ଥ୍ରିସୁର(କେରଳ),୩୦ା୬(ପି.ଟି.): ଜନପ୍ରିୟ ମାଲୟାଲମ୍ ଫିଲ୍ମ ନିର୍ମାତା ବାବୁ ନାରାୟଣନ୍ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୫୯ବର୍ଷ ହୋଇଥିଲା। ସେ କିଛିଦିନ ହେଲା କ୍ୟାନ୍ସର ପୀଡିତ ହୋଇ ହସ୍ପିଟାଲ୍ରେ…
ଚଣ୍ଡିଗଡ଼, ୩୦ା୬ (ପି.ଟି.): ହରିୟାଣା କଂଗ୍ରେସ ନେତା ବିକାଶ ଚୌଧୁରୀ ହତ୍ୟା ମାମଲାରେ ଶନିବାର ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ଗ୍ୟାଙ୍ଗଷ୍ଟର କୌଶଲ୍ଙ୍କ ସ୍ତ୍ରୀ…
ଯାଜପୁରରୋଡ,୩୦ା୬(ନି.ପ୍ର.)- ଯାଜପୁରରୋଡସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ବିଗତ ଦିନରେ ଏହି ମହାବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ଓ ପରୀକ୍ଷା ପରିଚାଳନାରେ…
କାନପୁର, ୩୦ା୬ (ପି.ଟି.) ; ଉତ୍ତରପ୍ରଦେଶର କାନପୁରଠାରେ ଜଣେ ୧୬ ବର୍ଷୀୟ ନାବାଳକଙ୍କୁ କେତେକ ଯୁବକ ଘେରିଯାଇ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ କହିଥିଲେ। ନାବାଳକ ଜଣକ…
ଠାଣେ, ୩୦ା୬ (ପି.ଟି.) : ଜଣେ ହତ୍ୟା ଅଭିଯୁକ୍ତ ତାଙ୍କ ପାଇଁ ନୂଆ ଓକିଲ ନିଯୁକ୍ତି ନେଇ କୋର୍ଟ ନିଷ୍ପତ୍ତି ଉପରେ ଅସନ୍ତୁଷ୍ଟ ହୋଇ ବିଚାରପତିଙ୍କୁ ଜୋତା…
ଓସାକା,୩୦ା୬(ପି.ଟି): ପ୍ୟାରିସ୍ ଜଳବାୟୁ ଚୁକ୍ତିନାମାକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରିବାକୁ ଶନିବାର ଜି-୨୦ ରାଷ୍ଟ୍ରଗୋଷ୍ଠୀର ୧୯ ସଦସ୍ୟ ରାଷ୍ଟ୍ର ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। କେବଳ ଆମେରିକା ଏହାକୁ ସମର୍ଥନ କରିନାହିଁ।…
ଲକ୍ଷ୍ନୌ, ୩୦ା୬ : ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରଠାରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପଦରୁ ଇସ୍ତଫା ଦେବା ଲାଗି ଅଡ଼ି ବସିଛନ୍ତି।…
ଅନୁଗୋଳ ଅଫିସ, ୩୦।୬ - ବିଳମ୍ବରେ ହେଲେ ବି ଚେତିଛନ୍ତି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷ। ଡାକ୍ତରଖାନାରେ ଲାଗିଥିବା ୮୧ଟି ଅଗ୍ନି ନିର୍ବାପକ ସିଲିଣ୍ଡରକୁ ରିଫିଲିଂ…
ଓସାକା,୩୦-୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନା ରାଷ୍ଟ୍ରପତି ସି ଜିନ୍ପିଙ୍ଗ ଶନିବାର ଦୁଇ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧକୁ ବନ୍ଦ କରିବା…
ଓ୍ବାଶିଂଟନ,୩୦ା୬(ଏଏଫ୍ପି): ଇରାନ-ଆମେରିକା ବିବାଦ ବଢ଼ିବାରେ ଲାଗିଛି। ପ୍ରଥମ ଥର ଲାଗି ଆମେରିକା କାତାରରେ ଏହାର ଏଫ୍-୨୨ ଲଢ଼ୁଆ ବିମାନ ମୁତୟନ କରିଛି। ଆମେରିକା ସ୍ବାର୍ଥର ସୁରକ୍ଷା ଲାଗି…