Home Left

ଆତଙ୍କବାଦୀଙ୍କ ଟାର୍ଗେଟରେ ଶ୍ରୀମନ୍ଦିର: ମୁକୁଳା ପଡ଼ିିଛି ସମୁଦ୍ର ତଟ

ପୁରୀ ଅଫିସ, ୪ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥସ୍ଥଳ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି…

7 years ago

ଶିଶୁ ଓ ମହିଳାଙ୍କ ସୁରକ୍ଷାକୁ ନେଇ ଜାତୀୟ କର୍ମଶାଳା: ‘ପରୀ ପାଇଁ କଥାଟିଏ’ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି

ଭୁବନେଶ୍ୱର, ୪ା୮(ବ୍ୟୁରୋ): ‘ପରୀ ପାଇଁ କଥାଟିଏ’ କାର୍ଯ୍ୟକ୍ରମ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି। ନାବାଳିକାଙ୍କୁ ଉଦ୍ଧାର କରାଯାଇ ଠିକଣା ସ୍ଥାନରେ ପହଁଞ୍ଚାଇ ପାରିଛି ପୋଲିସ। ଏହି…

7 years ago

‘କ୍ୱାଥା’ରେ ଅଭିନୟ କରିବେ ଇସାବେଲ୍‌

ମୁମ୍ବାଇ: ଅଭିନେତ୍ରୀ କାଟ୍ରିନା କୈଫଙ୍କ ଭଉଣୀ ଇସାବେଲ୍‌ ‘କ୍ୱାଥା’ ଫିଲ୍ମରେ ଅଭିନୟ ଜୀବନ ଆରମ୍ଭ କରିବେ। ତାଙ୍କ ସହ ଅଭିନୟ କରିବେ ସଲମାନ୍‌ ଖାନ୍‌ଙ୍କ ଭିଣୋଇ ଆୟୁଷ…

7 years ago

ଗାନ୍ଧୀ ମାର୍ଗରେ ହୋଇ ନ ପାରେ ରାଜ୍ୟସ୍ତରୀୟ ପରେଡ୍‌: ୩ ସ୍ଥାନ ବୁଲି ଦେଖିଲେ ଡିଜିପି, ସିପି

ଭୁବନେଶ୍ୱର, ୪ା୮(ବ୍ୟୁରୋ): ରାଜ୍ୟରେ ୭୨ତମ ସ୍ବାଧୀନତା ଦିବସ ପାଳନ ପାଇଁ ଚାଲିଛି ପ୍ରସ୍ତୁତି। ସବୁଥର ପରି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ।…

7 years ago

‘ପିଓକେ’ରେ ସେନାର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ, ୪ା୮(ପି.ଟି.): ଭାରୀତୀୟ ସେନା ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ର ପାଖାପାଖି ୩୦ କିମି ଭିତରେ ପ୍ରବେଶ କରି ଆତଙ୍କବାଦୀଙ୍କ ଆଡ୍ଡାକୁ ଧ୍ୱଂସ କରିଛି। ସେନାର ଏହି କାର୍ଯ୍ୟାନୁଷ୍ଠାନରେ…

7 years ago

ଦଳିତ ମହିଳାଙ୍କୁ ପୋଲିସ ଏସ୍‌ଆଇଙ୍କ ଅସଦାଚରଣ

ଭୁବନେଶ୍ୱର, ୪ା୮(ବ୍ୟୁରୋ): ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ଦେଖାଇବା ପାଇଁ ପୋଲିସ ଡିଜିଙ୍କଠାରୁ ଆରମ୍ଭ କରି ସିପି ପର୍ଯ୍ୟନ୍ତ ପୋଲିସ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେତେଜଣ ପୋଲିସ…

7 years ago

ସେନ୍‌ଗରଙ୍କୁ ଜେଲ୍‌ରେ ସିବିଆଇ ଜେରା

ଲକ୍ଷ୍ନୌ, ୪ା୮(ପି.ଟି.): ଉନ୍ନାଓ ପୀଡ଼ିତାଙ୍କ ଅବସ୍ଥା ଏବେ ସଙ୍କଟାପନ୍ନ ରହିଛି। ସେ ନିମୋନିଆରେ ଆକ୍ରାନ୍ତ ହୋଇଥିବାବେଳେ ଡ଼ାକ୍ତରୀ ଚିକିତ୍ସା ଜାରି ରହିଛି। ଜ୍ୱର ସହ ବ୍ଲଡ ସୁଗାର…

7 years ago

ଡଙ୍ଗାବୁଡ଼ି ୧୩ ମୃତ

ମାନିଲା, ୪ା୮(ପି.ଟି.): କେନ୍ଦ୍ରୀୟ ଫିଲିପାଇନ୍ସ ନିକଟ ସମୁଦ୍ରରେ ଶନିବାର ୨ଟି ଡଙ୍ଗା ବୁଡ଼ିଯିବାରୁ ୧୩ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ କେତେକ ନିଖୋଜ ଥିବା ଜଣାପଡ଼ିଛି। ୩୧ ଜଣ…

7 years ago

କାଦୁଆ ଆଶ୍ରମ ଏବେ ଜରାଜୀର୍ଣ୍ଣ

ପୁରୀ ଅଫିସ/ସାକ୍ଷୀଗୋପାଳ, ୪ା୮ (ଡି.ଏନ.ଏ.): ସାକ୍ଷୀଗୋପାଳ ନିକଟ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ କାଦୁଆ ଗଁ।। ଏହି ଗଁ।ରେ ୧୯୨୫ ମସିହାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ…

7 years ago

କୁଳଭୂଷଣଙ୍କୁ କୂଟନୈତିକ ସହଯୋଗ ମାମଲା: ସର୍ତ୍ତକୁ ନେଇ ବଢୁଛି ଅଡ଼ୁଆ

ଇସ୍‌ଲାମାବାଦ,୪ା୮(ପି.ଟି.): ପାକିସ୍ତାନ ସେନା ଅଦାଲତରେ ମୃତ୍ୟୁ ଦଣ୍ଡାଦେଶ ପାଇ ବନ୍ଦିଥିବା ଭାରତର ପୂର୍ବତନ ସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ କୂଟନୈତିକ ସହାୟତା ଯୋଗାଇ ଦେବା ଲାଗି ଅନ୍ତର୍ଜାତୀୟ…

7 years ago