କଟକ ଅଫିସ, ୨୯।୮: ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏହାର ସଫଳ ରୂପାୟନ ଲାଗି ଓଡ଼ିିଶା ପୋଲିସ ପକ୍ଷରୁ…
ଭୁବନେଶ୍ୱର,୨୯।୮(ବ୍ୟୁରୋ): ଜଣକ ପରେ ଜଣେ ଓଡ଼ିଆ ପ୍ରତିଭା ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରି ରାଜ୍ୟ ପାଇଁ ଗୌରବ ଆଣୁଛନ୍ତି। ବିଶ୍ୱ ଯୁବ ସମ୍ମିଳନୀରୁ ଆରମ୍ଭକରି…
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଚଳିତବର୍ଷ ସର୍ବାଧିକ ପଦକ ଜିତି ସ୍ବତନ୍ତ୍ର ସ୍ଥାନ ଅଧିକାର କରିିଛି ଭାରତ। ରୁଷିଆର କାଜାନ୍ ସହରରେ ଅନୁଷ୍ଠିତ ୪୫ତମ ବିଶ୍ୱ…
ନୂଆଦିଲ୍ଲୀ,୨୯-୮: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ଚାକିରି ଲାଗି ଏକ ଜାଲ୍ ବିଜ୍ଞାପନ ପ୍ରକାଶ ପାଇବା ନେଇ ହଇଚଇ ସୃଷ୍ଟି ହୋଇଛି। କମ୍ପାନୀରେ ମୋଟ ୧୨୦…
ନୂଆଦିଲ୍ଲୀ, ୨୯-୮: ଆସନ୍ତା ମାସରୁ ରେଳ ମନ୍ତ୍ରଣାଳୟ ଭଡାରେ ରିହାତି ଯୋଜନା ଆରମ୍ଭ କରିବ। ଏହା ଦ୍ୱାରା ଏସି ଚେୟାରକାର ଏବଂ ଏକଜିକ୍ୟୁଟିଭ ଟିକେଟ ଶସ୍ତା ହେବ…
ନୂଆଦିଲ୍ଲୀ,୨୯-୮: ଦେଶରେ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ(ଏଫ୍ଡିଆଇ) ବୃଦ୍ଧି ପାଇଁ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ବୁଧବାର ଏଫ୍ଡିଆଇ ନୀତିକୁ କୋହଳ କରିଛନ୍ତି। ସିଙ୍ଗଲ…
ନୂଆଦିଲ୍ଲୀ,୨୯-୮: ବୁଧବାର ସୁନା ଓ ରୁପା ଦର ଊର୍ଦ୍ଧ୍ୱମୁଖୀ ହୋଇଛି। ସୁନା ଦର ପ୍ରତି ୧୦ ଗ୍ରାମ ୪୦ହଜାର ଟଙ୍କା ନିକଟତର ହୋଇଥିବା ବେଳେ ରୁପା ଦର…
ଜଗତ୍ସିଂହପୁର ଅଫିସ,୨୯ା୮: ଜଗତ୍ସିଂହପୁର ଜିଲା ପରିଷଦର ୫ମ ସାଧାରଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଙ୍ଗନୱାଡି କେନ୍ଦ୍ର ଗୃହ…
ଟାଙ୍ଗୀ(ଖୋର୍ଦ୍ଧା),୨୯ା୮(ଡି.ଏନ.ଏ.): ଟାଙ୍ଗୀ ଅବକାରୀ ବିଭାଗ ଅଧିକାରୀ ଓ କର୍ମକର୍ତ୍ତା ବୁଧବାର କୁହୁଡ଼ିରେ ଚଢ଼ାଉ କରି ୪କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ…
ରଣପୁର,୨୯।୮(ସ୍ବ.ପ୍ର.): ରଣପୁର ବ୍ଲକ କଙ୍କିଆ ସାଅଁ।ତରାପୁର ଗଁ।ରେ ହେଟାବାଘ ଆତଙ୍କ ଦେଖାଦେଇଛି । ମଙ୍ଗଳବାର ରାତିରେ ହେଟାବାଘ ଆକ୍ରମଣରେ ୧୯ ଛେଳି ମରିଯାଇଥିବାବେଳେ ୪ ଛେଳିକୁ ନେଇ…