Home Left

ଚାଲାଣ କାଟିବାରୁ ବଞ୍ଚିବାକୁ ଯାଇ ନୂଆ ଉପାୟ ଆପଣାଇଲେ ଯୁବକ

ଗାନ୍ଧିନଗର,୧୦।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ସାଧାରଣ ଜନତାଙ୍କ ଚିନ୍ତା ବଢି ଯାଇଛି। କାରଣ ଏବେ ଗାଡିର ଦାମ୍‌ ଅପେକ୍ଷା ଅଧିକ ଚାଲାଣ…

7 years ago

ଭୁଲ୍‌ରେ ବ୍ୟାଙ୍କ ଆକାଉଣ୍ଟକୁ ଆସିଥିବା ୮୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଦେଲେ ଦମ୍ପତ୍ତି

ହରିଶବୁର୍ଗ,୧୦।୯: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଲକ୍ଷାଧିକ ଟଙ୍କା ଟ୍ରାନ୍ସଫର ହୋଇଯାଏ ତେବେ କ’ଣ କରିବେ ଭାବିଲେ। ଟଙ୍କା ନେଇ ବ୍ୟାଙ୍କକୁ ଦେଇ ଦେବେ ନା ଲୋଭରେ…

7 years ago

ଜିରିତାଳ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର

ବାହାନଗା,୧୦।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଜିରିତାଳ ଗ୍ରାମରୁ ମଙ୍ଗଳବାର ଏକ ବଜ୍ରକପ୍ତା ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ଏହାକୁ ଉଦ୍ଧାରକରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି।

7 years ago

ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ

ଭଦୋଦରା,୧୦।୯: ଗୁଜୁରାଟ ଭଦୋଦରାରେ ଥିବା ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲରେ ଥିବା ଶିଶୁ ବିଭାଗରେ ମଙ୍ଗଳବାର ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଓ୍ବାର୍ଡରେ ଥିବା…

7 years ago

କୋରାପୁଟରେ କଫି ପ୍ରକ୍ରିୟାକରଣ କେନ୍ଦ୍ରର ଉଦ୍‌ଘାଟନ ନେଇ ସମସ୍ତ ପ୍ରସ୍ତୁତି ଶେଷ

କୋରାପୁଟ,୧୦।୯(ସ୍ବ.ପ): କୋରାପୁଟ ଚନ୍ଦନ ପୋଖରୀ ନିକଟରେ ଥିବା କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର ଆସନ୍ତା ବୁଧବାର ଉଦ୍‌ଘାଟିତ ହେବାର ରହିଛି। ଏଥିନିମନ୍ତେ କୋରାପୁଟ ଆଇଟିଡିଏ ପକ୍ଷରୁ ସମସ୍ତ ପ୍ରସ୍ତୁତି…

7 years ago

ଆପତ୍ତିଜନକ ଅବସ୍ଥାରେ ପ୍ରେମୀ ଯୁଗଳଙ୍କୁ ଦେଖି ତୁରନ୍ତ ବିବାହ କରାଇଦେଲେ ଗ୍ରାମବାସୀ

ପାଟନା,୧୦।୯: ବିହାରର ସୁପୌଲ ଜିଲାରେ ଏକ ପ୍ରେମୀ ଯୁଗଳଙ୍କୁ ଆପତ୍ତିଜନକ ସ୍ଥିତିରେ ଦେଖିବା ପରେ ଗ୍ରାମବାସୀ ରାଗି ଯାଇଥିଲେ। ଆଉ ଏହାର ଫଳ ସ୍ବରୂପ ସେମାନେ ଯୋର…

7 years ago

ପୁଣି ବୀମା ଦାବିରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୧୦।୯: ବରଗଡ଼ ଜିଲାରେ ଫସଲକ୍ଷତିଜନିତ ବୀମା କ୍ଷତିପୂରଣ ପ୍ରଦାନ ଦାବି ନେଇ ଆନ୍ଦୋଳନ ପୁଣି ତେଜି ଉଠିଛି । ଚାଷୀଙ୍କ ବାରମ୍ବାର ଦାବି ସତ୍ତ୍ବେ ବୀମା…

7 years ago

କମଲନାଥ ସରକାର ଖେଳିଲେ ଏସ୍‌ଟି କାର୍ଡ: ଶିଶୁ ଜନ୍ମରେ ଜନଜାତି ପରିବାରଙ୍କୁ ମିଳିବ ୫୦ କିଗ୍ରା ଖାଦ୍ୟାନ୍ନ

ଭୋପାଳ,୧୦।୯: ମଧ୍ୟପ୍ରଦେଶରେ କମଳନାଥ ସରକାର ଝାବୁଆ ବିଧାନସଭା ଉପନିର୍ବାଚନ ପୂର୍ବରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ଏସ୍‌ଟି କାର୍ଡ ଖେଳିଛନ୍ତି। ରାଜ୍ୟର ଜନଜାତି ବହୁଳ ୬ଟି ଜିଲା…

7 years ago

ମଠଡିହ ବଜାରରୁ ଚୋରି ଘଟଣା : ଠାବ ହୋଇପାରୁନି ସାମଗ୍ରୀ

ଆରଡ଼ି,୧୦ା୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ ମଠଡିହ ବଜାରରେ ରବିବାର ରାତିରେ ଏକ ମୋବାଇଲ ଦୋକାନରୁ ଚୋରି ହୋଇଥିଲା। ଓଳଗ ଗାଁର ଜଣେ ଯୁବକ ଚୋରି…

7 years ago

କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର ମାସ…

7 years ago