Home Left

୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି…

7 years ago

ମୁଣ୍ଡ ନେଉଛି ମସ୍ତିଷ୍କ ଜ୍ୱର

ପାଟନା,୧୬ା୬(ପି.ଟି./ଆଇଏଏନ୍‌ଏସ୍‌): ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ୍‌ ସିଣ୍ଡ୍ରୋମ୍‌ (ଏଇଏସ୍‌) ଏବଂ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ (ଜେଇ) ରୋଗରେ ଆକ୍ରାନ୍ତ ହୋଇ ମୁଜାଫରପୁର ଜିଲାର ଦୁଇଟି ସରକାରୀ…

7 years ago

କଙ୍ଗାରୁ କୋର୍ଟର ବିଚିତ୍ର ନିଷ୍ପତ୍ତି: ପୀଡ଼ିତାଙ୍କ ପବିତ୍ରତା ଲାଗି ଆମିଷ ଭୋଜି ଦାବି

ଭୋପାଳ,୧୬ା୬ : କଙ୍ଗାରୁ କୋର୍ଟ ବା ଖାପ୍‌ ପଞ୍ଚାୟତର କୌଣସି ଆଇନଗତ ବୈଧତା ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହାସତ୍ତ୍ୱେ କଙ୍ଗାରୁ କୋର୍ଟର ବର୍ବରତା ଓ…

7 years ago

ଆଜି ବିଶ୍ୱ ପିତୃ ଦିବସ: ବଦଳିଯାଉଛି ପିତା ଧର୍ମ ପିତା ସ୍ବର୍ଗର ପରିଭାଷା, ପରିବାର ଥିଲେ ମଧ୍ୟ ସେମାନେ ଅବହେଳିତ

ଖଣ୍ଡପଡା,୧୬ା୬ - ବାପାମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଜୁନ ମାସର ତୃତୀୟ ରବିବାରକୁ ପିତୃଦିବସ ଭାବେ ପାଳନ କରାଯାଉଛି। ହାତ ଧରି ଯିଏ ଚାଲିବା ଶିଖାଏ,…

7 years ago

ମୁଣ୍ଡ ନୁଆଁଇଲେ ମମତା

ନୂଆଦିଲ୍ଲୀ,୧୬ା୬(ପି.ଟି.): ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଛି। ଏହାକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କୁ ଆଲୋଚନା…

7 years ago

ରଜରେ ଭୁଟାନ ଲଟେରି ମାୟା

ନାଉଗାଁ,୧୬ା୬(ସ୍ବ.ପ୍ର.): ଓଡ଼ିଶାର ପାରମ୍ପରିକ ଗଣପର୍ବ ରଜରେ ସମସ୍ତେ ଦୋଳି ଖେଳଠାରୁ ଆରମ୍ଭ କରି ପୁଚି, କବାଡି, ଲୁଡୁ ଆଦି ବିଭିନ୍ନ ପ୍ରକାର ଖେଳକୁଦର ମଜା ନେଉଛନ୍ତି। କିନ୍ତୁ…

7 years ago

ବାଣିଜ୍ୟ ନିଅଣ୍ଟ ୬ ମାସର ସର୍ବୋଚ୍ଚ ସ୍ତରରେ

ନୂଆଦିଲ୍ଲୀ,୧୬-୬: ଦେଶର ରପ୍ତାନି ମେ’ରେ ୩.୯୩ ପ୍ରତିଶତ ବଢ଼ି ୩୦ ବିଲିୟନ ଡଲାରରେ ପହଞ୍ଚତ୍ୟାଇଛି। ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ଜାରି ତଥ୍ୟ ଅନୁସାରେ ଇଲେକ୍ଟ୍ରୋନିକ୍ସ ଓ…

7 years ago

ଜେଇଇ ଆଡଭାନ୍ସରେ ଫିଟ୍‌ଜୀ ଛାତ୍ରୀଛାତ୍ରଙ୍କ ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର,୧୬-୬(ବ୍ୟୁରୋ): ଶୁକ୍ରବାର ପ୍ରକାଶିତ ଜେଇଇ ଆଡଭାନ୍ସରେ ପ୍ରମୁଖ କୋଚିଂ ପ୍ରତିଷ୍ଠାନ ଫିଟ୍‌ଜୀ ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସବୁବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନୁଷ୍ଠାନର…

7 years ago

ପଙ୍କପାଳରେ ମାଙ୍କଡ଼ ଆତଙ୍କ: ଭୟରେ ହନୁମାନଙ୍କ ପୂଜା କଲେ ଗ୍ରାମବାସୀ

କୁଜଙ୍ଗ,୧୬ା୬(ସ୍ବ.ପ୍ର.): ଦୀର୍ଘ ଏକ ମାସ ହେଲା ପଙ୍କପାଳରେ ଆତଙ୍କ ସୃଷ୍ଟି କରିଥିବା ଏକ ମାଙ୍କଡ଼କୁ ନେଇ ସ୍ଥାନୀୟ ଲୋକଙ୍କ ଚିନ୍ତା ବଢିବାରେ ଲାଗିଛି। ଇତିମଧ୍ୟରେ ମାଙ୍କଡ଼ ଆକ୍ରମଣରେ…

7 years ago

ତୀରନ୍ଦାଜୀ ବିଶ୍ୱକପ୍‌: ଭାରତକୁ ୨ ବ୍ରୋଞ୍ଜ ପଦକ

ଡେନ୍‌ ବୋସକ୍‌ (ନେଦରଲାଣ୍ଡ୍ସ),୧୬।୬ (ପି.ଟି.)-ଜ୍ୟୋତି ସୁରେଖା ଭେନମଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ଏଠାରେ ଚାଲିଥିବା ବିଶ୍ୱ ତୀରନ୍ଦାଜୀ ଚାମ୍ପିୟନଶିପ୍‌ ମହିଳା କମ୍ପାଉଣ୍ଡ ବିଭାଗରେ ଭାରତ ଦୁଇଟି ବ୍ରୋଞ୍ଜ…

7 years ago