ସୁନ୍ଦରଗଡ଼,୨୪।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବଡଗାଁ ବନାଞ୍ଚଳ ଅନ୍ତର୍ଗତ ବିରତଲା ଗାଁ ନିକଟରେ ଥିବା ଏକ ପରିତ୍ୟକ୍ତ କୂଅ ଭିତରେ ଗୁରୁବାର ଏକ ହାତୀ ପଡିଯାଇଥିବାର ଦେଖିବାକୁ ମିଳିଛି।…
ଜୟପୁର,୨୪।୧୦: ରାଜସ୍ଥାନର ବିକାନେରରେ ମେଦବହୁଳ ଓ ବଡ଼ ପେଟ ଥିବା ପୋଲିସ ବାବୁମାନେ ଏବେ ଆଶଙ୍କା ମଧ୍ୟରେ ରହିଛନ୍ତି। ଏସ୍ପି ପ୍ରଦୀପ ମୋହନ ଶର୍ମା ପୋଲିସ ବିଭାଗରେ…
ନାଗପୁର,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ଭୋଟ ଗଣତି ଦ୍ରୁତ ଗତିରେ ଚାଲିଛି। ତେବେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ବର୍ତ୍ତମାନ ସୁଦ୍ଧା ଖୁବ୍ କମ୍…
ବାରିପଦା ଅଫିସ,୨୪।୧୦: ମୟୁରଭଞ୍ଜ ଜିଲା ସ୍ଥିତ ପ୍ରସ୍ତାବିତ ଜାତୀୟ ଉଦ୍ୟାନ ତଥା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ଶିମିଳିପାଳ ଟାଇଗର ରିଜର୍ଭ…
ଭଦ୍ରକ ଅଫିସ,୨୪।୧୦: ରାଜ୍ୟରେ ଲାଗାଣ ବର୍ଷI ଯୋଗୁ ଗୁରୁବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ରକୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଛାତ୍ରୀଛାତ୍ରଙ୍କ ସୁରକ୍ଷା…
ବ୍ରହ୍ମପୁର ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିଯୋଗୁ ବେହାଲ ହୋଇପଡ଼ିଛି ବ୍ରହ୍ମପୁର। ସହରର…
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ବଙ୍ଗେପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ଟ୍ରେନ୍ ସେବା ବ୍ୟାହତ ହୋଇଛି। ଆଜି ଯିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି…
ଲକ୍ଷ୍ନୌ,୨୪ା୧୦(ପି.ଟି.): ହିନ୍ଦୁବାଦୀ ନେତା କମଳେଶ ତିଓ୍ବାରୀଙ୍କୁ ହତ୍ୟାକାରୀ ୧୫ ଥର ଛୁରି ଭୁସିବା ସହ ମୁହଁକୁ ଗୁଳି କରିଥିଲେ। ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଏହା ଜଣାପଡିଛି। ତିଓ୍ବାରୀଙ୍କ…
ରୋହତକ,୨୪।୧୦: ହିରିୟାଣାର ୯୦ ବିଧାନସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ କରାଯାଇଥିବା ବେଳେ ଗୁରୁବାର ଏହାର ଗଣତି ଆରମ୍ଭ ହୋଇଯାଇଛି। ଏଥିରେ ଅଧିକାଂଶ ସ୍ଥାନରେ ଭାଜପା…
ନୂଆଦିଲ୍ଲୀ,୨୪ା୧୦(ପି.ଟି.): ଦିଲ୍ଲୀର ଅନଧିକୃତ କଲୋନିଗୁଡ଼ିକରେ ରହୁଥିବା ୪୦ ଲକ୍ଷ ଲୋକଙ୍କୁ ମାଲିକାନା ଅଧିକାର ମିଳିବ। ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ମନ୍ତ୍ରୀ…