ଭୁବନେଶ୍ୱର,୧୦।୯(ବ୍ୟୁରୋ): ସ୍ବାସ୍ଥ୍ୟ, ଶିକ୍ଷା ଓ ଅନ୍ୟାନ୍ୟ ସାମାଜିକ କ୍ଷେତ୍ରରେ ବିକାଶକୁ ନେଇ ରାଜ୍ୟଗୁଡିକର ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି। ଯେଉଁ ବିଷୟବସ୍ତୁକୁ ଆଧାର କରି ର଼୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଉଛି,…
ବିଶ୍ୱ ଆମତ୍ହତ୍ୟା ନିରୋଧୀ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୦ରେ ସାରା ବିଶ୍ୱରେ ୨୦୦୩ରୁ ପାଳନ କରାଯାଉଛି। ଆନ୍ତର୍ଜାତିକ ଆମତ୍ହତ୍ୟା ନିରୋଧୀ ସଂଗଠନ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ…
ବଡ଼ମ୍ବା,୯ା୯(ଡି.ଏନ.ଏ.): କଟକ ଜିଲା ବଡ଼ମ୍ବା ବ୍ଲକ ଅଧୀନ ବିଧାରପୁରଠାରେ ଥିବା ଏକ ଘରୋଇ କଲେଜ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଙ୍କ ରବିବାର ରାତିରେ ଅସ୍ବାଭାବିକ ମୃତ୍ୟୁ…
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଟ୍ରେନ୍ ଉପରକୁ ବିଭିନ୍ନ ସମୟରେ ପଥର ମାଡ଼ ହେଉଛି। ଏଥିଯୋଗୁ ଟ୍ରେନ୍ କ୍ଷତିଗ୍ରସ୍ତ ହେଉଥିବାବେଳେ ଯାତ୍ରୀ ଆହତ ହେଉଛନ୍ତି। ଗତ ଦୁଇବର୍ଷ ମଧ୍ୟରେ ପୂର୍ବତଟ ରେଳପଥରେ…
ଭୁବନେଶ୍ୱର,୧୦।୯(ବ୍ୟୁରୋ): ଧାନ ପଞ୍ଜୀକରଣ କିଭଳି ଚାଲିଛି, ଚାଷୀମାନେ ହଇରାଣ ହରକତ ହେଉଛନ୍ତି କି, ପଞ୍ଜୀକରଣ ତାଲିକାର ଅଗ୍ରଗତି, ତ୍ରୁଟି ଆଦି କାର୍ଯ୍ୟର ତଦାରଖ କରିବାକୁ ଖାଦ୍ୟ ଯୋଗାଣ…
ଭୁବନେଶ୍ୱର,୧୦।୯(ବ୍ୟୁରୋ): କେନ୍ଦ୍ରରେ ଭାଜପାର ଦ୍ୱିତୀୟ ପାଳି ସରକାରର ୧୦୦ ଦିନ ପୂରଣ ହୋଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପତ୍ର ସୂଚନା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଖବରଦାତା…
କଟକ ଅଫିସ, ୧୦।୯: କନ୍ଧମାଳ ଜିଲାର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର କଟକ ଏସ୍ସିବି ମେଡିକାଲରେ ପହଞ୍ଚତ୍ବା ପରେ ଚିକିତ୍ସା ଆରମ୍ଭ ହୋଇଯାଇଛି। ୧୪ ଜଣିଆ ଡାକ୍ତରୀ…
ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ପ୍ରମୁଖ ନଦୀରେ ବନ୍ୟାଜଳ ଫୁଲିବାରେ ଲାଗିଛି । କେତେକ ନଦୀରେ ବନ୍ୟାଜଳ ବିପଦସଙ୍କେତ ନିକଟରେ ପ୍ରବାହିତ ହେଉଥିବା ବେଳେ ଆଉ କେତେକ ସ୍ଥାନରେ…
ପୁରୀ ଅଫିସ, ୧୦।୯: ଶ୍ରୀମନ୍ଦିରରେ ସୋମବାର ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି। କଡ଼ ଲେଉଟାଇଛନ୍ତି ଶୟନ ଠାକୁର। ମଙ୍ଗଳବାର ମହାପ୍ରଭୁଙ୍କ ବାମନ ବେଶ ଏବଂ…
ଭୁବନେଶ୍ୱର, ୧୦।୯ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଏଚ୍ଇ ଶିଖ୍ ଖଲିଫା ବିନ୍ ଜାୟଦ୍ ଅଲ୍ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ୍…