Home Left

ସଫେଇ ସହଯୋଗ: ଫନୀ ପ୍ରଭାବିତ ପୁରୀକୁ ଗଲେ ଏସ୍‌ଏମ୍‌ସି କର୍ମଚାରୀ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ୩୨ ଜଣ (ଏସ୍‌ଏମ୍‌ସି) ସଫେଇ କର୍ମଚାରୀ ବୁଧବାର ପୁରୀକୁ ଯାଇଛନ୍ତି। ବାତ୍ୟା ଫନୀରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ପୁରୀକୁ ସ୍ବଚ୍ଛ…

7 years ago

‘ଚନ୍ଦ୍ରଯାନ-୨’ର ପ୍ରଥମ ଚିତ୍ର ଜାରି କଲା ଇସ୍ରୋ

ହାଇଦ୍ରାବାଦ୍‌, ୧୨।୬: ଗତ ୧୦ବର୍ଷ ଭିତରେ ଦ୍ୱିତୀୟଥର ଚନ୍ଦ୍ରକୁ ଯିବା ପାଇଁ ପ୍ରସ୍ତୁତି ଚଳାଇଛି ଭାରତ। ଆସନ୍ତା ୯ରୁ ୧୬ ତାରିଖ ମଧ୍ୟରେ ଇସ୍ରୋ ଚନ୍ଦ୍ରକୁ ଏହାର…

7 years ago

ଗ୍ରାମସଭାରେ ପୋଖରୀ ମାଛ ଧରା ଚାନ୍ଦାକୁ ନେଇ ଗଣ୍ଡଗୋଳ, ଜଣେ ମୃତ

ଛେଣ୍ଡିପଦା,୧୨।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାହାଳସାହି ପଞ୍ଚାୟତର ଗୋହିରାପଶି ଗ୍ରାମରେ ମଙ୍ଗଳବାର ରାତି ୯ଟା ସମୟରେ ଗ୍ରାମସଭା ଚାଲିଥିବା ବେଳେ ଅଘଟଣ ଘଟିଛି। ପୋଖରୀ ମାଛଧରାକୁ…

7 years ago

ଘରୁ ବାହାରିଲା ୧୩ ନାଗ, ବାବୁ ସାହିରେ ଆତଙ୍କ

ଧାମନଗର,୧୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ବାବୁ ସାହିର ଖଗେଶ୍ୱର ମହାକୁଡ଼ଙ୍କ ଘରୁ ଗୋଟିଏ ନାଗୁଣୀ ସହ ୧୨ ନାଗ ଛୁଆ ଉଦ୍ଧାର କରାଯାଇଛି। ମଙ୍ଗଳବାର…

7 years ago

ଅଙ୍ଗନଓ୍ବାଡି କର୍ମୀଙ୍କୁ ଚରିତ୍ରକୁ ଆକ୍ଷେପ କରି ମନ୍ତବ୍ୟ ଦେବା ପ୍ରତିବାଦ: ତାଳଚେର ସିଡିପିଓ ଅଫିସ ଘେରାଉ

ତାଳଚେର,୧୨।୬(ନି.ପ୍ର.): ତାଳଚେର ବ୍ଲକ ଅଙ୍ଗନଓ୍ବାଡି ସଂଘ ପକ୍ଷରୁ ବୁଧବାର ତାଳଚେର ସିଡିପିଓଙ୍କ ଅଫିସ ଘେରାଉ କରାଯାଇଛି। ସିଡିପିଓ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ଚରିତ୍ରକୁ ଆକ୍ଷେପ କରି ମନ୍ତବ୍ୟ…

7 years ago

କେନ୍ଦୁଝରରେ ଥମୁନି କଳା ପଲ୍‌ସର ଆତଙ୍କ: ପାଟଣାରେ ଦୁର୍ବୃତ୍ତ ଲୁଟି ନେଲେ ୧ ଲକ୍ଷ ୯୩ ହଜାର ଟଙ୍କା, ଲୁଟେରାଙ୍କ ଟେର୍‌ ପାଉନି ପୋଲିସ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଥମୁନି କଳା ପଲ୍‌ସର ଆତଙ୍କ। ବିଶେଷକରି ପର୍ବ ପର୍ବାଣୀ ସମୟରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ବିଭିନ୍ନ ଅଞ୍ଚଳରେ ଆତଙ୍କ…

7 years ago

ବିହାରରେ ଜାପାନୀ ଜ୍ୱର ଆତଙ୍କ: ଗଲାଣି ୩୧ ଶିଶୁଙ୍କ ଜୀବନ

ପାଟନା, ୧୨।୬: ବିହାରରେ ଏବେ ଜାପାନୀ ଜ୍ବର ବା ଏନ୍ସେଫାଲାଇଟିସ ଜ୍ବର ଆତଙ୍କ ସୃଷ୍ଟି କରିଛି। ଏଥିରେ ଆକ୍ରାନ୍ତ ହୋଇ ୩୧ ଶିଶୁ ପ୍ରାଣ ହରାଇଲେଣି। ମୁଜାଫରପୁରରେ…

7 years ago

ଜର୍ସି ନଂ ୧୨କୁ ସନ୍ନ୍ୟାସ ଦିଆଯାଉ

ନୂଆଦିଲ୍ଲୀ, ୧୨।୬: ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କ ୧୨ ନଂ ଜର୍ସିକୁ ଭରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସନ୍ନ୍ୟାସ ଦେବା ଉଚିତ। ଏହା ଯୁବିଙ୍କ…

7 years ago

ବୋକୋ ହାରାମ୍‌ ଆକ୍ରମଣ: ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି; ୧୫ ଆତଙ୍କବାଦୀ ଗିରଫ

ଫାର୍‌ ନର୍ଥ ରିଜିଅନ୍‌,୧୨।୬: କ୍ୟାମେରୁନ୍‌ରେ ବୋକୋ ହାରାମ ଆକ୍ରମଣ ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨୧ ଜଣ ସୁରକ୍ଷାକର୍ମୀ ଥିବାବେଳେ ୧୬ ଜଣ…

7 years ago

ପ୍ରଧାମମନ୍ତ୍ରୀ ମୋଦିଙ୍କୁ ଆଶ୍ୱାସନା ଦେଇ ଟ୍ରୋଲ ହେଲେ ହାର୍ଦ୍ଦିକ

ଅହମ୍ମଦାବାଦ୍‌, ୧୨।୬: ଭାରତୀୟ ବାୟୁସେନା ପରିବହନ ବିଭାଗର ନିଖୋଜ ବିମାନ ଏନ-୩୨ ଆଠ ଦିନ ପରେ ଠାବ ହୋଇଛି। ମଙ୍ଗଳବାର ଭାରତୀୟ ବାୟୁସେନାର ଏମଆଇ-୧୭ ବିମାନ ଆକଶ…

7 years ago