ଭୁବନେଶ୍ୱର,୧।୮(ବ୍ୟୁରୋ): ଜୟଦେବ ବିହାର ଭିଲ୍ଲା ଛକ ନିକଟ ଡ୍ରେନ୍ରେ ଗତ ଗୁରୁବାର ଭାସିଯାଇ ସାଲିଆସାହି ଆଦିବାସୀ ଗାଁର ଟି. ଆକାମ୍ମାଙ୍କ ମୃତ୍ୟୁ ଘଟିଥିଲା। ବୁଧବାର ଉକ୍ତ ଡ୍ରେନରେ…
ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି…
ପୁରୁଣା ଭୁବନେଶ୍ୱର,୧।୮(ଡି.ଏନ.ଏ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମାଲିକାନାରେ ନୂଆଗଁ। ମୌଜାରେ ଥିବା ୨.୦୭୦ ଏକର ଜମିରେ ବେଆଇନ ନିର୍ମାଣ କାର୍ଯ୍ୟ ଚାଲୁଥିଲା। କିଛି ବ୍ୟକ୍ତି ସେଠାରେ ମାର୍କେଟ କମ୍ପ୍ଲେକ୍ସ…
ମୁମ୍ବାଇ: ହିନ୍ଦୀ, ତାମିଲ, ବେଙ୍ଗଲୀ ଆଦି ଫିଲ୍ମରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ମନ ମୋହିବାରେ ସଫଳ ହୋଇଥିବା ପୂର୍ବତନ ମିସ୍ ୟୁନିଭର୍ସ ସୁସ୍ମିତା ସେନ୍ ଆସନ୍ତା…
ନୂଆଦିଲ୍ଲୀ,୧ା୮ :୨୦୧୬ରୁ ବର୍ଷାଜନିତ ବିପର୍ଯ୍ୟୟ ବର୍ଷକୁ ୨ ହଜାର ଭାରତୀୟଙ୍କ ଜୀବନ ନେଉଛି। ମୃତକମାନଙ୍କ ମଧ୍ୟରୁ ୫୧% ହେଉଛନ୍ତି ବିହାର, କେରଳ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଓ ହିମାଚଳ…
ଚେନ୍ନାଇ,୧ା୮: ଚେନ୍ନାଇରେ ରହୁଥିବା ୭ ବର୍ଷର ପିଲା ପାଟିରୁ ଡାକ୍ତରମାନେ ୫୨୬ଟି ଦାନ୍ତକୁ ହଟାଇଦେଇଛନ୍ତି। ରବୀନ୍ଦ୍ରନାଥ ନାମକ ଏହି ପିଲାର ଡାହାଣ ଗାଲ ଫୁଲିବା ପରେ ଦାନ୍ତ…
ଜାତିସଂଘ,୧ା୮(ପି.ଟି. ): ଆତଙ୍କବାଦୀ ଓ ମାଓବାଦୀ କାର୍ଯ୍ୟକଳାପ ପାଇଁ ପିଲାମାନଙ୍କୁ ବ୍ୟବହାର କରାଯାଉଥିବାରୁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍ ଚିନ୍ତାବ୍ୟକ୍ତ କରିଛନ୍ତି। ଜମ୍ମୁ-କଶ୍ମୀରରେ ହିଜ୍ବୁଲ ମୁଜାହିଦ୍ଦିନ ଓ…
ଓ୍ବାଶିଂଟନ,୧।୮: ଅଲକାଏଦାର ମୁଖ୍ୟ ତଥା ବହୁ ଚର୍ଚ୍ଚିତ ଆତଙ୍କବାଦୀ ଓସାମା ବିନ୍ ଲାଦେନଙ୍କ ପୁଅ ହମଜା ବିନ୍ ଲାଦେନଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ଆମେରିକା ଗଣମାଧ୍ୟମ।…
ନୂଆଦିଲ୍ଲୀ,୧ା୮(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତାଙ୍କ ଗାଡ଼ି ଦୁର୍ଘଟଣାକୁ ନେଇ ସିବିଆଇ ଭାଜପା ବିଧାୟକ କୁଲ୍ଦୀପ ସିଂ ସେନ୍ଗାର ଓ ଜଣେ ମନ୍ତ୍ରୀଙ୍କ ସମ୍ପର୍କୀୟ ସମେତ ୧୦ ଜଣଙ୍କ…
ଭୁବନେଶ୍ୱର,୧।୮(ବ୍ୟୁରୋ): ଜନସାଧାରଣଙ୍କୁ ଏବେ ସ୍ବାସ୍ଥ୍ୟଜନିତ ସମସ୍ୟା ଜଣାଇବାକୁ ଏଣେତେଣେ ବୁଲିବାକୁ ପଡିବନି। ଏଣିକି ସୋସିଆଲ ମିଡିଆରେ ସ୍ବାସ୍ଥ୍ୟ ସମ୍ପର୍କିତ ଅଭିଯୋଗ ହୋଇପାରିବ। ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତର କରିବା…