Home Left

ଆଜି ଅନ୍ତର୍ଜାତୀୟ ସଂଗ୍ରହାଳୟ ଦିବସ: ଧ୍ୱସ୍ତବିଧ୍ୱସ୍ତ ସଂଗ୍ରହାଳୟ ସୌନ୍ଦର୍ଯ୍ୟ

ଭୁବନେଶ୍ୱର,୧୮।୫(ସସ୍ମିତା ପାଇକରାୟ): କିଛି ଘଣ୍ଟାର ତାଣ୍ଡବ ମଧ୍ୟରେ ସବୁକିଛି ଉଜାଡ଼ିଦେଇ ଚାଲିଗଲା ଫନୀ। ଏହାର ପ୍ରକୋପରୁ ବାଦ୍‌ ପଡ଼ିଲାନି ଇତିହାସକୁ ସାଇତି ରଖୁଥିବା ସଂଗ୍ରହାଳୟ। ପୁରାତନ ସଭ୍ୟତାର…

7 years ago

ବିଏମ୍‌ସି ମୁଖ୍ୟାଳୟରେ ସମୀକ୍ଷା ବୈଠକ: ସୋମବାର ସୁଦ୍ଧା ଜଳିବ ସବୁ ଷ୍ଟ୍ରିଟଲାଇଟ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ‘ଫନୀ’ର ପ୍ରଳୟରେ ଭୁବନେଶ୍ୱରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଯାବତ୍‌ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସେବା ସ୍ବାଭାବିକ ହୋଇପାରି ନ ଥିବା ବେଳେ ମୁଖ୍ୟ ରାସ୍ତାଗୁଡ଼ିକୁ…

7 years ago

କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବନ୍ଦ ଡାକରା

ଭଞ୍ଜନଗର,୧୮।୫(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆରଟିସି ଜୋନରୁ ସମସ୍ତ ବସ୍‌ ଅନ୍ୟ ଜୋନକୁ ସ୍ଥାନାନ୍ତର ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଆପଣାଇଛି। ବସ୍‌ ସ୍ଥାନାନ୍ତର ସମୟରେ ବିବାଦ ଉପୁଜିବା ଆଶଙ୍କାରେ ବିଭାଗୀୟ…

7 years ago

ସିପିଏସ୍‌ ମହୁଡ଼ା ଦୁର୍ନୀତିର ତଦନ୍ତ ଦାବି

ବ୍ରହ୍ମପୁର ଅଫିସ୍‌,୧୮ା୫-କଲେଜ ଅଫ୍‌ ଫାର୍ମାସିୟୁଟିକାଲ୍‌ ସାଇନ୍ସ(ସିପିଏସ୍‌) ମହୁଡ଼ାରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଶୁକ୍ରବାର ବିଭିନ୍ନ ସଂଗଠନ ତରଫରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର୍‌ଙ୍କ ନିକଟରେ ଅଭିଯୋଗ କରାଯାଇଛି…

7 years ago

ମହୁଲ ଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ଲାଠୋର, ୧୮ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ଜଙ୍ଗଲ ଏବଂ ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀ ମହୁଲ ଫୁଲ, ଫଳ ଏବଂ ମଞ୍ଜି ସଂଗ୍ରହ…

7 years ago

ଡବଲ ଅଲିମ୍ପିକ ଚାମ୍ପିୟନଙ୍କ ୨୫ ବର୍ଷ ବୟସରେ ଅବସର

ବର୍ଲିନ, ୧୭ା୫ (ଏଏଫ୍‌ପି)- ସ୍ବାସ୍ଥ୍ୟଗତ କାରଣରୁ ଜର୍ମାନୀର ଡବଲ ଅଲିମ୍ପିକ ବାଏଥଲନ ଚାମ୍ପିୟନ ଲାଉରା ଡାହଲମେର ମାତ୍ର ୨୫ ବର୍ଷ ବୟସରେ ଶୁକ୍ରବାର ତାଙ୍କ ଅବସର ଘୋଷଣା…

7 years ago

ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଦଳ ପାଇବ ୪ ନିୟୁତ ଡଲାର

ଲଣ୍ଡନ, ୧୭ା୫ (ପି.ଟି.)-ଆସନ୍ତା ଆଇସିସି ପୁରୁଷ ବିଶ୍ୱକପ୍‌ ପାଇଁ ମୋଟ ପୁରସ୍କାର ରାଶି ୧୦ ନିୟୁତ ଆମେରିକୀୟ ଡଲାର ରଖାଯାଇଛି। ବିଜେତା ଦଳକୁ ୪ ନିୟୁତ ଆମେରିକୀୟ…

7 years ago

ଦୁର୍ଗମ ଇଲାକାରେ ପହଞ୍ଚିଲା ସ୍ବାସ୍ଥ୍ୟ ବିଭାଗ: ଦ୍ୱାର ମୁହଁରେ ଚିକିତ୍ସା ବ୍ୟବସ୍ଥା

ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ…

7 years ago

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା…

7 years ago

ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଲୁଟ୍‌

ବଲାଙ୍ଗୀର ଅଫିସ, ୧୭ା୫: ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଲୁଟ୍‌ କରାଯାଇଥିତ୍ତ୍ବା ଅଭିଯୋଗ ହୋଇଛି ା ଶିକ୍ଷକ ଜଣକ ଏ…

7 years ago