Home Left

କଳାରେ ୫୭.୮୧ %, ବାଣିଜ୍ୟରେ ୫୨.୫୬ %

ଅନୁଗୋଳ ଅଫିସ,୨୨।୬ - ଯୁକ୍ତ୨ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ କଳାରେ ପରୀକ୍ଷା ଦେଇଥିବା ମୋଟ୍‌ ୫୭୩୨ ଜଣ…

7 years ago

ଟ୍ରାକ୍ଟର ଧକ୍କାରେ ପୁତୁରା ମୃତ, ଦାଦା ଗୁରୁତର

ଦାରିଙ୍ଗବାଡ଼ି,୨୧।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଟ୍ରାକ୍ଟର ଧକ୍କାରେ ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ଦାଦା…

7 years ago

ଠିକାଦାରଙ୍କ ଘରୁ ୧୫ଭରି ଗହଣା, ୩ଲକ୍ଷ ଟଙ୍କା ଚୋରି

ବ୍ରହ୍ମପୁର ଅଫିସ,୨୧।୬(ଡି.ଏନ୍‌.ଏ.)- ବୈଦ୍ୟନାଥପୁର ଥାନା ଅନନ୍ତନଗରରେ ଶୁକ୍ରବାର ରାତିରେ ଜଣେ ଠିକାଦାରଙ୍କ ଘରୁ ଚୋରି ହୋଇଛି। ଠିକାଦାର କେ. ଦୀପସାଗର ସନ୍ଧ୍ୟାରେ ସ୍ତ୍ରୀଙ୍କ ସହ ଶାଳକଙ୍କ ଘରକୁ…

7 years ago

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର…

7 years ago

ରଥରେ ଦ୍ୱାରପାଳ

ପୁରୀ ଅଫିସ, ୨୧।୬: ମହାପ୍ରଭୁ ଶ୍ରୀଗୁଣ୍ଡିଚା ଯାତ୍ରା କରିବା ପାଇଁ ଇନ୍ଦ୍ରଦ୍ୟୁମ୍ନ ମହାରାଜାଙ୍କୁ ସ୍ବମୁଖରେ ନିର୍ଦ୍ଦେଶ ଦେଇଥିଲେ। ସେହି କାଳରୁ ଶ୍ରୀଗୁଣ୍ଡିଚା ଯାତ୍ରା ବା ରଥଯାତ୍ରା ପାରମ୍ପରିକ…

7 years ago

ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି

ପୁରୀ ଅଫିସ, ୨୧।୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ…

7 years ago

ମରାମତି ହେଲାନି ରତ୍ନଭଣ୍ଡାର: ମହାପ୍ରଭୁଙ୍କ ରତ୍ନଅଳଙ୍କାରକୁ ଅଣଦେଖା

ପୁରୀ ଅଫିସ, ୨୧।୬: ମହାପ୍ରଭୁଙ୍କ ଦୁର୍ମୁଲ୍ୟ ରତ୍ନଅଳଙ୍କାର ରହିଛି ରତ୍ନଭଣ୍ଡାରରେ। ଶେଷ ଥର ପାଇଁ ୧୯୮୫ ମସିହାରେ ଖୋଲାଯାଇଥିଲା ଭିତର ରତ୍ନଭଣ୍ଡାର। ଦୀର୍ଘବର୍ଷ ହେଲାଣି ରତ୍ନଭଣ୍ଡାର ଗୃହର…

7 years ago

ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର କରି…

7 years ago

ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ

ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍‌) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ…

7 years ago

ଇଂଲଣ୍ଡ ଦଳକୁ ଫେରିବା ନେଇ ରୟ ଆଶାବାଦୀ

ଲିଡ୍ସ, ୨୧।୬ (ଏଏଫ୍‌ପି)-ଆଘାତପ୍ରାପ୍ତ ଖେଳାଳି ଜାସନ ରୟ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ବେଳକୁ ଇଂଲଣ୍ଡ କ୍ରିକେଟ ଦଳକୁ ଫେରିବା ନେଇ ଆଶାବାଦୀ ଅଛନ୍ତି। ଚଳିତ ଆଇସିସି ବିଶ୍ୱକପ୍‌ରେ…

7 years ago