Home Left

କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧି

ନୂଆଗାଁ(ଡି.ଏନ.ଏ.)/ନୟାଗଡ଼ ଅଫିସ, ୧୧।୬-ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଦାବି କରାଯାଇଛି। ସୋମବାର ଭୁବନେଶ୍ୱର ଓଡ଼ିଶା ଅଭିଭାବକ ସଂଘର ୪ ଜଣିଆ ପ୍ରତିନିଧି ଦଳ…

7 years ago

କଳାକାରଙ୍କ ଭାଗ୍ୟ ବଦଳାଏ ଫିଲ୍ମ ଫ୍ରାଇଡେ

ମୁମ୍ବାଇ: କଳାକାରଙ୍କ ଭାଗ୍ୟ ଶୁକ୍ରବାର ବଦଳିଯାଏ ବୋଲି ଅଭିନେତ୍ରୀ ତମନ୍ନା ଭାଟିଆ ପ୍ରକାଶ କରିଛନ୍ତି। ପ୍ରତି ସପ୍ତାହର ଶୁକ୍ରବାର ନୂଆ ଫିଲ୍ମ ରିଲିଜ ହେଉଥିବାରୁ କଳାକାରମାନେ ସେଇ…

7 years ago

ଆବାସ ଯୋଜନାରୁ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଭଙ୍ଗା, ନୁଆଁଣିଆ ଚାଳଘରେ କଟୁଛି ଜୀବନ

ରଣପୁର,୧୧।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଅଞ୍ଚଳରେ ଆବାସ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନି। ଭଙ୍ଗା ଦଦରା ନୁଅଁାଣିଆ ଚାଳ ଘରେ ରହୁଥିବା ପରିବାର ଘରଖଣ୍ଡେ ପାଇବାରୁ…

7 years ago

ଦୁର୍ନୀତି ମାମଲାରେ ଜର୍ଦ୍ଦାରୀ ଗିରଫ

ଇସ୍‌ଲାମାବାଦ,୧୧ା୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ସହ-ଅଧ୍ୟକ୍ଷ ଅସିଫ ଅଲି ଜର୍ଦ୍ଦାରୀଙ୍କୁ ଜାଲ୍‌ ବ୍ୟାଙ୍କ ଆକାଉଣ୍ଟ ଦୁର୍ନୀତି ମାମଲାରେ ଗିରଫ କରାଯାଇଛି।…

7 years ago

ପୁରୁଣା ହସ୍ତଶିଳ୍ପ ଉଜ୍ଜୀବିତ ପାଇଁ ଗୁରୁତ୍ୱନିଖିଳ ଉକତ୍ଳ କଂସାରି ସମାଜର ୪୭ ତମ ଅଧିବେଶନ ଉଦ୍‌ଯାପିତ

ଖଣ୍ଡପଡା,୧୧।୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ କଲ୍ୟାଣ ମଣ୍ଡପଠାରେ ଗତ ଶନିବାରଠାରୁ ଆରମ୍ଭ ହୋଇଥିବା ନିଖିଳ ଉକତ୍ଳ କଂସାରି ସମାଜ କେନ୍ଦ୍ରାଞ୍ଚଳ ଶାଖାର ୪୭ ତମ ବାର୍ଷିକ ଅଧିବେଶନ…

7 years ago

ହିଂସା ଲାଗି ଭାଜପାକୁ ଦୋଷଦେଲେ ମମତା

କୋଲକାତା,୧୧ା୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ହିଂସାକାଣ୍ଡ ଲାଗି ଭାଜପାକୁ ଦୋଷ ଦେଇଛନ୍ତି। କେନ୍ଦ୍ର ଓ ଭାଜପା କର୍ମୀମାନେ ମୁଖ୍ୟତଃ ଏଥିଲାଗି ଦାୟୀ। ରାଜ୍ୟ ସରକାରଙ୍କୁ…

7 years ago

ଜିଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କ କୃଷ୍ଣପ୍ରସାଦ ଗସ୍ତ

କୃଷ୍ଣପ୍ରସାଦ,୧୧ା୬(ଡି.ଏନ୍‌.ଏ.)-ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକକୁ ସୋମବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ନୃସିଂହ ଚରଣ ସ୍ବାଇଁ ଗସ୍ତ କରିଛନ୍ତି ା କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି, ସହକାରୀ…

7 years ago

ଆଗକୁ ବର୍ଷା, ବଢିଲା ଜଳନିଷ୍କାସନ ଚିନ୍ତା : ହଳଦୀପାଣି ନଦୀପଥ ମୁକ୍ତ କରିବାକୁ ଦାବି

ବାଲିକୁଦା,୧୧ା୬(ସ୍ବ. ପ୍ର): ପାରାଦୀପ ସଂଲଗ୍ନ ୭ ପଞ୍ଚାୟତର ୨୯ ରାଜସ୍ବ ଗ୍ରାମର ବର୍ଷାଦିନିଆ ଦୁଃଖ ହେଲା ହଳଦୀପାଣି ନଦୀ। ଭୁତମୁଣ୍ଡାଇ ପଞ୍ଚାୟତଠାରୁ ବିଶ୍ୱାଳି,କୋଠି, ବଗଦିଆ, ନୂଆଗଡ଼, ପାରାଦୀପ…

7 years ago

ତହସିଲ କାର୍ଯ୍ୟାଳୟରେ ନାହିଁ ପିଇବା ପାଣି

ନାଉଗଁ।,୧୧ା୬(ସ୍ବ.ପ୍ର.): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସବୁ ସ୍ଥାନରେ ପାନୀୟଜଳ ବ୍ୟବସ୍ଥା କରିବାକୁ ସରକାର ଗୁରୁତ୍ୱ ଦେଉଥିବା କହୁଛନ୍ତି। ମାତ୍ର ଖୋଦ୍‌ ସରକାରୀ କାର୍ଯ୍ୟାଳୟରେ ଏହି ସୁବିଧା…

7 years ago

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକଇ-ଡାକ୍ତରଖାନା ପରିଚାଳନା କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଆସନ୍ତା ଦୁଇମାସ ମଧ୍ୟରେ ରାଜ୍ୟର ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଇ-ଡାକ୍ତରଖାନା ପରିଚାଳନା ବ୍ୟବସ୍ଥା(ଇ-ଏଚ୍‌ଏମ୍‌ଏସ୍‌) କାର୍ଯ୍ୟକାରୀ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ…

7 years ago