Home Left

କନିଅର ମଞ୍ଜି ଖାଇ ଆତ୍ମହତ୍ୟା

ବଡବିଲ, ୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ମାଗାଜିନ ହଟିଂରେ ଅର୍ଜୁନ ହାଇବୁରୁ ନାମକ ଜଣେ ବ୍ୟକ୍ତି କନିଅର ମଞ୍ଜି ଖାଇ ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର…

7 years ago

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା ପୋଲିସ…

7 years ago

ଜଟଣୀ ଗୋଶାଳାରେ ବ୍ୟାପକ କ୍ଷତି: ବିଦ୍ୟୁତ୍‌ ନ ଥିବାରୁ ପାଣି, ଖାଦ୍ୟର ଅଭାବ

ଜଟଣୀ,୨୨।୫(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଜଟଣୀରେ ଥିବା ଶ୍ରୀଜଗନ୍ନାଥ ପୁରୀ ଗୋଶାଳାରେ ବ୍ୟାପକ କ୍ଷତି ଘଟିଛି। ପ୍ରାୟ ଦୁଇ ଶହରୁ ଅଧିକ ଗାଈ, ବାଛୁରି ଓ ବଳଦ ଏବେ…

7 years ago

ଜିତେନ୍ଦ୍ରଙ୍କ ନଁ।ରେ ଅସଦାଚରଣ ଅଭିଯୋଗ ଆଣିଥିଲେ ସମ୍ପର୍କୀୟା: ମାମଲା ଖାରଜ କଲେ କୋର୍ଟ

ମୁମ୍ବାଇ,୨୨।୫ : ଗତବର୍ଷ ୯୦ ଦଶକର ଲୋକପ୍ରିୟ ବଲିଉଡ୍‌ ଅଭିନେତା ଜିତେନ୍ଦ୍ରଙ୍କ ନଁ।ରେ ହୋଇଥିବା ଅସଦାଚରଣ ଅଭିଯୋଗକୁ ହିମାଚଳ ପ୍ରଦେଶ ହାଇକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ,…

7 years ago

ବିଗ୍‌ ବସ୍‌ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର

ମୁମ୍ବାଇ,୨୨।୫: ଟେଲିଭିଜନର ସବୁଠାରୁ ବଡ଼ ରିୟାଲଟି ଶୋ’ ‘ବିଗ୍‌ ବସ୍‌’ରେ ବହୁ ବର୍ଷରୁ ସଲମାନ ଖାନ ହୋଷ୍ଟ କରି ଆସୁଛନ୍ତି। ସବୁ ଥର ଭଳି ସିଜନ ସରିବା…

7 years ago

ମରାମତି ପରେ ପ୍ରଥମ ଜେଏଫ-୧୭ ଯୁଦ୍ଧ ବିମାନ ପାକିସ୍ତାନକୁ ହସ୍ତାନ୍ତର କଲା ଚାଇନା

ବେଜିଂ,୨୨।୫: ଆବଶ୍ୟକ ମରାମତି ପରେ ଏକ ଇଞ୍ଜିନବିଶିଷ୍ଟ ଜେଏଫ-୧୭ ଯୁଦ୍ଧ ବିମାନକୁ ଚାଇନା ପାକିସ୍ତାନକୁ ହସ୍ତାନ୍ତର କରିଛି। ପ୍ରାୟ ଏକ ଦଶନ୍ଧି ତଳେ ଜେଏଫ-୧୭ ଯୁଦ୍ଧ ବିମାନ…

7 years ago

ଶରୀର ପାଇଁ ଉପଯୋଗୀ କଞ୍ଚା ପିଆଜ

ପିଆଜ ବିଭିନ୍ନ ବ୍ୟଞ୍ଜନର ସୁଆଦ ବଢ଼ାଇଥାଏ। ତେବେ ଗ୍ରୀଷ୍ମରେ ଏହାର ବ୍ୟବହାର ଶରୀର ପାଇଁ ଖୁବ ଭଲ। ଖାଦ୍ୟ ବିଶେଷଜ୍ଞଙ୍କ ମତରେ ଗ୍ରୀଷ୍ମରେ କଞ୍ଚା ପିଆଜ ଅଧିକ…

7 years ago

ମାଇଲଷ୍ଟୋନ ସ୍ପର୍ଶ କଲେ ଓଡ଼ିଆ ଖେଳାଳି ସୁନିତା

ଜିନଚେଓନ(କୋରିଆ),୨୨।୫- ଭାରତୀୟ ମହିଳା ହକି ଦଳର ଅନ୍ୟତମ ବ୍ୟାକଲାଇନ ଖେଳାଳି ସୁନିତା ଲାକ୍ରା ବୁଧବାର ୧୫୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବାର ସୌଭାଗ୍ୟ ଲାଭ କରିଛନ୍ତି। ଏଠାରେ ରିପବ୍ଲିକ…

7 years ago

ଗର୍ଭସ୍ଥ ଶିଶୁ ପାଇଁ ବାୟୁ ପ୍ରଦୂଷଣ ହୋଇପାରେ ବିପଜ୍ଜନକ

ବାୟୁ ପ୍ରଦୂଷଣ ପ୍ରଭାବକୁ ନେଇ ଏକ ଆଶ୍ଚଯର୍‌ୟଜନକ ତ୍ଯଯ ସାମ୍ନାକୁ ଆସିଛି। ବୈଜ୍ଞାନିକଙ୍କ ଅନୁସାରେ, ଯେଉଁ ଗର୍ଭବତୀ ମହିଳାମାନେ ୬ ରୁ ୯ ମାସ ମଧ୍ୟରେ ବାୟୁପ୍ରଦୂଷଣର…

7 years ago

ଫୁସ୍‌ଫୁସ୍‌ କ୍ୟାନସର୍‌ରୁ ରକ୍ଷାକରେ ଗାଜର

ଷ୍ଟେଟ୍‌ ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କର ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ଗବେଷଣା ଅନୁସାରେ, ଯେଉଁ ବ୍ୟକ୍ତି ବିଟା କ୍ୟାରୋଟିନ ଅଧିକ ଗ୍ରହଣ କରିଥାନ୍ତି, ସେମାନଙ୍କଠାରେ ଅନ୍ୟଲୋକଙ୍କ ତୁଳନାରେ…

7 years ago