ନୂଆଦିଲ୍ଲୀ,୨୯-୭: କେନ୍ଦ୍ର ସରକାର ଚଳିତ ଆର୍ଥିକ ବର୍ଷରେ ଆର୍ଥିକ ଦୃଷ୍ଟିରୁ ଶକ୍ତିଶାଳୀ ୩ରୁ୪ ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ(ଆର୍ଆର୍ବି)କୁ ଷ୍ଟକ୍ମାର୍କେଟରେ ତାଲିକାଭୁକ୍ତ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ପ୍ରାପ୍ତ ସୂତ୍ର…
ନୂଆଦିଲ୍ଲୀ,୨୯ା୭(ଆଇଏଏନ୍ଏସ୍): ଅଣ୍ଡରଓ୍ବାଲର୍ଡ ଡନ୍ ତଥା ମୁମ୍ବାଇ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଦାଉଦ୍ ଇବ୍ରାହିମ୍ଙ୍କ ବିଭିନ୍ନ ଦେଶରେ ଥିବା ସମ୍ପତ୍ତି ଜବତ ହୋଇଥିବାବେଳେ ତାଙ୍କର ଡି-କମ୍ପାନୀ ପାକିସ୍ତାନ ଷ୍ଟକ୍ ଏକ୍ସଚେଞ୍ଜ୍…
ରାଏ ବରେଲି/ଉନ୍ନାଓ,୨୯ା୭(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତା ଓ ତାଙ୍କ ପରିବାର ସଦସ୍ୟଙ୍କ ସମେତ ଜଣେ ଆଇନଜୀବୀ କାର୍ରେ ଯାଉଥିବାବେଳେ ଏକ ଦ୍ରୁତଗାମୀ ଟ୍ରକ୍ ଧକ୍କା ଦେବାରୁ ଜଣଙ୍କ…
ତେଲ୍ ଆଭିଭ୍,୨୯ା୭(ପି.ଟି.): ସେପ୍ଟେମ୍ବର ୧୭ରେ ଇସ୍ରାଏଲ୍ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଲିକୁଡ୍ ପାର୍ଟି ତେଲ୍ ଆଭିଭ୍ର…
ଭୁବନେଶ୍ୱର, ୨୯।୭(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ଦୃଷ୍ଟିହୀନ କ୍ରିକେଟ ଦଳ ଅତି ଚମତ୍କାର ପ୍ରଦର୍ଶନ ସହ ଏହାର ଜାମାଇକା ଅଭିଯାନ ଶେଷ କରିଛି। ରବିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦…
ତାଳଚେର,୨୯ା୭(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡ (ଏମ୍ସିଏଲ୍)ର ଭରତପୁର କୋଇଲା ଖଣିରେ ଗତ ୨୩ ତାରିଖ ରାତିରେ ଘଟିଥିବା ଦୁର୍ଘଟଣାରେ ଏଯାଏ ୩ଜଣଙ୍କ ମୃତଦେହ…
ଅନୁଗୋଳ ଅଫିସ, ୨୯।୭: ଅନୁଗୋଳ ଜିଲାରେ ଶିକ୍ଷକ ଅଭାବ ସମସ୍ୟା ଯୋଗୁ ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ବର୍ଷ ବର୍ଷ ଧରି ଶିକ୍ଷକ ନିଯୁକ୍ତି ଦିଆଯାଉ ନ…
ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬ ତାରିଖରେ…
ବ୍ରହ୍ମପୁର ଅଫିସ୍,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ ହୋଇଛି।…
କପ୍ତିପଦା,୨୯ା୭(ଡି଼.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପଯର୍ୟସ୍ତ ହୋଇପଡିଛି। ଡାକ୍ତରଙ୍କ ଅଭାବ ସାଙ୍ଗକୁ ପରିଚାଳନାଗତ ଅବ୍ୟବସ୍ଥା କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସବୁବେଳେ ଚର୍ଚ୍ଚାରେ ରଖି…