ନୂଆଦିଲ୍ଲୀ,୧୭-୯(ପି.ଟି.):କଶ୍ମୀର ଉପତ୍ୟକାରେ ଯଥାଶୀଘ୍ର ସମ୍ଭବ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ସମସ୍ତ ଉଦ୍ୟମ କରାଯାଉ ବୋଲି ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର ଓ ଜମ୍ମୁ-କଶ୍ମୀର ପ୍ରଶାସନକୁ…
ପାତ୍ରପୁର,୧୭ା୯(ଡି.ଏନ୍.ଏ.)-ପାତ୍ରପୁର ବ୍ଲକର ୨୩ ପଞ୍ଚାୟତରେ ପ୍ରଶାସନର ଗୋଟିଏ ନିୟମ ଥିବାବେଳେ ଆନ୍ଧ୍ର ସୀମାକୁ ଲାଗିଥିବା କେଶରୀପଡ଼ା ପଞ୍ଚାୟତ ସଦରମହକୁମାରେ ଆକ୍ରୋଶମୂଳକ ଭାବେ ଅଲଗା ନିୟମ କରାଯାଇଥିବା ଗ୍ରାମବାସୀ…
କଟକ ଅଫିସ, ୧୭-୯:ରାଜ୍ୟରେ ମଦ୍ୟପ ଗାଡି ଚାଳକଙ୍କୁ ନିସ୍ତାର ନାହିଁ। ସେମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଆପଣାଇଛି ପୋଲିସ। ମଦ୍ୟପାନ କରି ଗାଡି ଚଳାଉଥିବା ଚାଳକଙ୍କୁ ଗିରଫ…
ଭୁବନେଶ୍ୱର,୧୭-୯(ବ୍ୟୁରୋ):ସରକାରୀ କ୍ୱାର୍ଟର୍ସଗୁଡିକୁ ତୁରନ୍ତ ଛାଡିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୋମବାର ୨୬ ଜଣ ପୂର୍ବତନ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହିତ ପାଣି ଓ…
ଭୁବନେଶ୍ୱର,୧୭-୯(ବ୍ୟୁରୋ):ଭୋକ ଉପାସରେ କେହି ରହିବେ ନାହିଁ। ଦେଶର ସମସ୍ତ ଗରିବ ଲୋକଙ୍କୁ ଦିନକୁ ଦୁଇମୁଠା ପେଟ ଭରି ଖାଇବାକୁ ମିଳିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାର ଆରମ୍ଭ…
ବର୍ତ୍ତମାନର କମ୍ପ୍ୟୁଟର ଯୁଗରେ ପିଲାଙ୍କ ପାଇଁ ଘରୁ ବାହାରି ପଡୋଶୀ ଶିଶୁଙ୍କ ସହ ଖେଳିବା ବହୁତ ଜରୁରୀ ହୋଇପଡ଼ିଛି। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଯେଉଁ ଅଭିଭାବକମାନେ…
ନୂଆଦିଲ୍ଲୀ,୧୭-୯: ଆମେରିକାର ପୁଞ୍ଜି ବଜାର ନିୟାମକ ସିକ୍ୟୁରିଟିଜ ଆଣ୍ଡ ଏକ୍ସଚେଞ୍ଜ କମିଶନ(ଏସ୍ଇସି) କଗ୍ନିଜାଣ୍ଟର ପୂର୍ବତନ ମୁଖ୍ୟ ପରିଚାଳନା ଅଧିକାରୀ(ସିଓଓ) ଶ୍ରୀଧର ତିରୁମ୍ବେଗଦମଙ୍କୁ ଜଣେ ଭାରତୀୟଙ୍କୁ ଲାଞ୍ଚ ଦେବା…
ନୂଆଦିଲ୍ଲୀ,୧୭-୯: ଭାରତୀୟ ଅର୍ଥନୀତିର ମେରୁଦଣ୍ଡ କୁହାଯାଉଥିବା ସଞ୍ଚୟ କମିବାରେ ଲାଗିଛି। ଫଳରେ ୨୦୧୮ ସୁଦ୍ଧା ୫ ବର୍ଷରେ ଲୋକଙ୍କ ଉପରେ ଋଣ ବୋଝ ୫୮% ବୃଦ୍ଧି ପାଇ…
ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି।…
କାମାକ୍ଷାନଗର, ୧୭।୯(ଡି.ଏନ୍.ଏ.) - ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ…