ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଆଜି ୩୧ତମ ଜନ୍ମଦିବସ। ଏହି ଦିନକୁ ଖାସ୍ କରିବା ପାଇଁ ସ୍ତ୍ରୀ ଅନୁଷ୍କା ସହ ଭୂଟାନରେ ପହଞ୍ଚିଛନ୍ତି କୋହଲି।…
କାଳିଆପାଣି,୫ା୧୧(ଡି.ଏନ୍.ଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡାରେ ଶିଶୁ ମୃତ୍ୟୁ ଘଟଣା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅଖିଦୃଶିଆ ବିକାଶ ହୋଇପାରି ନାହଁି। ଏହାର ବିକାଶ…
ଗ୍ରୀସ୍,୫ା୧୧-ଗ୍ରୀସ୍ରେ ଏକ ରେଫ୍ରିଜରେଟେଡ୍ ଟ୍ରକ୍ରୁ ସୋମବାର ୪୧ ଜଣ ଦାଦନ ଶ୍ରମିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ପୋଲିସ ଉକ୍ତ ଟ୍ରକ୍ର ଡ୍ରାଇଭରଙ୍କୁ ଗିରଫ କରିଛି। ଦାଦନ ଶ୍ରମିକମାନେ…
ନୂଆଦିଲ୍ଲୀ,୫ା୧୧(ପି.ଟି.): କର୍ନାଟକର ୧୭ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିଲାବେଳେ ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପାଙ୍କ ଅଡିଓ କ୍ଲିପ୍କୁ ରେକର୍ଡ ଭାବେ ଗ୍ରହଣ କରିବା…
ମୁମ୍ବାଇ, ୫ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଢ଼ିବା ଲାଗି ଶିବସେନାକୁ ସମର୍ଥନ ଦେବାକୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ମନା କରିଦେଇଛନ୍ତି। ରାଜ୍ୟରେ ସରକାର ଗଠନ ନେଇ…
ଶ୍ରୀନଗର,୫ା୧୧(ପି.ଟି.): ଚାଇନା ସମର୍ଥତ୍ତ ଆଞ୍ଚଳିକ ବିସ୍ତୃତ ଅର୍ଥନୈତିକ ଭାଗୀଦାରିତା (ଆର୍ସିଇପି) ବାଣିଜ୍ୟ ଚୁକ୍ତିନାମାରେ ସାମିଲ ନ ହେବାକୁ ଭାରତ ନିଷ୍ପତ୍ତି ନେଇଛି। ଚୁକ୍ତିନାମାର କେତେକ ସର୍ତ୍ତକୁ ନେଇ…
କୋରେଇ,୫ା୧୧(ସ୍ବ.ପ୍ର.): ପାଣିକୋଇଲି ପୋଲିସ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ସୋମବାର ଜଣଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ପୂର୍ଣ୍ଣ ମଲିକ। ପ୍ରକାଶ ଯେ, ଗତ ଗୁରୁବାର ଥାନା…
ରସୁଲପୁର,୫ା୧୧(ଡିଏନଏ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଜଟିଳ ହେବାରେ ଲଗିଛି। ଦିନକୁ ଦିନ ଘଟଣା…
ନିଜର ସୌକ ପୂରଣ କରିବାକୁ ଯାଇ ଅଷ୍ଟ୍ରେଲିଆର ଜେସିକା ବେଲେ ଓ ଅମୋଲିୟା ଲାସେଟର ଖର୍ଚ୍ଚ କରିଛନ୍ତି ଲକ୍ଷାଧିକ ଟଙ୍କା। ଏମାନେ ଜଳପରି ଭାବେ ନିଜକୁ ସଜାଇବା…
କଞ୍ଚାଲଙ୍କାରେ ରହିଛି ପ୍ରଚୁର ପରିମାଣରେ ଭିଟାମିନ୍ ଏ ଓ ସି। ଯାହା ଆମର ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଆଜିକାଲି ଅଧିକାଂଶ ଲୋକେ ଲାଲ ଲଙ୍କାକୁ ଖାଦ୍ୟରେ…