ସିଡ୍ନୀ,୩୦।୯(ପିଟି): ଗତକିଛି ବର୍ଷ ହେଲା ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ହୋଇ ରହିଥିବା ଉଇକେଟକିପର ଆଲିସା ହେଲି ସୋମବାର କ୍ୟାରିୟରର ୧୦୦ତମ ଟି୨୦ ଅନ୍ତର୍ଜାତୀୟ…
ସଜନାଗଡ଼, ୩୦।୯(ଡି.ଏନ.ଏ.)-ଏକ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ନୀଳଗିରି ସହକାରୀ ଦୌରାଜଜ୍ ସତ୍ୟବ୍ରତ ମିଶ୍ର ସୋମବାର ଅଭିଯୁକ୍ତ ମା’ ଓ ଝିଅଙ୍କୁ ୫ବଷର୍ର୍ ସଶ୍ରମ…
ବାହାନଗା, ୩୦ା୯(ଡି.ଏନ.ଏ.)-ମଦ ବିରୋଧୀ ମହିଳାଙ୍କ ଦ୍ୱାରା ରବିବାର ସନ୍ଧ୍ୟାରେ ଖନ୍ତାପଡା ଥାନା ଘେରାଉ ଘଟଣା ପରେ ସୋମବାର ମହିଳା ସଦସ୍ୟାମାନଙ୍କ ସହିତ ପୋଲିସ୍ର ବୈଠକ ଅନୁଷ୍ଠିତ ହୋଇଥିଲା।…
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କନିଷ୍ଠଯନ୍ତ୍ରୀ(ଜେଇ) ଦୁର୍ଗା ପ୍ରସାଦ ଦଳେଇ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭୁବନେଶ୍ୱର ଭିଜିଲାନ୍ସ ହାତରେ ସୋମବାର ଧରା…
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ ୨ୟ ଦିଲୀପ କୁମାର ବିଶ୍ୱାଳଙ୍କ କୋର୍ଟରେ ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି କନ୍ତଳବାଇ ଗଁାର ବାପ,ପୁଅଙ୍କ ହତ୍ୟା ଉଦ୍ୟମର…
ବାଲେଶ୍ୱର ଅଫିସ, ୩୦।୯-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ପରିସର (ଆଇଟିଆର୍) ୩ନଂ. ଉତ୍କ୍ଷେପଣ କେନ୍ଦ୍ରରୁ ସୋମବାର ପୂର୍ବାହ୍ନ ୧୦ଟା ୩୦ ମିନିଟ୍ରେ ସୁପରସୋନିକ୍ କ୍ରୁଜ କ୍ଷେପଣାସ୍ତ୍ର…
ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମ ନିକଟ ଜଙ୍ଗଲରୁ ସୋମବାର ବନ ବିଭାଗ ଏକ ଚୋରା ଶାଳ କାଠ ବୋଝେଇ ଟ୍ରାକ୍ଟରକୁ ଜବତ କରିଛି। ଏଥିସହିତ…
ପରଜଙ୍ଗ,୩୦।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ସରାଙ୍ଗ ସୁବର୍ଣ୍ଣ ପାଟଣା ସାହିର ଲକ୍ଷ୍ମୀଧର ବେଜଙ୍କ ଘରେ ଥିବା ଗ୍ୟାସ ଟାଙ୍କିରୁ ସୋମବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଫଳରେ…
ବନ୍ତ, ୩୦।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ବେଆଇନ କାଠଗୋଲାରେ ସୋମବାର ଜିଲା ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।…
ଚମ୍ପୁଆ, ୩୦ା୯(ଡି.ଏନ.ଏ.)-ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିଲା । ସେହି ମାମଲାର ବିଚାର କରି ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ ଅଭିଯୁକ୍ତ ଦୋଳ ଗୋବିନ୍ଦ ବାରିକଙ୍କୁ ଦୋଷୀସାବ୍ୟସ୍ତ…