ଯାଜପୁର ଟାଉନ,୩।୮(ଡିଏନଏ): ଯାଜପୁରସହର ବିରଜା ହାଟ ନିକଟରେ ଥିବା ଗହଣା ଦୋକାନରୁ ଶୁକ୍ରବାର ଲୁଟ୍ ହୋଇଯାଇଛି। ପୂର୍ବାହ୍ନ ୯ଟାରେ ପଣ୍ଡା ଜୁଏଲର୍ସ ମାଲିକ ରମାକାନ୍ତ ପଣ୍ଡା ଦୋକାନ…
ଏରସମା,୩ା୮(ସ୍ବ.ପ୍ର.): ଏରସମା ବ୍ଲକ ଜିରାଇଲୋ ପଞ୍ଚାୟତର ବହୁ ଗରିବ ପରିବାର ସରକାରୀ ଯୋଜନାରେ ଘର ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ହିତାଧିକାରୀ ଚୟନ କରିବା ପାଇଁ ଦାୟିତ୍ୱ ନେଇଥିବା…
ବାଲିଆ,୩।୮: ବିରିଡ଼ି ବ୍ଲକ ବାରେଡିଆ ପଞ୍ଚାୟତ ୪ ନଂ. ଓ୍ବାର୍ଡ ଗୋପାଳ ସାହି ବାସିନ୍ଦା ଏବେ ମଧ୍ୟ ସରକାରୀ ଯୋଜନାରୁ ବଞ୍ଚିତ ହୋଇ ରହିଛନ୍ତି। ସାହିର ନିରଞ୍ଜନ…
ନୂଆପଡା ଅଫିସ,୩ା୮ ଜଣେ ସୁରକ୍ଷିତ ଶିଶୁ ହିଁ ଦେଶର ଉଜ୍ୱଳ ଭବିଷ୍ୟତ । ଶିଶୁଙ୍କୁ ଉପଯୁକ୍ତ ସୁରକ୍ଷା ଦେବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆମକୁ…
ବାଲିକୁଦା,୩ା୮(ସ୍ବ.ପ୍ର.): ଚାପରେ ଶିକ୍ଷା ବିଭାଗ। ମାତ୍ର ଦେଢ ମାସରେ ବଦଳିଗଲା ବିଦ୍ୟାଳୟ ମିଶ୍ରଣ ନିୟମ। ତାହା ପୁଣି ନିର୍ଦ୍ଦିଷ୍ଟ ଏକ ବିଦ୍ୟାଳୟ ପାଇଁ। ସୂଚନା ଅନୁଯାୟୀ, ବାଲିକୁଦା…
ଦଶପଲ୍ଲା,୩ା୮(ଡି.ଏନ.ଏ.): ଦଶପଲ୍ଲା ଥାନା ସମ୍ମୁଖରେ ଖବରଦାତା କ୍ରିୟାନୁଷ୍ଠାନ କମିଟି ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଶୁକ୍ରବାର ଆରମ୍ଭ ହୋଇଛି। ଜୁନ୍ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ସେମାନେ ନିଜର…
ବୋଲଗଡ଼,୩ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଜୁନିୟର ମହାବିଦ୍ୟାଳୟରେ ନାମ ଲେଖାଇଥିବା ଚଳିତବର୍ଷର ୧ମ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଶୁକ୍ରବାର ଏକ ସ୍ବାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି…
ନୟାଗଡ଼ ଅଫିସ,୩ା୮: ନୟାଗଡ଼ ବ୍ଲକ ଇଟାମାଟିର ଏକ ସାର ବିକ୍ରୟ କେନ୍ଦ୍ରରୁ ଜଣେ ଚାଷୀ ଶୁକ୍ରବାର ୟୁରିଆ ବସ୍ତା ପିଛା ୩୬୦ ଟଙ୍କାରେ କିଣିଥିଲେ। ଚାଷୀ ଜଣକ…
ରଣପୁର,୩।୮(ସ୍ବ.ପ୍ର.): ବନ୍ୟଜନ୍ତୁ ଶିକାର ପାଇଁ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜର ପଥରଗଣ୍ଡ ପ୍ରକଳ୍ପ ନିରାପଦ ସ୍ଥାନ ପାଲଟିଛି । ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା…
ଦାରିଙ୍ଗବାଡ଼ି,୨।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତ ଅଞ୍ଚଳକୁ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଶ୍ରାନିକେତା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ।…