Home Left

ବଢୁଛି ଋଷିକୁଲ୍ୟାର ଜଳସ୍ତର: ଆତଙ୍କିତ ଅବସ୍ଥାରେ ୩ ପଞ୍ଚାୟତବାସୀ

ଶେରଗଡ଼,୬।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ତିନି ପଞ୍ଚାୟତ ପିତ୍ତଳ, ତହଁର, ବ୍ରାହ୍ମଣ ଦେଇ ଋଷିକୁଲ୍ୟା ନଦୀ ପ୍ରବାହିତ ହେଉଛି। ଏବେ ନଦୀର ଜଳସ୍ତର ବଢିବାରେ ଲାଗିଛି।…

7 years ago

ପାକିସ୍ତାନକୁ ଉପରାଷ୍ଟ୍ରପତିଙ୍କ କଡା ବାର୍ତ୍ତା: ଭାରତ ଆକ୍ରମଣ କରେନି, କିନ୍ତୁ ନିଜ ସାର୍ବଭୌମତ୍ୱ ସହ ବୁଝାମଣା କରିବ ନାହିଁ

ନୂଆଦିଲ୍ଲୀ,୬।୯:ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ଭାରତ ସହ ଯୁଦ୍ଧ କରିବାକୁ ଧମକ ଦେଉଛି। ପାକିସ୍ତାନର ଏଭଳି ମନ୍ତବ୍ୟ ଉପରେ କଡ଼ା ପ୍ରତିକ୍ରିୟା…

7 years ago

ଆହାର କେନ୍ଦ୍ରରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା ଅଭିଯୋଗ: ଜିଲାପାଳଙ୍କ ଅଚାନକ ପରିଦର୍ଶନ

କୋରୁକୋଣ୍ଡା,୬।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଥିବା ଆହାର ଯୋଜନାରେ ସ୍ବାଦିଷ୍ଟ ଖାଦ୍ୟ ଦିଆଯାଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ୪…

7 years ago

ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ସପ୍ତାହକରେ ‘ସାହୋ’ କରିଛି ୧୧୫ କୋଟି ବ୍ୟବସାୟ

ନିର୍ଦ୍ଦେଶକ ସୁଜିତ୍‌ ରେଡ୍ଡୀଙ୍କ ଫିଲ୍ମ ‘ସାହୋ’ ରିଲିଜ୍‌ ହେବାର ଗୋଟିଏ ସପ୍ତାହ ପୂରିଛି। ଫିଲ୍ମଟି ଦର୍ଶକଙ୍କ ହୃଦୟକୁ ଛୁଇଁ ନ ଥିବା ସତ୍ତ୍ୱେ ବେଶ୍‌ ଭଲ ବ୍ୟବସାୟ…

7 years ago

ଶେହଲା ରଶିଦଙ୍କ ନାଁରେ ଦେଶଦ୍ରୋହ ମାମଲା ରୁଜୁ

ଶ୍ରୀନଗର,୬।୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ର ପୂର୍ବତନ ଛାତ୍ରୀ ତଥା ଜମ୍ମୁ-କଶ୍ମୀରର ରାଜନେତା ଶେହଲା ରଶିଦଙ୍କ ନାଁରେ ଦେଶଦ୍ରୋହ ମାମଲା ରୁଜୁ କରାଯାଇଛି। ସେନା ବିରୋଧ ଅପପ୍ରଚାର କରିଥିବା…

7 years ago

ପୁଣି ଯୁଦ୍ଧ ଧମକ ଦେଲା ପାକିସ୍ତାନ

ଇସାଲାମାବାଦ,୬।୯:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ପୁଣି ଭାରତକୁ ଯୁଦ୍ଧ ଧମକ ଦେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କିଛି ଦିନ ତଳେ ଭାରତକୁ ପରମାଣୁ ଯୁଦ୍ଧ…

7 years ago

ଲଗାଣ ବର୍ଷା: ଗଞ୍ଜାମ, କନ୍ଧମାଳ ଜିଲାର ସବୁ ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ବ୍ରହ୍ମପୁର ଅଫିସ/କନ୍ଧମାଳ, ୬।୯(ଡି.ଏନ୍‌.ଏ.): ପ୍ରବଳ ବର୍ଷା ଯୋଗୁ କନ୍ଧମାଳ ଓ ଗଞ୍ଜାମ ଜିଲାର ସ୍ଥିତି ବେହାଲ ହୋଇପଡ଼ିଛି। କେଉଁଠି ରାସ୍ତାରେ ଜଳ ପ୍ରବାହିତ ହେଉଛି ତ କେଉଁଠି…

7 years ago

ଲଗାଣବର୍ଷାରେ ଧୋଇଗଲା ଆପ୍ରୋଚ ରୋଡ୍‌ : ୧୦ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ମୁନିଗୁଡ଼ା,୬।୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲାରେ ଗତ ଦୁଇଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ମୁନିଗୁଡ଼ା ବ୍ଲକ ଇଚ୍ଛାପୁର ପଞ୍ଚାୟତର ଭାନପୁର ଗ୍ରାମ ନିକଟରେ ଥିବା…

7 years ago

ଦେଶଦ୍ରୋହ ମାମଲା: କହ୍ନେୟା କୁମାରଙ୍କୁ କ୍ଲିନଚିଟ୍‌ ଦେଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୬।୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ରେ ଦେଶଦ୍ରୋହ ସ୍ଲୋଗାନ ଦେଇ ଫଶିଥିବା କହ୍ନେୟା କୁମାର ଏବଂ ୯ ଛାତ୍ରଙ୍କ ନାଁରେ ମକଦ୍ଦମା ଚଲାଇବାକୁ ଦିଲ୍ଲୀ ପୋଲିସକୁ ଅନୁମତି ଦେବ…

7 years ago

କୀଟନାଶକ ପିଇ ମହିଳା ମୃତ, ପୋଲିସର ତଦନ୍ତ ଆରମ୍ଭ

କେନ୍ଦୁଝର,୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ସୁନାପେଣ୍ଠ ପଞ୍ଚାୟତ କଣ୍ଟୁଳା ଗ୍ରାମ ପଙ୍ଗାପଶି ସାହିରେ କୀଟନାଶକ ପିଇ ଶୁକ୍ରବାର ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟ…

7 years ago