Home Left

୫୫୦୦ କୋଟିର ଆକାଶ ମିସାଇଲ ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୬-୯:ପାକିସ୍ତାନ ଓ ଚାଇନା ସୀମାରେ ମୁତୟନ ହେବ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ଏୟାର ଡିଫେନ୍ସ ମିସାଇଲ ସିଷ୍ଟମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସମ୍ପର୍କିତ…

7 years ago

ଫ୍ଲାଟ୍‌ ଦେବା ଆଳରେ ୨ କୋଟିରୁ ଊର୍ଦ୍ଧ୍ୱ ଠକେଇ : ବିଲଡର୍‌ ଗିରଫ

ଭୁବନେଶ୍ୱର,୬।୯(ବ୍ୟୁରୋ):ରାଜଧାନୀରେ ସୁଲଭ ମୂଲ୍ୟରେ ଲୋକମାନଙ୍କୁ ଫ୍ଲାଟ୍‌ ଯୋଗାଇ ଦେବା ଆଳରେ ୨ କୋଟି ୧୦ ଲକ୍ଷ ଟଙ୍କା ଠକେଇ କରିଥିବା ବିଲଡର୍‌ଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ…

7 years ago

ଜମ୍ମୁ-କଶ୍ମୀର ଆଇଡି ଦେଖାଇଲେ ୩୭୦ ଟଙ୍କା ରିହାତି

ନୂଆଦିଲ୍ଲୀ,୬-୯(ଆଇଏଏନ୍‌ଏସ୍‌):ଦିଲ୍ଲୀର କନ୍ନଟପ୍ଲେସ୍‌ସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜମ୍ମୁ-କଶ୍ମୀରର ଲୋକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। ସୁସ୍ବାଦୁ ବ୍ୟଞ୍ଜନ ପାଇଁ ଜଣାଶୁଣା ହୋଟେଲ ଆର୍ଡୋର ୨.୧ କଶ୍ମୀରୀଙ୍କ ପାଇଁ…

7 years ago

ଐତିହ୍ୟ ଶିଶୁପାଳଗଡ଼ କାଟି କଲେ ରାସ୍ତା

ପୁରୁଣା ଭୁବନେଶ୍ୱର,୬।୯(ଡି.ଏନ.ଏ.) : ଏକଦା ଐତିହ୍ୟ ଶିଶୁପାଳଗଡ ଏ୫୬୨. ୬୦୦ ଡିସିମିଲରୁ ଊର୍ଦ୍ଧ୍ୱ ପରିମିତ ଅଞ୍ଚଳରେ ଥିବାବେଳେ ଏବେ ମାତ୍ର ଏ.୦.୭୭୭ ଡିସିମିଲରେ ଏହା ରହିଛି। ସମ୍ପ୍ରତି…

7 years ago

ଚାଇନାର ପୂର୍ବତନ ଯବାନଙ୍କୁ ଭାରତ ଆସିବାକୁ ଭିଜା ମିଳିଲା

ଭୋପାଳ,୬-୯(ପି.ଟି.): ଚାଇନାର ଜଣେ ପୂର୍ବତନ ଯବାନ ଓ୍ବାଙ୍ଗ୍‌ ଚାଙ୍ଗ୍‌ କି(୮୦)ଙ୍କୁ ଭାରତ ଫେରିବା ଲାଗି ଭିଜା ମିଳିଛି। ୧୯୭୪ରେ ସେ ମଧ୍ୟପ୍ରଦେଶରେ ବିବାହ କରି ୨୦୧୭ରେ ଚାଇନା…

7 years ago

ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କ:ଆମେରିକା କଟକଣା ପ୍ରଭାବହୀନ

ଭ୍ଲାଡିଭୋଷ୍ଟକ୍‌,୬-୯ (ପି.ଟି.):ଭାରତ-ରୁଷିଆ ସମ୍ପର୍କରେ ଆମେରିକା କଟକଣା ପ୍ରତିବନ୍ଧକ ହୋଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପ୍ରତିରକ୍ଷା ଓ ଶକ୍ତି କ୍ଷେତ୍ରରେ ଦୁଇଦେଶ ମଧ୍ୟରେ ବଢ଼ୁଥିବା…

7 years ago

ଏନ୍‌ଆର୍‌ସି ସଂଯୋଜକଙ୍କ ନାଁରେ ମାମଲା

ଗୁଆହାଟୀ,୬-୯(ପି.ଟି.):ଆସାମରେ ଏନ୍‌ଆର୍‌ସି(ଜାତୀୟ ନାଗରିକ ପଞ୍ଜିକା) କାର୍ଯ୍ୟରେ ନିୟୋଜିତ ସଂଯୋଜକ ପ୍ରତୀକ ହାଜେଲାଙ୍କ ବିରୋଧରେ ଦୁଇଟି ମାମଲା ରୁଜୁ କରାଯାଇଛି। ଚୂଡ଼ାନ୍ତ ତାଲିକା ପ୍ରସ୍ତୁତିରେ ସେ ଜାଲିଆତି କରିଥିବା…

7 years ago

ଟ୍ରକ୍‌ ଡ୍ରାଇଭରଙ୍କୁ ବି ହେଲ୍‌ମେଟ୍‌ ଜରିମାନା

ଖୋର୍ଦ୍ଧା ଅଫିସ,୬।୯: ବିନା ହେଲ୍‌ମେଟ୍‌ରେ ଟ୍ରକ୍‌ ଚଳାଉଥିବାରୁ ଖୋର୍ଦ୍ଧାରେ ଜଣେ ଡ୍ରାଇଭରଙ୍କ ଉପରେ ଜରିମାନା ହୋଇଛି। ଡ୍ରାଇଭର ଜଣକ ପଶ୍ଚିମବଙ୍ଗରୁ ଟ୍ରକ୍‌ରେ ଟମାଟୋ ଧରି ଆସିଥିଲେ। ୯…

7 years ago

୭ରେ ଚନ୍ଦ୍ରକୁ ଛୁଇଁବ ଚନ୍ଦ୍ରୟାନ-୨: ୧୧ ବର୍ଷ ତଳର କାମ ସମ୍ପୂର୍ଣ୍ଣ କରିବ

ନୂଆଦିଲ୍ଲୀ,୬-୯(ପି.ଟି.): ୨୦୦୮-୦୯ରେ ଚନ୍ଦ୍ରକୁ ପଠାଯାଇଥିବା ଚନ୍ଦ୍ରୟାନ-୧ର ଅଧୁରା କାର୍ଯ୍ୟକୁ ୧୧ ବର୍ଷ ପରେ ପୂରା କରିବା ଲାଗି ଚନ୍ଦ୍ରୟାନ-୨ର ଅଭିଯାନ ଜାରି ରହିଛି। ଚନ୍ଦ୍ରରେ ଲୋକଙ୍କ ଉପସ୍ଥିତି…

7 years ago

ମୋଟର ଯାନ ଆଇନ ଉଲ୍ଲଂଘନ : ଜରିମାନା ଆଦାୟରେ ଆଗରେ ଓଡ଼ିଶା

ଭୁବନେଶ୍ୱର,୬।୯ (ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ…

7 years ago