Home Left

ଖଇର ହିଂସା ଘଟଣା, ମୁଖ୍ୟ ଅଭିଯୁକ୍ତ ଅମିତ ଗିରଫ

ପାତ୍ରପୁର,୩୦।୫(ଡି.ଏନ୍‌.ଏ.)- ଜରଡା ଥାନା ଖଇର ଗ୍ରାମରେ ଗତ ୧୪ ତାରିଖ ରାତିରେ ହିଂସା ଘଟିଥିଲା। ଗ୍ରାମରେ ଯାତ୍ରାକୁ ନେଇ ଉଭୟ ଗୋଷ୍ଠୀ ମଧ୍ୟରେ ବୁଝାମଣା ପାଇଁ ବୈଠକ…

7 years ago

ମୁଖ୍ୟ ମନ୍ତ୍ରୀଙ୍କୁ ଭେଟିଲେ ଆଇଟିସି ଅଧ୍ୟକ୍ଷ

ଭୁବନେଶ୍ୱର,୩୦-୫: ଆଇଟିସି ଅଧ୍ୟକ୍ଷ ତଥା ନିର୍ଦ୍ଦେଶକ ସଞ୍ଜୀବ ପୁରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶପଥ ଗ୍ରହଣ ଉତ୍ସବ ପରେ ସାକ୍ଷାତ କରିଛନ୍ତି। ବାତ୍ୟା ପ୍ରଭାବିତଙ୍କ ଲାଗି ଆଇଟିସି…

7 years ago

ଜୁଆଆଡ୍ଡା ଉପରେ ଚଢାଉ, ୯ ଗିରଫ

ଜଗନ୍ନାଥପ୍ରସାଦ,୩୦।୫(ଡି.ଏନ.ଏ.)- ଜଗନ୍ନାଥପ୍ରସାଦ ପୋଲିସ ବୁଧବାର ବିଳମ୍ବିତ ରାତିରେ ଏକ ଜୁଆଆଡ୍ଡା ଉପରେ ଚଢାଉ କରିଥିବା ସୂଚନା ମିଳିଛି। ରାଉତି-ଭାବସର ଗ୍ରାମ ମଧ୍ୟରେ ଥିବା ଏକ ଆମ୍ବ ତୋଟାରେ…

7 years ago

ଡ୍ରେନ୍‌ ନାହିଁ, ବର୍ଷା ହେଲେ ଘରେ ପଶୁଛି ପାଣି

ରାଇକିଆ,୩୦।୫(ଡ଼ି.ଏନ.ଏ)- ରାଇକଆ ଷ୍ଟେଟ୍‌ ବ୍ୟାଙ୍କ ରୋଡ଼ରୁ ପଡ଼ିଶିଲା ଯିବା ରାସ୍ତାରେ ସାମାନ୍ୟ ବର୍ଷା ହେଲେ ପାଣି ଜମୁଛି ା ତ୍ରୁଟିପୂର୍ଣ୍ଣ ରାସ୍ତା ନିର୍ମାଣ ଯୋଗୁ ଏଭଳି ସମସ୍ୟା…

7 years ago

ଅଂଶୁଘାତରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବଇଣ୍ଡା,୩୦।୫(ଡି.ଏନ.ଏ.)-ହଣ୍ଡପା ଥାନା ନାକିଚି ଗ୍ରାମର ସୁରୁଚି ରଣା(୫୮) ଜଣେ ମହିଳାଙ୍କ ବୁଧବାର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡ଼ିଛି, ସୁରୁଚି ଅପରାହ୍ନରେ ତାଙ୍କ ଘର…

7 years ago

ଜିଆର୍‌ଏସ୍‌ଙ୍କୁ ଆକ୍ରମଣ ଘଟଣା: ଦମ୍ପତି ଗିରଫ

ବାସୁଦେବପୁର, ୩୦।୫ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଅରଣ୍ଡୁଆ ପଞ୍ଚାୟତ କିଆପଡ଼ା ଗ୍ରାମର ଜିଆର୍‌ଏସ୍‌ ଲମ୍ବୋଦର ଦାସଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ଆକ୍ରମଣକାରୀ…

7 years ago

ସାକ୍ଷୀଗୋପାଳ ମନ୍ଦିରରେ ଭିତର ଚନ୍ଦନ ନୀତି: କଦମ୍ବ ବୃକ୍ଷ ଡାଳରେ ଦର୍ଶନ ଦେଲେ ଠାକୁର

ସାକ୍ଷୀଗୋପାଳ, ୩୦।୫(ଡି.ଏନ୍‌.ଏ.)-ସାକ୍ଷୀଗୋପାଳ ମନ୍ଦିରରେ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ନୀତି ଚାଲିଛି। ତନ୍ମଧ୍ୟରେ ଠାକୁରଙ୍କର ଆକର୍ଷଣୀୟ ଜଳକ୍ରୀଡା ବେଶ ଏକାଦଶୀ ଗୁରୁବାର ଅନୁଷ୍ଠିତ ହୋଇଥିଲା। ଏହି…

7 years ago

ଯେଉଁଠି ବିବାହରେ ବର ଘରକୁ ଆସନ୍ତି କନ୍ୟାଯାତ୍ରୀ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପାଳିତ ହୋଇଥାଏ। ସାଧାରଣତଃ ବିବାହରେ କନ୍ୟାଘରକୁ ବରଯାତ୍ରୀ ଆସିଥାନ୍ତି। ତେବେ ଛତିଶଗଡ଼, ଝାଡ଼ଖଣ୍ଡ, ଓଡ଼ିଶା, ମଧ୍ୟପ୍ରଦେଶ ଆଦି କେତେକ…

7 years ago

ମୋଦି ସରକାରରେ ସାମିଲ ହେବନି ଜେଡିୟୁ

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ସରକାରରେ ସାମିଲ ହେବନି ଜେଡିୟୁ। ଜେଡିୟୁ ସୁପ୍ରିମୋ ନୀତିଶ କୁମାର ଏହା ଘୋଷଣା କରିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ମୋଦି…

7 years ago

କପିଲ ଶର୍ମାଙ୍କ ଶୋ’ରେ ଦୌଡ଼ରାଣୀ ଦୂତୀ

ନିକଟ ଅତୀତରେ ସମଲିଙ୍ଗୀ ସମ୍ପର୍କକୁ ସ୍ବୀକାର କରିଥିବା ଓଡ଼ିଆ ଝିଅ ତଥା ଦୌଡ଼ରାଣୀ ଦୂତୀ ଚାନ୍ଦ ସୋନୀ ଟିଭିରେ ପ୍ରସାରିତ ଲୋକପ୍ରିୟ କମେଡ଼ି ଧାରାବାହିକ ‘ଦି କପିଲ…

7 years ago