ଭୁବନେଶ୍ୱର,୨୦।୮(ବ୍ୟୁରୋ): ରଜାତୀୟ ଖାଦ୍ୟ ନିରାପତ୍ତା ଯୋଜନା ଏବଂ ରାଜ୍ୟ ଖାଦ୍ୟ ନିରାପତ୍ତା ସ୍କିମ୍ ହିତାଧିକାରୀମାନେ ଏଣିକି ରାଜ୍ୟର ଯେକୌଣସି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ର(ପିଡିଏସ୍)ରୁ ଚାଉଳ, ଗହମ…
ଖଇରା, ୨୦।୮(ଡି.ଏନ.ଏ.)-ବାଲେଶ୍ୱର ଭଦ୍ରକ କେନ୍ଦୁଝର ଓ ମୟୂରଭଞ୍ଜ ୪ ଜିଲାକୁ ସଂଯୋଗ କରୁଥିବା ବର୍ତ୍ତନା-ଆଗରପଡା ପୂର୍ତ୍ତ ବିଭାଗ ରାସ୍ତା ଏବେ ବେପରୁଆ ଢଙ୍ଗରେ ଚାଲୁଥିବାରୁ ଯାତ୍ରୀଙ୍କ ମଧ୍ୟରେ…
ଜଳେଶ୍ୱର, ୨୦।୮-ବାଲେଶ୍ୱର ଜିଲା ଜଳେଶ୍ୱର ଜିକେଭଟ୍ଟର ହସ୍ପିଟାଲରେ ଗତ ୧୫ତାରିଖଠାରୁ ଅଦ୍ୟାବଧି ସ୍ବାସ୍ଥ୍ୟସେବା ବନ୍ଦ ପ୍ରତିବାଦରେ ସୋମବାର ପୂର୍ବାହ୍ନ ୧୦ଟାରୁ ଶତାଧିକ ଜନସାଧାରଣ ଜଳେଶ୍ୱର ତହସିଲ କାର୍ଯ୍ୟାଳୟକୁ…
ବ୍ୟସ୍ତବହୁଳ ଜୀବନରେ କ୍ଲାନ୍ତି ଆସିବା ସ୍ବାଭାବିକ କଥା। ଏହା ସହିତ ବିଭିନ୍ନ ଚିନ୍ତାରେ ଯୋଗୁ କେତେକଙ୍କୁ ରାତିରେ ନିଦ ଆସେନାହିଁ। ନିଦ ଶରୀର ପାଇଁ ଅତି ଜରୁରୀ।…
ଭଞ୍ଜନଗର,୨୦।୮(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ । ଜିଲାପାଳଙ୍କ ନିକଟକୁ ମୋଟ ୨୮୬…
ବ୍ରହ୍ମପୁର ଅଫିସ,୨୦ା୮-ସହରତଳି ଅଞ୍ଚଳକୁ ଅଭିଯୁକ୍ତମାନେ ଏବେ ତାଙ୍କର ଆଡ୍ଡାସ୍ଥଳୀଭାବେ ବାଛିଛନ୍ତି। ବିଭିନ୍ନ ଗ୍ରାମାଞ୍ଚଳରେ ଚୋରି, ଲୁଟ ଭଳି ଘଟଣା ଘଟାଉଛନ୍ତି। ପୋଲିସକୁ ଏ ଦିଗରେ କେତେକ ମାତ୍ରାରେ…
ନୂଆଦିଲ୍ଲୀ,୨୦-୮: ଭାରତୀୟ ରେଲଓ୍ବେ ପକ୍ଷରୁ ଦ୍ୱିତୀୟ ଡବଲ ଡେକର ଟ୍ରେନ ଉଦୟ ଏକ୍ସପ୍ରେସ ପୂର୍ବତଟ ରେଳପଥ ବିଶାଖାପଟ୍ଟନମ ଓ ବିଜୟଓ୍ବାଡା ମଧ୍ୟରେ ଚାଲିବ ବୋଲି ରେଲଓ୍ବେର ବରିଷ୍ଠ…
କର୍ଲାମୁଣ୍ଡା,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକସ୍ଥିତ ଆମତ୍ାଗୃହଠାରେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ସୋମବାର ବ୍ଲକସ୍ତରୀୟ (ଫଲ ଆର୍ମି ୱାର୍ମ) ଚିହ୍ନଟ କ୍ଷତିର ଲକ୍ଷଣ ଓ ପରିଚାଳନା…
ଲାଠୋର, ୨୦ା୮(ଡି.ଏନ୍.ଏ.): ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ନିଅଁାସି ଗରିବ୍ ଦୁଖିକୁ ପକାଘର ଯୁଗେଇ ଦେଉଛନ୍। ହେଲେ ସର୍ଭେରେ ଭୁଲଭଟକା, ତଦାରଖ ଅଭାବୁ ଅନେକ ହକ୍ଦାର…
ଭୋଜନ ପ୍ରସ୍ତୁତ ନିମନ୍ତେ ଦୀର୍ଘ ସମୟ ପର୍ଯ୍ୟନ୍ତ କୋଇଲାର ବ୍ୟବହାର ଯୋଗୁ ହୃଦ୍ରୋଗ ସମ୍ବନ୍ଧୀୟ ସମସ୍ୟାରେ ମୃତ୍ୟୁ ଆଶଙ୍କା ବଢ଼ିଥାଏ। ଏକ ନୂତନ ଗବେଷଣାରୁ ଏହା ଜଣାପଡ଼ିଛି।…