Home Left

ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଅସୁସ୍ଥ : ହସ୍ପିଟାଲରେ ଭର୍ତ୍ତି

ଖୋର୍ଦ୍ଧା ଅଫିସ,୭।୮: ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ପ୍ରଥମେ ଭୁବନେଶ୍ୱର କେଆର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅଧିକ ଚିକିତ୍ସାର…

7 years ago

ସୁଷମା ସ୍ବରାଜଙ୍କ ପାର୍ଥିବ ଶରୀର ଦେଖି ଭାବୁକ ହେଲେ ମୋଦି

ନୂଆଦିଲ୍ଲୀ,୬ା୮: ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ଘଟିଛି। ମଙ୍ଗଳବାର ରାତିରେ ନୂଆଦିଲ୍ଲୀସ୍ଥିତ ଏମ୍ସରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ପାର୍ଥିବ…

7 years ago

ହରିଶ୍‌ ସାଲଓ୍ବେଙ୍କୁ ଏକ ଟଙ୍କା ବକେୟା ନେବାକୁ ଡାକି ଦୁନିଆରୁ ଚାଲିଗଲେ ସୁଷମା

ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ମୃତ୍ୟୁର ଏକ ଘଣ୍ଟା ପୂର୍ବରୁ ଆଇନଜୀବି ହରିଶ୍‌ ସାଲେଓଙ୍କୁ ତାଙ୍କର ଏକ ଟଙ୍କା ବକେୟା ନେବା ପାଇଁ ଫୋନ୍‌…

7 years ago

ସ୍ବରାଜ କୌଶଳଙ୍କୁ ପ୍ରେମ ବିବାହ କରିବା ପାଇଁ ପିତାଙ୍କୁ ମନର କଥା ଖୋଲି କହିଥିଲେ ସୁଷମା

ନୂଆଦିଲ୍ଲୀ,୭।୮: ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ପ୍ରେମ ବିବାହ କରିବା ପାଇଁ ନିଜ ମନର କଥା ପିତା ହରଦେବ ଶର୍ମାଙ୍କୁ ଖୋଲି କହିଥିଲେ। ପିତା ପ୍ରଥମେ…

7 years ago

ଓକିଲ ସାଙ୍ଗକୁ ପ୍ରେମ ବିବାହ କରିଥିଲେ ସୁଷମା

ନୂଆଦିଲ୍ଲୀ,୭।୮: ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଭାରତୀୟ ରାଜନୀତିରେ ଜଣେ ଦକ୍ଷ ନେତ୍ରୀ ଭାବେ ପରିଚିତ ଥିଲେ ସେ। ଜଣେ…

7 years ago

ଟୁଇଟରରେ ସୁଷମାଙ୍କୁ ଫଲୋ କରୁଥିଲେ କୋଟିଏ ୧୩ ଲକ୍ଷ

ନୂଆଦିଲ୍ଲୀ,୭।୮: ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ସକ୍ରିୟ ରହୁଥିଲେ। ଟୁଇଟରରେ ତାଙ୍କ ଫଲୋରର୍ସଙ୍କ ସଂଖ୍ୟା କୋଟିଏ ୧୩…

7 years ago

ସରକାରୀ ଯୋଜନାରୁ ସୁଫଳ ପାଉ ନାହାନ୍ତି ଜନଜାତି ଲୋକେ: ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ବିତାଉଛନ୍ତି ଜୀବନ

ଖଣ୍ଡପଡା,୭।୮(ସ୍ବ.ପ୍ର.)-ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ୫ ନମ୍ବର ଜିଲା ପରିଷଦ ଜୋନ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକେ ନାନା ସମସ୍ୟା ମଧ୍ୟରେ ରହିଛନ୍ତି । ଦାରିଦ୍ର୍ୟ…

7 years ago

ଗ୍ରାମୀଣ ଆବାସ ଯୋଜନା ବାଟବଣା :  ଯୋଗ୍ୟହିତାଧିକାରୀଙ୍କ ପାଖରେ ପହଞ୍ଚୁନି ଯୋଜନା

ରଣପୁର,୭।୮(ସ୍ବ.ପ୍ର.)-ନୟାଗଡ଼ ଜିଲାର ରଣପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କାଘର ଯୋଜନା ପରି ଗ୍ରାମୀଣ ଆବାସ ଯୋଜନା ବାଟବଣା ହୋଇପଡିଛି । ବିଭିନ୍ନ ପଞ୍ଚାୟତରେ ୨୦ରୁ…

7 years ago

ଡାହୁକା ନଦୀରେ ନାହିଁ ଗାର୍ଡଓ୍ବାଲ୍‌ : ୧୦୦ରୁ ଊର୍ଦ୍ଧ୍ୱ ଘର ଭାସିଯିବା ଆଶଙ୍କା

ନୂଆଗାଁ,୭।୮(ଡି.ଏନ.ଏ.)-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତସ୍ଥ ଏହି ଗ୍ରାମକୁ ଲାଗି ପ୍ରବାହିତ ହେଉଛି ଡାହୁକା ନଦୀ। ତେବେ ଏହି ନଦୀରେ ଗାର୍ଡଓ୍ବାଲ ନ ଥିବାରୁ ବର୍ଷା…

7 years ago

ପରିଚୟପତ୍ର ପ୍ରଦାନ ଆଳରେ କୃଷକଙ୍କୁ ଶୋଷଣ

ରସୁଲପୁର,୭।୮(ଡି.ଏନ୍‌.ଏ.)- କାଳିଆ ଯୋଜନାକୁ ନେଇ ଚାଷୀ ଭୁଆଁ ବୁଲୁଥିବାବେଳେ ଚାଷୀଙ୍କୁ ନେଇ ଜାଲିଆତି ବନ୍ଦ ହେବାର ନାଁ ଧରୁନି। ଗାଁର ବୋକରୀ ଯୁବକ, ଅଣଭୋଟର କାଳିଆ ଟଙ୍କାରେ…

7 years ago