Home Left

ପଶ୍ଚିମ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରସଙ୍ଗ: ୩ ଦିନ ସରକାରୀ କଳ ବନ୍ଦ କରିବାକୁ ନିଷ୍ପତ୍ତି

ସମ୍ବଲପୁର,୨୦-୯ (ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସମ୍ବଲପୁର ଜିଲା ଓକିଲ ସଂଘ ପକ୍ଷରୁ ଗୁରୁବାର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା।…

7 years ago

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ ୬୬୨ ବର୍ଗ କଲେଜ ସଂଘର ଆଲୋଚନା: ୭ମ ବେତନ କମିଶନ ଦରମା ଦାବି

ଭୁବନେଶ୍ୱର,୨୦-୯(ବ୍ୟୁରୋ):ସରକାରୀ କର୍ମଚାରୀଙ୍କଠାରୁ ଆରମ୍ଭକରି ବିଭିନ୍ନ ସରକାରୀ ଉଦ୍ୟୋଗ, ପୌରସଂସ୍ଥାର କର୍ମଚାରୀମାନେ ସପ୍ତମ ବେତନ କମିଶନଙ୍କ ସୁପାରିସ ହାରରେ ଦରମା ପାଉଛନ୍ତି। ମାତ୍ର ବ୍ଲକଗ୍ରାଣ୍ଟ ପାଉଥିବା ୬୬୨ ବର୍ଗ…

7 years ago

ଅନୁପ୍ରବେଶକାରୀଙ୍କୁ ସହଯୋଗ ଦେଇଛନ୍ତି ରାଜନେତା: ହଇରାଣ ହୋଇପାରନ୍ତି ମୂଳବାସିନ୍ଦା

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଭାରତରେ ରହୁଥିବା ବେଆଇନ ପ୍ରବାସୀଙ୍କୁ ଚିହ୍ନଟ କରି ବିଦା କରାଯିବ। ଏଥିଲାଗି ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି) ସାରା ଦେଶରେ ଲାଗୁ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

7 years ago

ପିଟିପିଟି ଯୁବକଙ୍କୁ ହତ୍ୟା

ଭଦ୍ରକ ଅଫିସ୍‌, ୨୦-୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଉତରାଗଡ଼ିଆ ପାଟଣାରେ ଜଣେ ଯୁବକଙ୍କୁ ଲୁହା ରଡ୍‌ରେ ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଉକ୍ତ ଗ୍ରାମର…

7 years ago

୨୦୨୦ ମାର୍ଚ୍ଚ ସୁଦ୍ଧା ସବୁ ପୌରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର, ୨୦-୯(ବ୍ୟୁରୋ):୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ୧୧୪ ପୌରାଞ୍ଚଳର ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ପାଇପ ଯୋଗେ ଯୋଗାଇ ଦିଆଯିବ। ଲୋକସେବା ଭବନରେ ଆୟୋଜିତ ଏକ…

7 years ago

ଅଯୋଗ୍ୟଙ୍କ ସଂଖ୍ୟା ୨୦ ଲକ୍ଷ ଟପିବ: ଭାଜପା

ଭୁବନେଶ୍ୱର,୨୦-୯(ବ୍ୟୁରୋ):ଶାସକ ବିଜେଡି ନିର୍ବାଚନ ଜିତିବା ଓ କ୍ଷମତା ଆପଣେଇବା ପାଇଁ କାଳିଆ ଯୋଜନା ଲାଗୁ କରିଥିଲା ା ଦଳୀୟ କର୍ମୀମାନଙ୍କୁ ହିତାଧିକାରୀ ଚିହ୍ନଟ କରି ଏହି ଯୋଜନା…

7 years ago

ସୀତାରାମନ୍‌ଙ୍କୁ ମାରୁତି ଅଧ୍ୟକ୍ଷଙ୍କ ସମର୍ଥନ

ନୂଆଦିଲ୍ଲୀ,୨୦-୯: ଓଲା ଓ ଉବର କ୍ୟାବ୍‌ ଆଧାରିତ ଟ୍ୟାକ୍ସି ସୁବିଧା ଯୋଗୁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଆସିଛି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ବୟାନକୁ ଶେଷରେ…

7 years ago

ଚିଟିକାମାଲରେ ଦମ୍ପତିଙ୍କୁ ହତ୍ୟା ଘଟଣା:ଗୁଣିଗାରେଡ଼ିରୁ ହତ୍ୟା ସ୍ପଷ୍ଟ

ବଲାଙ୍ଗୀର ଅଫିସ/ ପାଟଣାଗଡ଼,୨୦-୯ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତଥା ଲରମ୍ଭା ଥାନା ଅନ୍ତର୍ଗତ ଚିଟିକାମାଲ ଗଁାରେ ଗତ ୧୬ ତାରିଖରେ ସଂଘଠିତ ଦମ୍ପତି ହତ୍ୟା ଘଟଣା…

7 years ago

୪୦୦ ଜିଲାରେ ଆୟୋଜିତ ହେବ ଋଣମେଳା:୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ଏନ୍‌ପିଏ ଘୋଷିତ ହେବନି ଏମ୍‌ଏସ୍‌ଏମ୍‌ଇ ଋଣ

ନୂଆଦିଲ୍ଲୀ,୨୦-୯: ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂରକରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି।…

7 years ago

ପିଏଲ୍‌ଏଫ୍‌ଆଇ ଏରିଆ କମ୍ପାଣ୍ଡର ଗିରଫ

ରାଉରକେଲା ଅଫିସ,୨୦-୯:ରାଉରକେଲା ପୋଲିସ ସୀମାନ୍ତରେ ଆତଙ୍କ ଚଳାଇଥିବା ଆଉ ଜଣେ ପିଏଲ୍‌ଏଫ୍‌ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ) ଏରିଆ କମାଣ୍ଡରଙ୍କୁ ଗିରଫ କରିଛି। ତାଙ୍କ ନଁା…

7 years ago