Home Left

୫ ବର୍ଷରେ ଉପସାଗରୀୟ ଅଞ୍ଚଳରେ : ଗଲାଣି ୩୪ ହଜାର ଭାରତୀୟଙ୍କ ଜୀବନ

ହାଇଦ୍ରାବାଦ,୨୩ା୧୧: ଉପସାଗରୀୟ ରାଷ୍ଟ୍ର କୁଏଟ୍‌, ସୌଦି ଆରବ, ବାହାରିନ୍‌, କାତାର, ଓମାନ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଦିନକୁ ହାରାହାରି ୧୫ ଭାରତୀୟ ପ୍ରାଣ ହରାଉଛନ୍ତି।…

7 years ago

ସାଲିଆ ସାହି ବସ୍ତି ଉଚ୍ଛେଦ ବନ୍ଦ ଦାବିରେ ବିକ୍ଷୋଭ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ସାଲିଆସାହି ବସ୍ତି ଉଚ୍ଛେଦ ସମ୍ପୂୂର୍ଣ୍ଣ ବନ୍ଦ କରାଯିବା ସହ ସମସ୍ତ ପରିବାରକୁ ୨୦ଫୁଟ୍‌ରେ ୩୦ ଫୁଟ୍‌ ଜମି ଯୋଗାଇବା ଦାବିରେ ଶୁକ୍ରବାର ଲୋୟର ପିଏମ୍‌ଜିରେ…

7 years ago

ଚାଇନା ପ୍ରକଳ୍ପକୁ ନେଇ ପାକିସ୍ତାନକୁ ସତର୍କ କରାଇଲା ଆମେରିକା

ଓ୍ବାଶିଂଟନ,୨୩ା୧୧: ଚାଇନା ଭିତ୍ତିଭୂମି ପ୍ରକଳ୍ପ ସହ ପାକିସ୍ତାନ ଯଦି ଦୀର୍ଘଦିନ ଜଡିତ ରହେ ତେବେ ଏହା ଆର୍ଥିକ କ୍ଷତିର ସମ୍ମୁଖୀନ ହେବ ବୋଲି ଆମେରିକା ଚେତାଇ ଦେଇଛି।…

7 years ago

ବାତ୍ୟା ଆଶ୍ରୟସ୍ଥଳ ମରାମତିକୁ ନେଇ ବିଧାନସଭାରେ ଉଦ୍‌ବେଗ: ମରାମତି ପାଇଁ ଅଡିଟ୍‌ ହେଉଛି: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ଉପକୂଳବର୍ତ୍ତୀ ଜିଲାଗୁଡିକରେ ନିର୍ମାଣ ହୋଇଥିବା ବାତ୍ୟା ଆଶ୍ରୟସ୍ଥଳ ଜରାଜୀର୍ଣ୍ଣ ଅବସ୍ଥାକୁ ଚାଲି ଗଲାଣି। ସେଥିରୁ କେତେକ ବିପଦସଙ୍କୁଳ ଅବସ୍ଥାରେ ରହିଛି। ମରାମତି ଅଭାବରୁ ଆଶ୍ରୟସ୍ଥଳଗୁଡିକ…

7 years ago

ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ: ମିଳିଲା ୨୬ ଲକ୍ଷର ଅଚଳ ନୋଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂଙ୍କର ତିନୋଟି ସହରର ୯ଟି ସ୍ଥାନରେ ଥିବା ଘର ଉପରେ ସିବିଆଇ ଚଢ଼ାଉ କରି ନଗଦ ୧୧.୪୭ ଲକ୍ଷ…

7 years ago

ଆଧାର ଆଇନରେ ସଂଶୋଧନ ବିରୋଧରେ ପିଟିଶନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଆଧାର ଆଇନରେ ସଂଶୋଧନର ବୈଧତାକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପରିଚୟ ପ୍ରମାଣ ଲାଗି ଜନସାଧାରଣ ସ୍ବେଚ୍ଛାକୃତ ଭାବେ ଯୋଗାଇଦେଉଥିବା ଆଧାର…

7 years ago

ଶିଶୁ କନ୍ୟାକୁ ବିକି ଫୋନ କିଣିଲେ ବାପା

ଚେନ୍ନାଇ, ୨୩ା୧୧(ପି.ଟି.): ତାମିଲନାଡ଼ୁରେ ନିଜ ନବଜାତ ଶିଶୁକନ୍ୟାକୁ ଦଲାଲ୍‌ଙ୍କ ସହଯୋଗରେ ଜଣେ ବ୍ୟକ୍ତି ବିକ୍ରିକରି ସେହି ଟଙ୍କାରେ ଫୋନ୍‌ କିଣିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଘଟଣାର…

7 years ago

ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

ଭୁବନେଶ୍ୱର (ବ୍ୟୁରୋ)/ପାତ୍ରପଡା, ୨୩ା୧୧(ଡି.ଏନ.ଏ): ଅନିଲ ଜେନା ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି ନେଇ ବାହାଦଳପୁର ଅଞ୍ଚଳର ଶତାଧିକ ଲୋକେ ଶୁକ୍ରବାର ରାତିରେ ଖଣ୍ଡଗିରି ଥାନା ଅଧୀନ…

7 years ago

ମୁମ୍ବାଇ, ଠାଣେରେ ଶିବସେନା ମେୟର

ମୁମ୍ବାଇ, ୨୩ା୧୧(ପି.ଟି.): ମହାରାଷ୍ଟ୍ର ରାଜନୀତି କଡ଼ ଲେଉଟାଇବାରେ ଲାଗିଛି। ଶିବସେନା, ଏନ୍‌ସି ଓ କଂଗ୍ରେସ ଏକାଠି ହେବାକୁ ଉଦ୍ୟମ ଜାରି ରଖିଥିବାବେଳେ ଭାଜପାକୁ ଝଟକା ଲାଗିଛି। ମେୟର…

7 years ago

୬ ଦୋକାନରୁ ସିରିଜ ଚୋରି

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ୬ଟି ଦୋକାନରେ ଚୋରି ହୋଇଛି। ଚକେଇଶିଆଣୀ ଅଞ୍ଚଳରେ ୩ଟି ଦୋକାନ ଏବଂ ଇଡ୍‌କୋ ମାର୍କେଟରେ ଥିବା…

7 years ago