ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୧୫ ଏନ୍ଜିଓଠାରୁ ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ। ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଙ୍ଗଳବାର…
ଲଣ୍ଡନ: ପ୍ରିୟଙ୍କା ଚୋପ୍ରାଙ୍କ ମହମ ପ୍ରତିମୂର୍ତ୍ତି ମଙ୍ଗଳବାର ମାଡାମ ଟୁସାଡ୍ସ ଲଣ୍ଡନରେ ଅନାବରଣ ହୋଇଛି। ସେ ହେଉଛନ୍ତି ପ୍ରଥମ ବଲିଉଡ ଅଭିନେତ୍ରୀ ଯାହାଙ୍କ ପ୍ରତିମୂର୍ତ୍ତି ସେଠାରେ ସ୍ଥାନ…
ନୂଆଦିଲ୍ଲୀ,୧୯ା୬(ପି.ଟି.): ସପ୍ତଦଶ ଲୋକ ସଭାର ଦ୍ୱିତୀୟ ଦିବସରେ ମଙ୍ଗଳବାର ଆଉ କେତେକ ସଦସ୍ୟ ଶପଥଗ୍ରହଣ କରିଛନ୍ତି। କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ,…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ତଥା ମୌସୁମୀ ଅଧିବେଶନ ଚଳିତ ମାସ ୨୫ରୁ ଆରମ୍ଭ ହେବାକୁ ଯାଉଛି। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ୨୪ରେ ଶାସକ…
ପୁରୀ ଅଫିସ,୧୯ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଇ ଅଣସର ଗୃହକୁ ବିଜେ…
କାଏରୋ,୧୯ା୬(ଆଇଏଏନ୍ଏସ୍): ଇଜିପ୍ଟର ପୂର୍ବତନ ରାଷ୍ଟ୍ରପତି ମହମ୍ମଦ ମୋର୍ସି(୬୭) କୋର୍ଟରୁମ୍ରେ ଅଚାନକ ଟଳିପଡ଼ିବା ପରେ ଆଖି ବୁଜିଦେଇଛନ୍ତି। ମୋର୍ସିଙ୍କ ପୁତ୍ର ଅହମଦ୍ଙ୍କ ସୂଚନା ଅନୁଯାୟୀ, ପିତାଙ୍କୁ ପୂର୍ବ କାଏରୋ…
ମୁମ୍ବାଇ: ଅଭିନେତା ସୈଫ ଅଲି ଖାନ୍ କମେଡି ଫିଲ୍ମ ‘ଜଓ୍ବାନି ଜାନେମନ୍’ ଲଣ୍ଡନରେ ଶୁଟିଂ ଚାଲିଛି। ଏଥିରେ ପୂଜା ବେଦୀଙ୍କ କନ୍ୟା ଆଲାଇଆ ଫର୍ନିଚରଓ୍ବାଲା ଜଣେ ହାସ୍ୟାଭିନେତ୍ରୀ…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ)ରେ ଚିକିତ୍ସା ସେବା ପ୍ରଦାନ ନିମନ୍ତେ ମଙ୍ଗଳବାର ଏମ୍ସ ଭୁବନେଶ୍ୱର ଓ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର…
ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୩/୪ଦିନ ମଧ୍ୟରେ ଏହା ଅବପାତ(ଡିପ୍ରେସନ) ରୂପ ନେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରୀୟ ବଙ୍ଗୋପସାଗର…
ନୂଆଦିଲ୍ଲୀ,୧୯ା୬: ନୃତ୍ୟଭିତ୍ତିକ ରିୟଲିଟି ଶୋ’ଗୁଡ଼ିକରେ ଶିଶୁମାନଙ୍କୁ ଉପଯୁକ୍ତ ଭାବେ ଉପସ୍ଥାପନ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦେଶର ଘରୋଇ ଟିଭି ଚ୍ୟାନେଲଗୁଡ଼ିକୁ ପରାମର୍ଶ ଦେଇଛି।…