Home Left

ମହାରାଷ୍ଟ୍ରରେ ନିର୍ବାଚନୀ ବିଗୁଲ୍‌ ବଜାଇଲେ ମୋଦି

ନାଶିକ୍‌,୨୦-୯(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଆସନ୍ତା ମାସରେ ହେବାକୁ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସେଠାରେ ଭାଜପା ପାଇଁ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ଏନ୍‌ସିପି ଅଧ୍ୟକ୍ଷ…

7 years ago

୨୧ରେ ପୂରିବ ବିକ୍ରମ ଆୟୁଷ

ହ୍ୟୁଷ୍ଟନ,୨୦-୯: ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ବିକ୍ରମର ଆୟୁଷ ଆଉ ମାତ୍ର ଦୁଇଦିନ ବାକି। ବିକ୍ରମ ସୂକ୍ଷ୍ମ ଅବତରଣ କରିବାରେ ବିଫଳ ହେବା ପରେ…

7 years ago

ରାକେଶ ଭଦୌରିଆ ହେବେ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୦-୯(ପି.ଟି.): ଏୟାର ମାର୍ଶାଲ ରାକେଶ କୁମାର ସିଂ ଭଦୌରିଆ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ପରବର୍ତ୍ତୀ ମୁଖ୍ୟ ହେବାକୁ ଯାଉଛନ୍ତି। ହାଲୁକା ଲଢ଼ୁଆ ବିମାନ ତେଜସ୍‌ର ପରୀକ୍ଷାମୂଳକ ଉଡାଣ…

7 years ago

କେନ୍ଦ୍ରମନ୍ତ୍ରୀ ସୁପ୍ରିୟୋ ହଟହଟା

କୋଲକାତା,୨୦-୯(ପି.ଟି.):ଏବିଭିପି ପକ୍ଷରୁ ଆୟୋଜିତ ଏକ ସେମିନାରରେ ଉଦ୍‌ବୋଧନ ଦେବାକୁ ଯାଇଥିବା କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କୁ ଯାଦବପୁର ବିଶ୍ୱବିଦ୍ୟାଳୟରେ ହଟହଟା ହେବାକୁ ପଡ଼ିଛି। ଗୋଟିଏ ଛାତ୍ରଗୋଷ୍ଠୀ ତାଙ୍କୁ କଳାପତାକା…

7 years ago

ସୁପର ୩୦ ପ୍ରତିଷ୍ଠାତା ଆମେରିକାରେ ପୁରସ୍କୃତ

ଓ୍ବାଶିଂଟନ,୨୦-୯(ପି.ଟି.):ସୁପର ୩୦ର ପ୍ରତିଷ୍ଠାତା ଆନନ୍ଦ କୁମାରଙ୍କୁ ଆମେରିକାରେ ପୁରସ୍କୃତ କରାଯାଇଛି। ପ୍ରତିବର୍ଷ ୩୦ ଜଣ ଗରିବ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପ୍ରଶିକ୍ଷଣ ଦେଇ ସେମାନଙ୍କୁ ଆଇଆଇଟି ପ୍ରବେଶିକା ପରୀକ୍ଷା…

7 years ago

ଆଫଗାନିସ୍ତାନରେ ରାଷ୍ଟ୍ରପତି ନିର୍ବାଚନକୁ ୯ ଦିନ:ତାଲିବାନ ଆକ୍ରମଣରେ ୨୦ ନିହତ

କାବୁଲ,୨୦-୯(ଆଇଏଏନ୍‌ଏସ୍‌):ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରେ ତାଲିବାନର ଆଉ ଏକ ଆକ୍ରମଣ। ଏଥର ଜାବୁଲ ପ୍ରଦେଶର କଲାତ୍‌ ସହରସ୍ଥିତ ଏକ ହସ୍ପିଟାଲକୁ ଟାର୍ଗେଟ କରିଛି ଏହି ଆତଙ୍କବାଦୀ ସଙ୍ଗଠନ। ଗୁରୁବାର…

7 years ago

ନେତାନ୍ୟାହୁଙ୍କୁ ନିର୍ବାଚନୀ ଝଟକା

ଜେରୁଜେଲମ୍‌,୨୦-୯:ପଞ୍ଚମଥର ପାଇଁ କ୍ଷମତାସୀନ ହେବାକୁ ଅଣ୍ଟାଭିଡ଼ିଥିବା ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେନ୍‌ୟାମିନ୍‌ ନେତାନ୍ୟାହୁଙ୍କୁ ଗୁରୁବାର ନିର୍ବାଚନୀ ଝଟ୍‌କା ଲାଗିଛି। ନିର୍ବାଚନରେ ନେତାନ୍ୟାହୁଙ୍କ ନେତ୍ୱତ୍ୱାଧୀନ ଦକ୍ଷିଣପନ୍ଥୀ ଶାସକ ଦଳ ଲିକୁଡ୍‌…

7 years ago

ପାକିସ୍ତାନ ବିଛାଇଛି କୁହୁକ ଜାଲ

ନୂଆଦିଲ୍ଲୀ,୨୦-୯(ଆଇଏଏନ୍‌ଏସ୍‌):ପାକିସ୍ତାନର ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ପକ୍ଷରୁ ଚାଲିଥିବା ଏକ ‘କଲ୍‌ ସେଣ୍ଟର’ର ପର୍ଦ୍ଦାଫାଶ କରିବାରେ ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକୁ ବଡ଼ ସଫଳତା ମିଳିଛି। ଏହି କଲ୍‌ ସେଣ୍ଟରରୁ…

7 years ago

ଜାତୀୟ ଜଳମାର୍ଗ ବିଲ୍‌:ବିରୋଧ କରିଥିଲେ ଅଧିକାଂଶ ରାଜ୍ୟ

ନୂଆଦିଲ୍ଲୀ,୨୦-୯(ପି.ଟି.):କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କ ଜାତୀୟ ଜଳମାର୍ଗ ବିଲ୍‌କୁ ବିଭିନ୍ନ ରାଜ୍ୟ ବିରୋଧ କରିଥିଲେ। ଏପରିକି ଭାଜପା ଶାସିତ ରାଜ୍ୟଗୁଡ଼ିକ ମଧ୍ୟ ଏହା ସପକ୍ଷରେ ନ ଥିଲେ।…

7 years ago

ପଶ୍ଚିମ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରସଙ୍ଗ: ୩ ଦିନ ସରକାରୀ କଳ ବନ୍ଦ କରିବାକୁ ନିଷ୍ପତ୍ତି

ସମ୍ବଲପୁର,୨୦-୯ (ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସମ୍ବଲପୁର ଜିଲା ଓକିଲ ସଂଘ ପକ୍ଷରୁ ଗୁରୁବାର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା।…

7 years ago