ନୂଆଦିଲ୍ଲୀ,୨୬।୯: ଦେଶର ଶୀର୍ଷ ମହାଧନୀଙ୍କ ନିକଟରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି)ର ୧୦ ପ୍ରତିଶତ ସମ୍ପତ୍ତି ରହିଛି ବୋଲି ଆଇଆଇଏଫ୍ଏଲ୍ ଓ୍ବେଲ୍ଥ ହୁରୁନ ଇଣ୍ଡିଆ ପକ୍ଷରୁ ଚଳିତବର୍ଷ ଲାଗି…
ବାଲିଅନ୍ତା,୨୬।୯(ଡି.ଏନ.ଏ.): ଆଉ ଦିନ କେଇଟା ପରେ ଧରାପୃଷ୍ଟକୁ ଓହ୍ଲାଇବେ ମା’ ଜଗତ୍ଜନନୀ। ଏଥିପାଇଁ ରାଜ୍ୟ ସାରା ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର କୋଣ ଅନୁକୋଣରେ ସାଜସଜ୍ଜା ପ୍ରସ୍ତୁତି ଖୁବ…
ଜଳବାୟୁ ପରିବର୍ତ୍ତନର ଭୟାବହତାକୁ ନେଇ ବିଶ୍ୱବ୍ୟାପୀ ନାନା ଆଶଙ୍କା ଲାଗିରହିଥିବାବେଳେ ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀରେ ଭାବଗର୍ଭକ ଭାଷଣ ଦେଇ ସମସ୍ତଙ୍କୁ ବିସ୍ମିତ କରିଦେଇଛନ୍ତି ଗ୍ରେଟା ଥନ୍ବର୍ଗ।…
ମୁମ୍ବାଇ,୨୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ ହେବା ଏବଂ ଜିଡିପି ଅଭିବୃଦ୍ଧି ପରିସଂଖ୍ୟାନ ହ୍ରାସ ପାଇବା ପ୍ରଭାବ ଦେଶର ଶେୟାର ବଜାରରେ…
ବାରଙ୍ଗ,୨୬।୯(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ହର୍ପିସ ଭୂତାଣୁ ସଂକ୍ରମିତ ଦ୍ୱାରା ଗତ ଏକ ମାସରେ ୪ଟି ହାତୀଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷ(ସିଜେଡ୍ଏ)ର…
ଜଗତ୍ସିଂହପୁର ଅଫିସ,୨୬ା୯: ବହୁ ଚର୍ଚ୍ଚିତ ନର୍ସ ନିହାରିକା ପାତ୍ର ହତ୍ୟା ମାମଲାର ଅଭିଯୁକ୍ତ ତଥା ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଳ ଓରଫ ରାଜାଙ୍କୁ ବିରିଡ଼ି ପୋଲିସ ୩…
ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ପହିଲାରୁ ପେଟ୍ରୋଲ ପମ୍ପରେ ତେଲ ପକାଇଲେ କ୍ରେଡିଟ୍ କାର୍ଡଧାରୀଙ୍କୁ ଆଉ କ୍ୟାଶ୍ବ୍ୟାକ ମିଳିବ ନାହିଁ। ଦେଶର ତୈଳ କମ୍ପାନୀଗୁଡ଼ିକ ଏ ନେଇ ନିଷ୍ପତ୍ତି ନେଇଛନ୍ତି।…
ନୂଆଦିଲ୍ଲୀ,୨୬ା୯(ପି.ଟି.): ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କ (ଏମ୍ଏସ୍ସିବି) ଦୁର୍ନୀତି ମାମଲାରେ ଫସିଥିବା ଏନ୍ସିପି ମୁଖ୍ୟ ଶରଦ ପାଓ୍ବାର ଦିଲ୍ଲୀରେ ମୁଣ୍ଡ ନୂଆଁଇବାର ପ୍ରଶ୍ନ ଉଠୁନାହିଁ ବୋଲି ବୁଧବାର…
ଯାଜପୁର ଟାଉନ,୨୬।୯(ଡି.ଏନ୍.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ମେଡିସିନ୍ ରିପ୍ରେଜେଣ୍ଟେଟିଭ୍(ଏମ୍ଆର୍)ଙ୍କୁ ବାରଣ କରିବାକୁ ଜିଲାପାଳ ରଞ୍ଜନ କୁମାର ଦାସ ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଏକ ପତ୍ର ମାଧ୍ୟମରେ…
ଦୁବାଇ,୨୬ା୯(ଏଏଫ୍ପି): ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ବୁଧବାର ଇଣ୍ଟରନ୍ୟାଶନାଲ ସ୍ପେସ୍ ଷ୍ଟେଶନ(ଆଇଏସ୍ଏସ୍)କୁ ଦେଶର ପ୍ରଥମ ମହାକାଶ ଯାତ୍ରୀ ହଜ୍ଜା ଅଲ୍-ମନ୍ସୁରିଙ୍କୁ ପଠାଇ ଇତିହାସ ରଚିଛି। କାଜାଖସ୍ତାନର ବୈକୋନୁରରୁ…