Home Left

ନନ୍ଦନକାନନକୁ ଆସିବ ଜିରାଫ, ହଳଦିଆ ଆନାକୋଣ୍ଡା

ବାରଙ୍ଗ,୬ା୬(ଡି.ଏନ୍‌.ଏ.): ନନ୍ଦନକାନନ ପାଇଁ ଖୁସି ଖବର। ଖୁବଶୀଘ୍ର ନନ୍ଦନକାନନକୁ ଆସିବାକୁ ଯାଉଛି ହଳେ ଜିରାଫ ଓ ହଳେ ହଳଦିଆ ଆନାକୋଣ୍ଡା। ଗ୍ରୀଷ୍ମପ୍ରବାହ କମିଲେ ଏହି ଅତିଥିଙ୍କୁ ଆଣିବାର…

7 years ago

ଆଜିଠୁ ଏଫ୍‌ଆଇଏଚ୍‌ ସିରିଜ୍‌ ଫାଇନାଲ: ସ୍ବାଗତ କରୁଛି ଭୁବନେଶ୍ୱର

ଭୁବନେଶ୍ୱର,୬ା୬(ବ୍ୟୁରୋ): ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନଶିପ୍‌, ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟ ଭଳି ବିଶ୍ୱସ୍ତରୀୟ କ୍ରୀଡା ଇଭେଣ୍ଟର ଆୟୋଜନ କରି ଇତିହାସ ରଚିଥିବା ଓଡ଼ିଶା ଏବେ ଅନ୍ତର୍ଜାତୀୟ ହକି ଫେଡେରେଶନ…

7 years ago

ଶ୍ରୀଲିଙ୍ଗରାଜଙ୍କ ବିବାହ ଉତ୍ସବ: ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି

ପୁରୁଣା ଭୁବନେଶ୍ୱର,୬ା୬(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଶୀତଳଷଷ୍ଠୀ ଯାତ୍ରା ପାଇଁ ଶ୍ୱଶୁରାଳୟ କେଦାରଗୌରୀ ମନ୍ଦିର ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶ୍ରୀଲିଙ୍ଗରାଜ ଏବଂ ମା’ ପାର୍ବତୀଙ୍କ ବିବାହ ଉତ୍ସବକୁ…

7 years ago

ଗେହଲଟଙ୍କୁ ହଟାଇବା ପାଇଁ କଂଗ୍ରେସ ବିଧାୟକଙ୍କ ଦାବି

ଜୟପୁର,୬ା୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ହଟାଇ ସଚିନ୍‌ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ କଂଗ୍ରେସ ବିଧାୟକ ପୃଥ୍ବୀରାଜ ମୀନା ଦାବି କରିଛନ୍ତି। ସାଧାରଣ ନିର୍ବାଚନରେ କଂଗ୍ରେସର…

7 years ago

ମିଳୁନି ସହାୟତା, ପୁନରୁଦ୍ଧାରରେ ବାଧା: ଉଜୁଡ଼ା ବେପାର ସଜାଡ଼ି ହେଉନି

ଭୁବନେଶ୍ୱର,୬ା୬(ବ୍ୟୁରୋ): ବାତ୍ୟା ‘ଫନୀ’ ଭୁବନେଶ୍ୱରରେ ବ୍ୟାପକ କ୍ଷୟକ୍ଷତି କରିଥିଲା, ଯାହାର ଏବେସୁଦ୍ଧା ଭରଣା ହୋଇପାରିନାହିଁ। ବହୁତ କଷ୍ଟରେ କେତେଜଣ ଅଣ୍ଟା ସଳଖି ଛିଡ଼ା ହୋଇଛନ୍ତି। ହେଲେ ଭୁବନେଶ୍ୱରର…

7 years ago

ବାଂଲାଦେଶ ସୀମାରେ ମିଠା ଦିଆନିଆ

ଅଗରତାଲା/ଅଜଓ୍ବଲ,୬ା୬(ପି.ଟି.): ପବିତ୍ର ଇଦ୍‌-ଉଲ୍‌-ଫିତର ପାଳନ ଅବସରରେ ବୁଧବାର ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଏବଂ ବାଂଲାଦେଶ ସୀମା ଗାର୍ଡ (ବିଜିବି) ମଧ୍ୟରେ ମିଷ୍ଟାନ୍ନ ଆଦାନ ପ୍ରଦାନ କରାଯାଇଛି।…

7 years ago

୮୦ଭାଗ କାମ ଅଟକିଛି, ଚାଲୁନି ସିସିଟିଭି

ବାରଙ୍ଗ,୬ା୬(ଡି.ଏନ୍‌.ଏ.): ମେ ୩ରେ ଘଟିଥିବା ବାତ୍ୟା ଫନୀକୁ ଏ ମଧ୍ୟରେ ମାସେ ବିତିଯାଇଛି। କିନ୍ତୁ ଏବେ ସୁଦ୍ଧା ନନ୍ଦନକାନନର ଚିତ୍ର ପୂର୍ଣ୍ଣରୂପେ ବଦଳିନାହିଁ। ପୁନରୁଦ୍ଧାର କାର୍ଯ୍ୟ ୮୦…

7 years ago

କାଳବୈଶାଖୀ: କଟକ ଜଳାର୍ଣ୍ଣବ

କଟକ ଅଫିସ, ୬ା୬: କଟକର ବିଭିନ୍ନ ସ୍ଥାନରେ ବୁଧବାର କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ସନ୍ଧ୍ୟା ୬ଟା ୩୦ରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ…

7 years ago

ପଶ୍ଚିମବଙ୍ଗରେ ସ୍ଲୋଗାନ ଯୁଦ୍ଧ

କୋଲକାତା,୬ା୬: ଲୋକ ସଭା ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ବିବାଦ ଶେଷ ହେବାର ନାଁ ନେଉନାହିଁ। ଏବେ…

7 years ago

ବିଦ୍ୟାଳୟ ବନ୍ଦ ନିର୍ଦ୍ଦେଶକୁ ଅଭିଭାବକଙ୍କ ବିରୋଧ

ବାଲିଆ,୬।୬: ବିରିଡ଼ି ବ୍ଲକ ୨୨ ମୌଜା ବାରେଡ଼ିଆ ପଞ୍ଚାୟତର ଢିଅସାହିବିରି ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ର ସଂଖ୍ୟା କମ୍‌ ଥିବା ଦର୍ଶାଇ ବନ୍ଦ କରିବା ପାଇଁ ବିଭାଗ ପକ୍ଷରୁ…

7 years ago