ପୁରୀ ଅଫିସ, ୬ା୮: ଦୀର୍ଘବର୍ଷ ଧରି ଅନୁଚ୍ଛେଦ ୩୭୦କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଛି ଅନୁଚ୍ଛେଦ ୩୭୦।…
ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟରେ କୃଷକଙ୍କୁ କୃଷି କାର୍ଯ୍ୟ ନିମନ୍ତେ ଜ୍ଞାନକୌଶଳ ଓ ବଜାର ସୁବିଧା ଯୋଗାଇଦେବା ପାଇଁ ‘ଭାରତ ରୁରାଲ ଲାଇଭ୍ଲିହୁଡ୍ ଫାଉଣ୍ଡେଶନ’ ଓ ‘ପ୍ରଦାନ’ ସହଯୋଗରେ…
ଭୁବନେଶ୍ୱର, ୬।୮(ବ୍ୟୁରୋ): ଆସନ୍ତା ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଲାଗି ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ…
ନୂଆଦିଲ୍ଲୀ,୬ା୮ (ଆଇଏଏନ୍ଏସ୍)- ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ କଂଗ୍ରେସ ବିରୋଧ କରୁଥିବାବେଳେ ଦଳର ବରିଷ୍ଠ ନେତା ଜନାର୍ଦ୍ଦନ ଦ୍ୱିବେଦୀ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ସେ…
ପୁରୀ ଅଫିସ, ୬।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ଯେଉଁ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଥିଲା, ଏବେ ସେଥିରୁ ଦୂରେଇଯାଉଛି ବୋଲି କହିଛନ୍ତି ଜଗଦ୍ଗୁରୁ…
ଜମ୍ମୁ ,୬ା୮(ପି.ଟି.): କେନ୍ଦ୍ର ସରକାର ସମ୍ବିଧାନର ୩୭୦ ଧାରା ଉଚ୍ଛେଦ କରିବା ପରେ ଜମ୍ମୁରେ ଉତ୍ସବରେ ମାହୋଲ ଦେଖିବାକୁ ମିଳିଛି। ରବିବାର ରାତିରୁ ୧୪୪ ଧାରା ଲାଗୁ…
ନୂଆଦିଲ୍ଲୀ ,୬ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଭାରତ ସରକାର ସମ୍ବିଧାନର ୩୭୦ ଓ ୩୫ଏ ଧାରା ଉଚ୍ଛେଦ କରିବା ପରେ ଏହାକୁ ନେଇ ପାକିସ୍ତାନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ…
ଭୁବନେଶ୍ୱର୬।୮(ବ୍ୟୁରୋ): କେନ୍ଦ୍ର ସରକାର ଖୁବ୍ଶୀଘ୍ର ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍)କୁ ଉଚ୍ଛେଦ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର ଏନେଇ ହାଇକୋର୍ଟଙ୍କ ସହ ପୂର୍ବରୁ ବିଚାରବିମର୍ଶ କରିସାରିଥିଲେ। ଏଥିସହିତ ବିତ୍ତୀୟ…
ନୂଆଦିଲ୍ଲୀ ,୬ା୮(ପି.ଟି.): ୧୯୯୦ରୁ ଉପତ୍ୟକାରୁ ସ୍ଥାନାନ୍ତର ହୋଇଥିବା କଶ୍ମୀରୀ ପଣ୍ଡିତମାନେ ୩୭୦ ଧାରା ଉଚ୍ଛେଦକୁ ପ୍ରଶଂସା କରିଛନ୍ତି। ଏବେ ସମ୍ମାନର ସହ ମାତୃଭୂମିକୁ ଫେରିବାର ବାଟ ଫିଟିଛି…
ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲାଭରମ୍ ପ୍ରସଙ୍ଗରେ ରାଜ୍ୟର ସ୍ବାର୍ଥ ରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରାଯିବ। ଏ ନେଇ ଓଡ଼ିଶା ବିଧାନସଭା ପକ୍ଷରୁ ଏକ ୧୬…