Home Left

ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା

ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ ୩୭…

7 years ago

ବରିଷ୍ଠ ନାଗରିକମାନେ ସମାଜର ପଥ ପ୍ରଦର୍ଶକ

ଟିଟିଲାଗଡ଼,୧୦।୮ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ଦୀର୍ଘବର୍ଷ ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ପଦ ହାସଲ କରିଛି। ବିଧାୟିକା ଟୁକୁନୀ ସାହୁ ମହିଳା…

7 years ago

ହାତୀ ଉପଦ୍ରବ, ବ୍ୟାପକ ଧାନ ଫସଲ ନଷ୍ଟ

ଅମରପାଲି, ୧୦।୮ (ଡି.ଏନ.ଏ.) : ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମରେ କିଛିଦିନ ତଳେ ହାତୀପଲ ଧାନ ପହ୍ଲା ନଷ୍ଟ କରିଥିଲେ। ଶୁକ୍ରବାର ରାତିରେ…

7 years ago

ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ ଘଟଣା : ୯ଦିନ ପରେ ଗ୍ରାମରେ ପହଞ୍ଚତ୍ଲା ମୃତଦେହ

ଖଲିକୋଟ,୧୦ା୮(ଡି.ଏନ.ଏ.): ଖଲିକୋଟ ବ୍ଲକ ପଥରା ବଜାରସାହିର ଯୁବକ ବସନ୍ତ କୁମାର ସାଧବ (୪୧) ଦୁବାଇ ଆବୁଧାବି ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ ଦାଦନ ଶ୍ରମିକ ଭାବେ କାମ…

7 years ago

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ପୋଲ ଦବିଲା

ଖଜୁରୀପଡ଼ା,୧୦ା୮(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରେ ବହୁ କ୍ଷୟକ୍ଷତି ହୋଇଛି। ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିଥିବାବେଳେ କେତେକ ସ୍ଥାନରେ…

7 years ago

ଏଏଆଇ ଉପରୁ ସସ୍‌ପେଣ୍ଡ ଆଦେଶ ଉଠି ପାରିବ

ନୂଆଦିଲ୍ଲୀ,୧୦ା୮ (ପି.ଟି.):  ଭାରତୀୟ ତୀରନ୍ଦାଜୀ ଆସୋସିଏଶନ (ଏଏଆଇ) ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର ହୋଇପାରିବ। ଏଥିପାଇଁ ବିଶ୍ୱ ତୀରନ୍ଦାଜୀ ମହାସଂଘ (ଡବ୍ଲ୍ୟୁଏଏଫ୍‌) ତରଫରୁ ଏକ ସର୍ତ୍ତାରୋପ କରାଯାଇଛି।…

7 years ago

କ୍ୟାଲସିୟମ ପାଇଁ ଖାଆନ୍ତୁ ଏହି ୧୦ ପ୍ରକାର ଖାଦ୍ୟ

ସୁସ୍ଥ ଅସ୍ଥି ପାଇଁ ଶରୀରକୁ ଆବଶ୍ୟକ କ୍ୟାଲସିୟମ ଆମେ ୧୦ଟି ଖାଦ୍ୟରୁ ସହଜରେ ପାଇଥାଉ। * କ୍ୟାଲସିୟମର ମୁଖ୍ୟ ଉସତ୍ତ୍ ଭାବେ କ୍ଷୀରକୁ ନିଆଯାଏ। ଏହା ହଜମ…

7 years ago

ଗଛ କ’ଣ ଭାବୁଛି ତାହା ଜାଣିହେବ

ଅସମ୍ଭବକୁ ସମ୍ଭବ କରିଛି ମୁଲ୍ଲେରଙ୍କ ସ୍ମାର୍ଟକୁଣ୍ଡ । ଗଛର ମନକଥା ଜଣାଉଥିବା ଏହି କୁଣ୍ଡ ବର୍ଷର ଶେଷ ଆଡକୁ ବଜାରକୁ ଆସିବ। ଗଛ ଭାବନା ବ୍ୟକ୍ତ କରିବ!…

7 years ago

ଲୋକସଂଖ୍ୟା ବଢାଇବାର ଲୋଭନୀୟ ଅଫର : ମାଗଣାରେ ପାଇବେ ଘର ଓ ମାସକୁ ୪୦ହଜାର ଟଙ୍କା

ଏଥେନ୍ସ: ଗ୍ରୀସର ଦ୍ୱୀପ ଏନ୍ତିକେଥେରାରେ ଲୋକସଂଖ୍ୟ। ବୃଦ୍ଧି କରିବା ପାଇଁ ସେଠାକାର ସରକାର ଏକ ଅଫର ଦେଇଛନ୍ତି। ସେହି ଦ୍ୱୀପରେ ରହିଲେ ମାଗଣାରେ ଘର ଓ ଜମି…

7 years ago

ବୋତଲ ଦେଲେ ମିଳୁଛି ବସ୍‌ ଟିକେଟ

ଜାକର୍ତ୍ତା: ଲୋକେ ପ୍ଲାଷ୍ଟିକ ବୋତଲ ହେଉ ବି ଡିସ୍‌ପୋଜାଲ କପ୍‌ ଦେଇ ବସ ଟିକେଟ ନେଉଛନ୍ତି ଇଣ୍ଡୋନେସିଆରେ। ଦେଶରେ କେମିତି ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ କମ୍‌ ହୋଇପାରିବ ସେଥିପାଇଁ ଇଣ୍ଡୋନେସିଆ…

7 years ago