ମୋହନା,୧୦ା୬( ଡି.ଏନ.ଏ.): ଗଜପତି ଜିଲା ମୋହନା ପୋଲିସ ରବିବାର ଭୋରରେ ଅଠରନଳା ନିକଟରେ ଚଢାଉ କରି ଏକ କମାଣ୍ଡର ଗାଡିରୁ ୧୪୦ କିଗ୍ରା ଗଞ୍ଜେଇ ଜବତ କରିଛି।…
ହଂକଂ,୧୦ା୬(ଏଏଫ୍ପି): ଚାଇନାର ପ୍ରତ୍ୟର୍ପଣ ଆଇନକୁ ବିରୋଧ କରି ହଂକଂରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଲକ୍ଷ ଲକ୍ଷ ଜନସାଧାରଣ ଭାଗ ନେଇ ଶୋଭାଯାତ୍ରାରେ ବାହାରିଥିବାବେଳେ ସେମାନଙ୍କୁ…
ପାରାଦୀପ,୧୦ା୬(ସ୍ବ.ପ୍ର.): ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରାମୟ କେନ୍ଦ୍ର ଖୋଲାଯାଇ ରୋଗୀଙ୍କୁ ମାଗଣା ଔଷଧ ପ୍ରଦାନ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟରେ ଏହି ସରକାରୀ ଔଷଧ ପ୍ରତି ଲୋକେ ବିଶେଷ ଆଗ୍ରହ…
ଭୋପାଳ,୧୦ା୬(ପି.ଟି./ ଆଇଏଏନ୍ଏସ୍): ଉତ୍ତରପ୍ରଦେଶର ଆଲିଗଡ଼ ଓ ହମିରପୁର ପରେ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି ଆଉ ଏକ ଲଜ୍ଜାଜନକ ଘଟଣା। ଭୋପାଳର କମଳାନଗରରେ ଜଣେ ନାବାଳିକାଙ୍କୁ ବଳାତ୍କାର…
ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ପ୍ରବଳ…
ହାଟଡିହୀ, ୧୦।୬(ଶୁଭକାନ୍ତ ନାୟକ)-କେନ୍ଦୁଝର ଓ ଭଦ୍ରକ ଜିଲାକୁ କେନାଲ ଯୋଗେ ଜଳସେଚନ ସୁବିଧା ଯୋଗାଉଥିବା ହଦଗଡ଼ ଡ୍ୟାମର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁଝର ଜିଲା…
ଭୁବନେଶ୍ୱର,୧୦।୬(ବ୍ୟୁରୋ) : କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍) ପକ୍ଷରୁ ମହିଳା ଓ କନ୍ୟା ସନ୍ତାନଙ୍କୁ ନିର୍ଯାତନା ବିରୋଧରେ ଆୟୋଜିତ ସଚେତନତା ଅଭିଯାନ ‘କନ୍ୟା କିରଣ’ର ୩ୟ…
ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା…
ଭୁବନେଶ୍ୱର,୧୦।୬(ବ୍ୟୁରୋ) : ନୟାପଲ୍ଲୀ ଥାନା ସିଆର୍ପି ଏନ୍-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଶୁକ୍ରବାର ରାତିରେ ୬ଜଣ ଦୁର୍ବୃତ୍ତ କାରରେ ଅପହରଣ ଉଦ୍ୟମ କରିଥିଲେ। ହେଲେ ବାଣୀବିହାର…
ଭବାନୀପାଟଣା,୧୦।୬(ଡି.ଏନ.ଏ.): ମୁନୁଷ୍କେ ବଁଚ୍ବାକେ ହେଲେ ଖାଏଦ୍ ପାଏନ୍, ଘର ଆର କପଡ଼ାଲତା ନିହାତି ଦରକାର। ସବୁ ଲୋକ୍ ପେଟକେ ଖାଏବାକେ ମୁଠେ, ମୁଡ଼ ରଖ୍ବାକେ ଘରଟେ ଆର…