Home Left

ଜେଲରେ ଆଇଏଏସ୍‌ ଅଫିସର ବିଜୟ ଅସୁସ୍ଥ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ…

7 years ago

ଓଲଟିଲା ବସ୍‌: ୮ ଆହତ

ଯାଜପୁର ଅଫିସ୍‌, ୭।୧: ଯାଜପୁର ଜିଲା ବରୀ ବ୍ଲକ ଅଧିନ ଗୋଳକୁଣ୍ଡ ପଞ୍ଚାୟତ ମେଣ୍ଢ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ସକାଳ ୭ଟା ସମୟରେ ମା’…

7 years ago

ଭିତରକନିକା ଜାତୀୟ ଉଦ୍ୟାନ: ୧୯ରେ ଡଲଫିନ୍‌ ଗଣନା

ରାଜନଗର, ୭।୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନରେ ଆସନ୍ତା ୧୯ ତାରିଖରେ ଡଲଫିନ୍‌ ଗଣନା କରାଯିବ। ୧୮ ତାରିଖରେ ଡଲଫିନ ଗଣନା…

7 years ago

୫୦ ହଜାର ଟଙ୍କା ଲୁଟ୍‌

ରାଜନଗର, ୭।୧ (ଡି.ଏନ.ଏ.) : ରାଜନଗର ବଜାର ଉପରୁ ଜଣେ ବୃଦ୍ଧଙ୍କ ୫୦ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ମହାକାଳପଡା ଥାନା ଅଧୀନ ଭୋପାଳ ଗ୍ରାମର…

7 years ago

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ଶାଶୁ ଗୁରୁତର

ପରଜଙ୍ଗ, ୭।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ପଙ୍ଗାତିରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ସ୍ବାମୀର ଟାଙ୍ଗିଆ…

7 years ago

ତୁଟୁନି ରାଘପୁର ଗ୍ରାମ ସମସ୍ୟା : ଜିଲାପାଳଙ୍କୁ ଭେଟି ଅଭିଯୋଗ କଲେ ଗ୍ରାମବାସୀ

କେନ୍ଦ୍ରାପଡ଼ା ଅଫିସ୍‌, ୭।୧: ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ପଞ୍ଚାୟତ ରାଘପୁର ଗ୍ରାମବାସୀ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଗତ ଡିସେମ୍ବର ୧୯ ତାରିଖରେ ଅନଶନ କରିଥିଲେ। ପ୍ରଶାସନିକ…

7 years ago

ବିପାଶାଙ୍କୁ ପୂରିଲା ୪୧: ଜନ୍‌ ଆବ୍ରାହମ୍‌ଙ୍କ ସହିତ ୯ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ କରନ ସିଂ ଗ୍ରୋଭରଙ୍କୁ କରିଥିଲେ ବିବାହ…

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ବିପାଶା ବସୁ ମଙ୍ଗଳବାର ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୯ ଜାନୁୟାରୀ ୭ରେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ବହୁ ଫିଲ୍ମରେ…

7 years ago

ପିପିଏଲ ଜଳାଶୟରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ

ପାରାଦୀପ,୭ା୧(ସ୍ବ.ପ୍ର.): ପାରାଦୀପ ଫସ୍‌ପେଟ୍‌ସ ଲିମିଡେଟ୍‌(ପିପିଏଲ୍‌) ପରିସରରେ ଥିବା ୧୬ଟି ବୃହତ ଜଳାଶୟରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ଦେଶୀ-ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ସୋମବାର ରାଜନଗର ବନଖଣ୍ଡ ପକ୍ଷରୁ…

7 years ago

ନିର୍ମାଣ ହେଉନି ସ୍ଥାୟୀ ପରିବା ହାଟ

କୁଜଙ୍ଗ,୭ା୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାର ସର୍ବ ପୁରାତନ ସାପ୍ତାହିକ ହାଟ ହେଉଛି କୁଜଙ୍ଗ ହାଟ। ଏହାର ପରିଚାଳନା ଦାୟିତ୍ୱ ରାହାମା ନିୟନ୍ତ୍ରିତ ବଜାର କମିଟି ହାତରେ ରହିଛି। ମାତ୍ର…

7 years ago

ଜଗତ୍‌ସିଂହପୁର ଜିଲା ପ୍ରାଥମିକ ବିଦ୍ୟାଳୟ କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି

ଜଗତ୍‌ସିଂହପୁର ଅଫିସ, ୭ା୧: କେନ୍ଦ୍ର ଓ ରାଜ୍ୟ ସରକାର ବିଦ୍ୟାଳୟସ୍ତରରେ କ୍ରୀଡ଼ାର ବିକାଶ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ଏହି ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ପାଇଁ…

7 years ago