ଭୁବନେଶ୍ୱର, ୩୦ା୫(ବ୍ୟୁରୋ): ଗତ କିଛିଦିନ ହେବ ଗରମରେ ଛଟପଟ ହେଉଥିବା ପଶ୍ଚିମ ଓଡ଼ିଶାବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଏଠାରେ ଲଗାତର ଭାବେ ତାପମାତ୍ରା ୪୨ରୁ ୪୫ଡିଗ୍ରୀ ମଧ୍ୟରେ ରହୁଥିଲା।…
ଇଟାନଗର, ୩୦ା୫(ପି.ଟି.): ଅରୁଣାଚଳ ପ୍ରଦେଶର ଦଶମ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ଭାଜପା ନେତା ପେମା ଖଣ୍ଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଦୋର୍ଜି ଖଣ୍ଡୁ କନ୍ଭେନଶନ ସେଣ୍ଟରରେ…
(ରାମକୃଷ୍ଣ ସାହୁ) କନିଷି,୩୦ା୫(ଡି.ଏନ.ଏ.)- ବର୍ତ୍ତମାନ ସମୟରେ ମାଟିପାତ୍ରର ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ ହେବାକୁ ବସିଲାଣି। ଏହାର ସ୍ଥାନ ନେଇଛି ଷ୍ଟିଲ ଓ ପ୍ଲାଷ୍ଟିକ ବାସନକୁଶନ। ଏଭଳି ପ୍ରତିକୂଳ…
ଆସିକା,୩୦ା୫(ଡି.ଏନ୍.ଏ.): ପିସିସିର ଅନ୍ୟତମ ସମ୍ପାଦକ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତଥର କଂଗ୍ରେସ ପ୍ରାର୍ଥୀ ହୋଇଥିବା ମନୋଜ କୁମାର ଜେନାଙ୍କୁ ଗତ୨୨ ତାରିଖ ରାତିରେ ଗୁଳିମାଡ…
ନୂଆଦିଲ୍ଲୀ,୩୦ା୫(ଆଇଏଏନ୍ଏସ୍): ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମୋଦିଙ୍କ କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ଗ୍ରହଣ କରିବାକୁ ଯାଉଥିବାବେଳେ ଦଳର ସାଙ୍ଗଠନିକ ଦାୟିତ୍ୱ ବରିଷ୍ଠ ଭାଜପା ନେତା ଜେ.…
ବ୍ରହ୍ମପୁର ଅଫିସ,୩୦ା୫-ବିଜେଡିର ବରିଷ୍ଠ ନେତା ତଥା ଅତୀତର ମୋହନା ଓ ବର୍ତ୍ତମାନର ଦିଗପହଣ୍ଡି ସେଗ୍ମେଣ୍ଟରୁ ଲଗାତର ଭାବେ ସାତ ଥର ବିଧାୟକ ଏବଂ ବିଜୁ ପଟ୍ଟନାୟକ ଓ…
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍ଙ୍କ ଉପସ୍ଥିତିରେ…
ହାଟଡିହୀ, ୩୦।୫(ସ୍ବ.ପ୍ର.)-ହାଟଡିହୀ ବ୍ଲକର ବହୁ ଗାଁରେ କାରିଗର ମାନେ ନିଜର ବାପଗୋସାପ କରିଆସୁଥିବା କୌଳିକ ବୃତ୍ତିକୁ ପେଷାକରି ଚଳିଆସୁଥିଲେ। ପୂର୍ବରୁ ହାତ ତିଆରି ଜିନିଷର ଆଦର ଥିଲା।…
ଖଣ୍ଡପଡ଼ା,୩୦ା୫(ସ୍ବ.ପ୍ର.): ଭୁବନେଶ୍ୱରସ୍ଥିତ କିମ୍ସରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କ ଗତ କିଛିଦିନ ତଳେ ହୋଇଥିବା ମୃତ୍ୟୁକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ। ସେ ହେଉଛନ୍ତି ଖଣ୍ଡପଡ଼ା ବ୍ଲକ…
ନୂଆଗାଁ,୩୦।୫ (ଡି.ଏନ୍.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତସ୍ଥ ସିଙ୍ଗପୁର ଗ୍ରାମରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ଲୀଳା ଘଟିଛି। ଏହା ଏକ ଆଦିବାସୀ ଅଧ୍ୟୁଷିତ…