ନୂଆଦିଲ୍ଲୀ,୧୫।୭: ଆତ୍ମ ଘୋଷିତ ଭଗବାନ ଆଶାରାମ ବାପୁଙ୍କ ବିରୋଧରେ ଗୁଜରାଟରେ ହୋଇଥିବା ଏକ ବଳାତ୍କାର ମାମଲାର ଜାମିନ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରି ଦେଇଛନ୍ତି। ୨…
ଲର୍ଡସ, ୧୫।୭: ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ଫାଇନାଲ ମ୍ୟାଚରେ ଇଂଲଣ୍ଡ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ନାଟକୀୟ ଢଙ୍ଗରେ ହରାଇ ପ୍ରଥମଥର ପାଇଁ…
ମୁମ୍ବାଇ: ବଲିଉଡ୍ ସେଲିବ୍ରିଟିମାନେ ତାଙ୍କ ଫିଲ୍ମକୁ ନେଇ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ରିଲେସନଶିପକୁ ନେଇ। ନିକଟରେ ସାରା ଅଲ୍ଲି ଖାଁ ଓ କାର୍ତ୍ତିକ…
ଅନୁଗୋଳ ଅଫିସ,୧୫।୭: ଅନୁଗୋଳ ଜିଲା ତାଳଚେର ସନ୍ଥପଡ଼ା ଗାଁରେ ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ ହୋଇଛି। ଏହି ହିଂସାକାଣ୍ଡ ବେଳେ କଟୁରି ଆକ୍ରମଣରେ ସନ୍ଥପଡ଼ା ଅଞ୍ଚଳର ସୁଶାନ୍ତ କୁମାର…
ନୂଆଦିଲ୍ଲୀ,୧୫।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜାତୀୟ ତଦନ୍ତ ସଂସ୍ଥା(ଏନ୍ଆଇଏ) ପକ୍ଷରୁ ଦିଲ୍ଲୀରୁ ୧୪ ଜଣଙ୍କୁ ଗିରଫ କରାଯାଇଛି। ଚେନ୍ନାଇ ଏବଂ ନାଗାପଟ୍ଟିନମ୍ଠାରେ କେତେକ ସ୍ଥାନରେ ଚଢ଼ାଉ…
ବେଙ୍ଗାଲୁରୁ,୧୫।୭: କର୍ନାଟକ ରାଜନୀତି ପୁଣି ରୋଚକ ମୋଡରେ ପହଞ୍ଚିଛି। ସୋମବାର ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥାପ୍ରସ୍ତାବ ଆଗତ କରିବା ପରେ ଜୁଲାଇ…
ବେଙ୍ଗାଲୁରୁ,୧୫।୭: କର୍ନାଟକ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି ଭାଜପା। ସୋମବାର ବାଚସ୍ପତି ରମେଶ କୁମାରଙ୍କୁ ଭେଟି ବିରୋଧୀ ଦଳ ଏହି ପ୍ରସ୍ତାବ ଆଣିଛନ୍ତି।…
ପୁରୁଷୋତ୍ତମପୁର,୧୫।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ପୁଣି ମାତିଛନ୍ତି। ଭୂତସରସିଙ୍ଗ - କୋଦଳା ମୁଖ୍ୟରାସ୍ତାର ଅରଖପୁର ଛକ ଭଙ୍ଗାଶଙ୍ଖ ନିକଟରେ ସୋମବାର ସକାଳେ କଳାମୁଖାଧାରୀ…
ଲଣ୍ଡନ,୧୫।୭- ଭାରତୀୟ ଦଳର ଚୟନକର୍ତ୍ତା, ସାଥୀ ଖେଳାଳି ଓ ପ୍ରଶଂସକମାନେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସନ୍ନ୍ୟାସ ନେବେ କି ନାହିଁ ବୋଲି ଅନୁମାନ ଚଳାଇଛନ୍ତି।…
ଇନ୍ଦୋର,୧୫।୭: ମଧ୍ୟ ପ୍ରଦେଶର ଏକ ଖାଦ୍ୟ ଉତ୍ପାଦନକାରୀ ସଂସ୍ଥା ଏବେ ଜିଓଗ୍ରାଫିକାଲ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍ ପାଇଁ ଇନ୍ଦୋରର ପ୍ରସିଦ୍ଧ ପୋହା ଓ ମାଲଓ୍ବା ଅଞ୍ଚଳର ଆଉ ୩ଟି…