ମୁମ୍ବାଇ,୩୦ା୯: ମହାରାଷ୍ଟ୍ର ବିଧାନସଭା ଲାଗି ଭାଜପା-ଶିବସେନା ମଧ୍ୟରେ ଆସନ ବୁଝାମଣା ଚୂଡାନ୍ତ ହୋଇ ନ ଥିବାବେଳେ ଶିବସେନା ପକ୍ଷରୁ ଟିକେଟ ବଣ୍ଟନ ଆରମ୍ଭ ହୋଇଯାଇଛି। ଦଳର ମୁଖ୍ୟ…
ବାସୁଦେବପୁର, ୩୦।୯ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ଥାନା ଅଧୀନ ଖରିଦା ବିନାୟକପୁର ଗ୍ରାମର ଅଗଣୀ ମଳିକ ନାମକ ଜଣେ ମତ୍ସ୍ୟଜୀବୀଙ୍କୁ ପାରାଦୀପରେ ଜଣେ ଲଞ୍ଚ…
ଗୋପାଳପୁର,୩୦ା୯-ଗତ କିଛିଦିନ ଧରି ଗଞ୍ଜାମ ଜିଲାରେ ହୋଇଥିବା ଲଗାଣ ବର୍ଷାରେ ଗ୍ରାମାଞ୍ଚଳର ରାସ୍ତାଘାଟ, ଚାଷଜମି ଏବେଯାଏ ଜଳମଗ୍ନ ହୋଇ ରହିଛି। ଫଳରେ ଲୋକେ ନାହିଁ ନ ଥିବା…
ଛତ୍ରପୁର,୩୦ା୯(ଡି.ଏନ.ଏ.)- ଗଞ୍ଜାମ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥର ବିଭିନ୍ନ ଛକରେ ସିସି କ୍ୟାମେରା ଲାଗିବ। ଏହାର ମନିଟରିଂ ପାଇଁ ଛତ୍ରପୁର ଓ ହଳଦିଆପଦରଠାରେ କଣ୍ଟୋ୍ରଲ ରୁମ୍…
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଅକ୍ଟୋବର ୧୭,୧୮ରେ ବିଜେପୁର ଗସ୍ତ କରିବାର ସମ୍ଭାବନା ରହିଛି। ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ…
ନୂଆଦିଲ୍ଲୀ,୩୦ା୯(ପି.ଟି.): ୧୯୪୮ରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁ କଶ୍ମୀର ପ୍ରସଙ୍ଗକୁ ନେଇ ଜାତିସଂଘ ଯିବା ହିମାଳୟ ଭଳି ବଡ଼ ଭୁଲ୍ ଥିଲା ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ସମାଲୋଚନା…
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ସରକାରୀ ହସ୍ପିଟାଲ ଓ ପରିବହନ କାର୍ଯ୍ୟାଳୟକୁ ଦଲାଲଙ୍କ କବଳରୁ ମୁକ୍ତ କରିବା ପାଇଁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ୍। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ରାଜ୍ୟର…
କାଠମାଣ୍ଡୁ ,୩୦।୯: ନେପାଳ କ୍ରିକେଟ ଦଳର ଅଧିନାୟକ ପାରସ ଖାଡ୍କା ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହାଇଛନ୍ତି। ଶନିବାର ସିଙ୍ଗାପୁର ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ସେ ଶତକ ଲଗାଇଛନ୍ତି।…
ଭୁବନେଶ୍ୱର,୩୦ା୯(ବ୍ୟୁରୋ) : ଭାରତୀୟ ରେଳପଥ ଦେଶର ୫ ହଜାର ଷ୍ଟେଶନରେ ମାଗଣା ଓ୍ବାଇଫାଇ ସେବାକୁ ଉପଲବ୍ଧ କରାଇଛି। ଶନିବାର ଦକ୍ଷିଣ-ପୂର୍ବ ରେଳପଥ ଅନ୍ତର୍ଗତ ପଶ୍ଚିମବଙ୍ଗର ମିଦନାପୁର ରେଳଷ୍ଟେଶନରେ…
ନୂଆଦିଲ୍ଲୀ,୩୦-୯: ଚଳିତ ଆର୍ଥତ୍କ ବର୍ଷ ଶେଷ ସୁଦ୍ଧା ସରକାର ରିଜର୍ଭ ବ୍ୟାଙ୍କକୁ ୩୦ ହଜାର କୋଟି ଟଙ୍କାର ଅନ୍ତରୀଣ ଲାଭାଂଶ ମାଗି ପାରନ୍ତି। ୨୦୧୯-୨୦ ଆର୍ଥତ୍କ ବର୍ଷରେ…