙ୍କ ଗର୍ଭାଶୟ କଢ଼ାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଏହାର ତଦନ୍ତ ପାଇଁ ସରକାର…

7 years ago

ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପଦଯାତ୍ରାରେ ଭୁବନେଶ୍ୱର ବାହାରିଲେ ସେବାୟତ

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କୁହାଯାଏ। ହେଲେ ସରକାରୀ ସ୍ତରରେ ଏହା ମାନ୍ୟତା ପାଇ ନାହିଁ। ସରକାରୀ ସ୍ତରରେ ଏହି ମାନ୍ୟତା…

7 years ago

ଭାରତୀୟ ଦଳକୁ ପ୍ରଶଂସା କରି ଫଶିଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ, ୧୯।୬: ବିଶ୍ୱକପରେ ଭାରତଠାରୁ ଲଗାତର ୭ମ ଥର ଲାଗି ପରାସ୍ତ ହେବା ପରେ ପାକିସ୍ତାନ ଦଳର ସବୁଠି ଆଲୋଚନା ହେଉଛି। ଏହି ସମୟରେ ପାକିସ୍ତାନର ପୂର୍ବତନ…

7 years ago

ସଡ଼କ ସୁରକ୍ଷା ପାଇଁ ୭ ଶହ ହେଲମେଟ୍‌ ବାଣ୍ଟିଲେ ଟ୍ରାଫିକ୍‌ ପୋଲିସ: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୯।୬: ସୁଡ଼କ ସୁରକ୍ଷା ନେଇ ଏବେ ଦିଲ୍ଲୀର ଜଣେ ଟ୍ରାଫିକ୍‌ ପୋଲିସ ହେଡ୍‌ କନେଷ୍ଟବଳ ଅଣ୍ଟା ଭିଡ଼ିଛନ୍ତି। ସେ ଇତିମଧ୍ୟରେ ୭ଶହ ହେଲମେଟ୍‌ ମାଗଣାରେ ଲୋକଙ୍କୁ ବାଣ୍ଟିବା…

7 years ago

ଭାରତ ଆସିବେ ପାକିସ୍ତାନ ଆଥଲେଟ୍‌: ସରକାର ଦେଲେ ଅନୁମତି

ନୂଆଦିଲ୍ଲୀ, ୧୯।୬: ଭାରତରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ଖେଳ ଇଭେଣ୍ଟରେ ପାକିସ୍ତାନ ଖେଳାଳି ଭାଗ ନେଇପାରିବ। ଭାରତୀୟ ଅଲମ୍ପିକ୍‌ ସଂଘ(ଆଇଓଏ) ଏନେଇ ଇଣ୍ଟରନାଶନାଲ ଅଲମ୍ପିକ କମିଟି(ଆଇଓସି)କୁ…

7 years ago