ସିଓଲ,୨୬ା୮: ଆମେରିକା ସହ ଅଣୁଅସ୍ତ୍ର କାର୍ଯ୍ୟକ୍ରମ ରୋକିବା ସମ୍ପର୍କରେ ଆଲୋଚନା ପୂର୍ବରୁ ଉତ୍ତର କୋରିଆ ଶନିିବାର ସର୍ବବୃହତ୍ ରକେଟ ଲଞ୍ଚର ପରୀକ୍ଷା କରିଛି। ନୂତନ ଭାବେ ବିକଶିତ…
ବିଆରିଜ୍,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ ବିଶ୍ୱନେତାମାନଙ୍କୁ…
ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ସଚିବାଳୟ ସେବା ସଂଘ(ଓସା) ପକ୍ଷରୁ ପ୍ରତି ଦୁଇବର୍ଷରେ ଥରେ ନିର୍ବାଚନ ହୋଇଥାଏ। ୨୦୧୭ରେ ନିର୍ବାଚିତ ହୋଇଥିବା ପ୍ରତିନିଧିଙ୍କ କାର୍ଯ୍ୟକାଳ ଗତ ଜୁନ୍ରୁ ସମାପ୍ତ ହୋଇଛି।…
ନୂଆଦିଲ୍ଲୀ,୨୬ା୮(ପି.ଟି.):ଉତ୍ତରପ୍ରଦେଶ, ତ୍ରିପୁରା, ଛତିଶଗଡ଼ ଓ କେରଳର ଗୋଟିଏ ଲେଖାଏ ବିଧାନସଭା ଆସନରେ ସେପ୍ଟେମ୍ବର ୨୩ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ରବିବାର ଏନେଇ ଘୋଷଣା କରିଛନ୍ତି।…
ଶ୍ରୀନଗର,୨୬ା୮(ପି.ଟି.):୩୭୦ ଉଚ୍ଛେଦର ତିନି ସପ୍ତାହ ପରେ ଶ୍ରୀନଗରସ୍ଥିତ ସଚିବାଳୟରୁ ଜମ୍ମୁ-କଶ୍ମୀରର ପତାକା ହଟିଛି। ଏବେ ସେଠାରେ କେବଳ ତ୍ରିରଙ୍ଗା ଉଡ଼ୁଛି। ପୂର୍ବରୁ ସଚିବାଳୟ ଶୀର୍ଷରେ ଜାତୀୟ ପତାକା…
ଗୌହାଟୀ,୨୫ା୮:ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ସେଠାକାର ପତାକା ରଦ୍ଦ ହୋଇଛି। ଅନ୍ୟପକ୍ଷରେ ଏବେ ନାଗାଲାଣ୍ଡ ପାଇଁ ସ୍ବତନ୍ତ୍ର ମାନ୍ୟତା…
ଅରେଞ୍ଜ (ଟେକ୍ସାସ),୨୬ା୮: ବିବାହର ଖୁସି ମୁହୂର୍ତ୍ତକ ମଧ୍ୟରେ ପାଣିଫୋଟକା ଭଳି ମିଳାଇଗଲା। ବିବାହ ସମ୍ପନ୍ନ ହେବାର କେଇ ମିନିଟ ପରେ ଟ୍ରାକ୍ଟର ବୋଝେଇ ଏକ ଟ୍ରେଲର ଧକ୍କାଦେଲା। ବିବାହ…
ମୁମ୍ବାଇ: ପ୍ରଯୋଜକ କରନ ଜୋହରଙ୍କ ‘ଷ୍ଟୁଡେଣ୍ଟ ଅଫ୍ ଦି ୟର୍ ଟୁ’ରେ ଅଭିନୟ ସହ ବଲିଉଡ଼ରେ ପଦାର୍ପଣ କରିଛନ୍ତି ଅଭିନେତ୍ରୀ ଅନନ୍ୟା ପାଣ୍ଡେ। ଏହାଦ୍ୱାରା ତାଙ୍କ ଜୀବନରେ…
ଓ୍ବାଶିଂଟନ୍, ୨୬ା୮(ଏଏଫ୍ପି):ମହାକାଶରେ ବ୍ୟାଙ୍କ ଆକାଉଣ୍ଟ ହ୍ୟାକ୍ ଘଟଣାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ ସତ୍ୟ। ଏହି ଘଟଣାର ତଦନ୍ତ କରିବାକୁ ଯାଉଛି ଆମେରିକାର ମହାକାଶ ଗବେଷଣା ସଂସ୍ଥା…
ଭୁବନେଶ୍ୱର,୨୬ା୮(ବ୍ୟୁରୋ): ୨୦୧୮ ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତ୍ୟେକ ଗ୍ରାମାଞ୍ଚଳର ବିକାଶ ଲାଗି ଆମ ଗାଁ ଆମ ବିକାଶ…