Home Left

୧୫ ଦାଦନ ଦଲାଲଙ୍କୁ ଗିରଫ କଲା କଳାହାଣ୍ଡି ପୋଲିସ

ଭବାନୀପାଟଣା,୨୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ୯ଟି ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ୧୫ ଦାଦନ ଦଲାଲଙ୍କୁ ଗିରଫ କରିଛି। ଜିଲାରେ ଦାଦନ ଦଲାଲ ଅଧିକ ସକ୍ରିୟ ଥିବା…

7 years ago

ସପ୍‌ନାଙ୍କୁ ନେଇ ଚିନ୍ତାରେ ଭାଜପା

ନୂଆଦିଲ୍ଲୀ,୨୦।୧୦: ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ହରିୟାଣାର ଡ୍ୟାନ୍ସର ସପ୍‌ନା ଚୌଧୁରୀଙ୍କୁ ନେଇ ଏବେ ଭାଜପା ଚିନ୍ତାରେ ପଡିଯାଇଛି। ମଙ୍ଗଳବାର ହରିୟାଣା ବିଧାନସଭାର ନିର୍ବାଚନ…

7 years ago

ଅଜବ ନେଲ୍‌ ଆର୍ଟ

ଆଜିକାଲି ନେଲ୍‌ଆର୍ଟ ଫ୍ୟାଶନ୍‌ ବେଶ୍‌ ଜୋର୍‌ ଧରିଛି। ଯୁବତୀମାନେ ନାନା ପ୍ରକାରର ନେଲ୍‌ ଆର୍ଟ କରି ଟ୍ରେଣ୍ଡି ଲୁକ୍‌ ପାଉଛନ୍ତି। ତେବେ ଏମିତି ବି କିଛି ନେଲ୍‌…

7 years ago

ବିଳମ୍ବ ହେଲା ତେଜସ୍‌ ଏକ୍ସପ୍ରେସ୍‌: ପରିଚାରିକା ଦେଲେ ଯାତ୍ରୀଙ୍କୁ ଉପହାର

ଲକ୍ଷ୍ନୌ,୨୦।୧୦: ଲକ୍ଷ୍ନୌରୁ ଦିଲ୍ଲୀ ଆସୁଥିବା ତେଜସ୍‌ ଏକ୍ସପ୍ରେସ୍‌ ବିଳମ୍ବରେ ଷ୍ଟେଶନ୍‌ରେ ପହଞ୍ଚିଛି। ଯାତ୍ରୀଙ୍କ ଅସୁବିଧା ପାଇଁ ଟ୍ରେନ୍‌ ପରିଚାରିକା ବିଳମ୍ବ ପାଇଁ ଦୁଃଖିତ ଲେଖାଥିବା ବିସ୍କୁଟ ପ୍ୟାକେଟ୍‌…

7 years ago

ଟ୍ରକ୍‌ ଚାପାରେ ଶିଶୁ ମୃତ, ପ୍ରତିବାଦରେ ରାସ୍ତାରୋକୋ

ବରଗଡ଼ ଅଫିସ,୨୦।୧୦: ବରଗଡ଼ ଗୋରୁ ମାର୍କେଟ-ବ୍ରହ୍ମବିହାର ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ୍‌(ନଂ-ଓଆର ୧୭ ଏ ୯୧୭୧) ଚାପାରେ ଜଣେ ଶିଶୁପୁତ୍ରଙ୍କ ଘଟଣାସ୍ଥଳରେ…

7 years ago

ମୃତ୍ୟୁ ଏମିତି ଆସେ : ପାଣି ହାଣ୍ଡିରେ ପଡ଼ି ଶିଶୁଙ୍କ ଜୀବନଗଲା

ଦେବଗଡ଼,୨୦।୧୦(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ସାମନ୍ତାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଣି ହାଣ୍ଡିରେ ବୁଡ଼ି ୨ ବର୍ଷ ଶିଶୁର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ରବିବାର…

7 years ago

ରୋହିତଙ୍କ ପ୍ରଥମ ଟେଷ୍ଟ ଦ୍ୱିଶତକ

ରୋହିତଙ୍କ ପ୍ରଥମ ଟେଷ୍ଟ ଦ୍ୱିଶତକ ରାଞ୍ଚି,୨୦।୧୦- ଦିନିକିଆ ଫର୍ମାଟରେ ୩ ଦ୍ୱିଶତକ କରିସାରିଥିବା ଭାରତୀୟ ଓପନର ରୋହିତ ଶର୍ମା ନିଜ କ୍ୟାରିୟରରେ ପ୍ରଥମ ଟେଷ୍ଟ ଦ୍ୱିଶତକ ହାସଲ…

7 years ago

ତେଜରାତି ଦୋକାନରେ ଅଗ୍ନିକାଣ୍ଡ ଘଟଣା: ଗୁରୁତର ବାପ, ପୁଅ ମୃତ

ଧାମନଗର(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତର ଶ୍ୟାମଚାନ୍ଦ ପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ବାପ, ପୁଅ ଗୁରୁତର ହୋଇଥିଲେ। ରବିବାର ଉଭୟ ବାପା…

7 years ago

ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ସମ୍ବଲପୁର,୨୦।୧୦(ବ୍ୟୁରୋ): ସମ୍ବଲପୁର ବୁର୍ଲା ଭୀମସାର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବିଚାରାଧୀନ କଏଦୀଙ୍କ ରବିବାର ଭୋର ସମୟରେ ମୃତ୍ୟୁ ଘଟିଛି । ସେ ହେଲେ ପ୍ରକାଶ ସୁନା…

7 years ago

ଡାହାଣୀ ଭୟରେ ପ୍ରସୂତିଙ୍କ ମୃତଦେହ ଉଠାଇଲେନି ପୁରୁଷ: ଶ୍ମଶାନକୁ ବୋହି ନେଲେ ମହିଳା

କାଙ୍କେର,୨୦।୧୦: ଅନ୍ଧବିଶ୍ୱାସ ଯୋଗୁ ଛତିଶଗଡ଼ରେ ଜଣେ ପ୍ରସୂତିଙ୍କ ମୃତ ଦେହ ଉଠାଇବାକୁ ପୁରୁଷ ଆସିଲେନି। ପ୍ରସୂତିଙ୍କ ମୃତଦେହ ଉଠାଇଲେ ଭୂତ ହଇରାଣ କରିବାର ଆଶଙ୍କାଥିବାରୁ ପୁରୁଷ ଏଭଳି…

7 years ago