Home Left

ରାକ୍ଷୀ ପୂର୍ଣ୍ଣିମାରେ ମହିଳାମାନେ ମାଗଣା ବସ୍‌ ଯାତ୍ରା କରିବେ

ଲକ୍ଷ୍ନୌ,୧୦।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାମାନଙ୍କୁ ବିଶେଷ ଉପହାର ଦେଇଛନ୍ତି। ଉକ୍ତଦିନ ମହିଳାମାନେ ମାଗଣାରେ ବସ୍‌ ଯାତ୍ରା କରିପାରିବେ…

7 years ago

ମହଙ୍ଗା ପଡ଼ିଲା ଭାରତ ସହିତ ପାକିସ୍ତାନର ଶତ୍ରୁତା: ଟମାଟୋ କିଲୋ ୩ଶହ

ଇସ୍‌ଲାମାବାଦ,୧୦।୮: ଜମ୍ମୁ-କଶ୍ମୀରରେ ମୋଦି ସରକାରଙ୍କ ଅନୁଚ୍ଛେଦ ୩୭୦କୁ ହଟାଇ ଦିଆଯିବା ନିଷ୍ପତ୍ତିକୁ ନେଇ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହାପରେ ପାକିସ୍ତାନ ଭାରତରୁ ସବୁ ସମ୍ପର୍କ ଭାଙ୍ଗିବାକୁ ଚେଷ୍ଟା…

7 years ago

ଗାଜା ସୀମାରେ ୪ ପାଲେଷ୍ଟାଇନ୍‌ ଆତଙ୍କବାଦୀଙ୍କୁ ହତ୍ୟା କଲେ ଇସ୍ରାଏଲ୍‌ ସୈନ୍ୟ

ଜେରୁଜେଲମ୍‌,୧୦।୮:ଗାଜା ସୀମାରେ ୪ ପାଲେଷ୍ଟାଇନ୍‌ ଆତଙ୍କବାଦୀଙ୍କୁ ଇସ୍ରାଏଲ୍‌ ସୈନ୍ୟ ହତ୍ୟା କରିଛନ୍ତି। ଆତଙ୍କବାଦୀମାନଙ୍କ ମଧ୍ୟରୁ ଜଣେ ଇସ୍ରାଏଲ୍‌ ସୈନ୍ୟ ବାହିନୀ ଶିବିର ଉପରକୁ ଗ୍ରେନେଡ୍‌ ମାଡ଼ କରିଥିଲେ।…

7 years ago

ଅପହୃତା ଯୁବତୀ ଉଦ୍ଧାର: ଅପହରଣକାରୀ ଗିରଫ

ଦିଗପହଣ୍ଡି,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ଅପହୃତା ଯୁବତୀଙ୍କୁ କେ. ନୂଆଗାଁ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ଯୁବକଙ୍କୁ ପୋଲିସ ଥାନାରେ ରଖି ପଚରାଉଚରା…

7 years ago

ଇଦ୍‌ ପାଇଁ ପ୍ରସ୍ତୁତ ଜମ୍ମୁ-କଶ୍ମୀର: ରାଜ୍ୟପାଳ

ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ନିଆଯିବା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯିବା ସହ ଶହ ଶହ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କୁ…

7 years ago

ଅନ୍ତିମ ସଂସ୍କାର ପାଇଁ ଚାଷୀ ଗୋବରରୁ ପ୍ରସ୍ତୁତ କଲେ କାଠ

କାନପୁର,୧୦।୮: ଅନ୍ତିମ ସଂସ୍କାରରେ ହିନ୍ଦୁ ପରମ୍ପରା ଅନୁସାରେ ମୃତଦେହକୁ ଦାହ କରାଯାଇଥାଏ। ତେବେ ଏଥିପାଇଁ କାଠର ଆବଶ୍ୟକତା ପଡ଼ିଥାଏ। ଏହାଦ୍ୱାରା ଗଛ କଟା ହୋଇଥାଏ। ଫଳରେ ପରିବେଶ…

7 years ago

ସମାଜବାଦୀ ପାର୍ଟିକୁ ଝଟ୍‌କା: ଭାଜପାରେ ଯୋଗଦେଲେ ସଞ୍ଜୟ ସେଠ, ସୁରେନ୍ଦ୍ର ନାଗର

ନୂଆଦିଲ୍ଲୀ,୧୦।୮: ସମାଜବାଦୀ ପାର୍ଟିର ପୂର୍ବତନ ଏମ୍‌ପି ସଞ୍ଜୟ ସେଠ ଓ ସୁରେନ୍ଦ୍ର ନାଗର ଶନିବାର ଭାଜପାରେ ଯୋଗ ଦେଇଛନ୍ତି। ଏହାପୂର୍ବରୁ ଏମାନେ ରାଜ୍ୟ ସଭାରୁ ଇସ୍ତଫା ଦେବା…

7 years ago

ସ୍ବରେଜ୍‌ ଗ୍ୟାସ୍‌ରେ ଜଳୁଛି ରୋଷେଇ ଘରେ ଚୁଲି

ନୂଆଦିଲ୍ଲୀ, ୧୦।୮: ଅସୁବିଧା ହିଁ ନୂଆ ଆବିଷ୍କାର ପାଇଁ ପ୍ରେରଣା ଦେଇଥାଏ। ଏହା ଦିଲ୍ଲୀର ଗାଜିଆବାଦ୍‌ରେ ବାସ କରୁଥିବା ୭ ଜଣ ଉଦ୍ୟମୀଙ୍କ ଲାଗି ସତ୍ୟରେ ପରିଣତ…

7 years ago

ଚର୍ଚ୍ଚାରେ କିଆରାଙ୍କ ପର୍ସ: ଦାମ୍‌ ଜାଣିଲେ ଉଡ଼ିଯିବ ହୋସ୍‌

ମୁମ୍ବାଇ:ଚଳିତ ବର୍ଷ ଫିଲ୍ମ କବିର ସିଂହରୁ ରାତାରାତି ନିଜର ପରିଚୟ ତିଆରି କରିଥିବା କିଆରା ଆଡଭାନୀ ଏବେ ବି-ଟାଉନର ଚର୍ଚ୍ଚିତ ଚେହେରା ପାଲଟିଛନ୍ତି। ନିକଟରେ କିୟାରା ନିଜର…

7 years ago

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କଠାରୁ ଲୁଟ୍‌

ଆସିକା, ୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର କଲେଜ ଛକ ନିକଟରୁ ଶନିବାର ପୂର୍ବାହ୍ନରେ ଜଣେ ମିଠା ବ୍ୟବସାୟୀଙ୍କ ଠାରୁ ୮ ହଜାର ଟଙ୍କା ଲୁଟ୍‌…

7 years ago