Home Left

ମୌସୁମୀ ବର୍ଷାରେ ବେହାଲ ନୟାଗଡ଼ ସହର: ହଇରାଣ ହେଉଛନ୍ତି ଦୁଇସାହି ବାସିନ୍ଦା

ନୟାଗଡ଼ ଅଫିସ,୨୩ା୬- ଦୁଇଦିନ ଧରି ହୋଇଥିବା ପ୍ରାକ୍‌ ମୌସୁମୀ ବର୍ଷାରେ ବେହାଲ୍‌ ହୋଇଛି ନୟାଗଡ଼ ସହର। ବିଶେଷ କରି ରତନପୁର ଓ ଲୋକନାଥ ନଗର ବାସିନ୍ଦା ଏଥିଯୋଗୁ…

7 years ago

ପ୍ରେମୀ ଯୁଗଳଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ

ଭୋପାଳ,୨୩ା୬: ଯୁବତୀ ଧନୀ ପରିବାରର ଓ ଯୁବକ ଜଣକ ଗରିବ। ଦୁହେଁ ପରସ୍ପରକୁ ଭଲପାଇ ବାହାହେବାକୁ ଚାହାନ୍ତି। ଭିଲାଲା ଜାତିର ଏହି ପ୍ରେମୀ ଯୁଗଳଙ୍କ ସମ୍ପର୍କ ସାମ୍ନାକୁ…

7 years ago

ଓଡ଼ିଶାର ବନ୍ୟା ବିପତ୍ତି ଆଟ୍‌ଲାସ ଉନ୍ମୋଚିତ: କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଏଣିକି ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ। ୨୦୦୦ରୁ ୨୦୧୮ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ବନ୍ୟା ସମ୍ପର୍କିତ ବିଭିନ୍ନ ତଥ୍ୟକୁ…

7 years ago

ଥମୁନି ଲଜ୍ଜା, ବର୍ବରତା

ଲକ୍ଷ୍ନୌ,୨୩ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶ(ୟୁପି)ରେ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଉନ୍ନାଓ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ଇଟାରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।…

7 years ago

ଘାତକ ସାଜିଛି ବଜ୍ରପାତ, ନେଲାଣୀ ୧୯ ଜୀବନ

ଜଗତ୍‌ସିଂହପୁର ଅଫିସ,୨୩ା୬: ବଜ୍ରପାତକୁ ନେଇ ଦିନକୁ ଦିନ ଚିନ୍ତା ବଢିବାରେ ଲାଗିଛି। ୨୦୧୬-୧୭ରୁ ଅଦ୍ୟାବଧି ଜଗତ୍‌ସିଂହପୁର ଜିଲାରେ ବଜ୍ରପାତରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଶତାଧିକ ଆହତ…

7 years ago

ଫନୀ ଯିବାର ଦେଢ ମାସ ବିତିଲା : ସୁଧୁରିଲାନି ବିଦ୍ୟୁତ୍‌ ସମସ୍ୟା

ରଘୁନାଥପୁର, ୨୩। ୬ (ଡି.ଏନ.ଏ.): ବାତ୍ୟା ଫନୀ ଯିବାର ଦେଢ ମାସ ପରେ ମଧ୍ୟ ରଘୁନାଥପୁର ସେସୁ ବିଭାଗ ଅଧୀନରେ ଥିବା ବିଭିନ୍ନ ଗଁାରେ ବିଦ୍ୟୁତ୍‌ ସମସ୍ୟାରେ…

7 years ago

ସମଗ୍ର ଶିକ୍ଷା ସମୀକ୍ଷା : ୨୬ ସ୍କୁଲର ଉନ୍ନତି ପାଇଁ ପାରାମିଟର ପ୍ରସ୍ତୁତ

ଢେଙ୍କାନାଳ ଅଫିସ, ୨୩।୬ - ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଶୁକ୍ରବର ସମଗ୍ର ଶିକ୍ଷା କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କାର୍ଯ୍ୟକ୍ରମରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଯୋଗଦେଇ କହିଲେ,…

7 years ago

ଜଳ ପାଲଟିଛି ଜହର

ଗଣ୍ଡତୁରୁମ, ୨୩।୬ (ଡି.ଏନ.ଏ)  ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତର ଟିିହିକିପାଲି ଗ୍ରାମରେ ଦିନକୁ ଦିନ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ରୋଗରେ ପୀଡିତ…

7 years ago

ସରକାରୀ କର୍ମଚାରୀଙ୍କ କାର୍ଯ୍ୟ ସମୟ ଅଧଘଣ୍ଟା ବଢ଼ିଲା, ୪ର୍ଥ ଶନିବାର ସରକାରୀ ଅଫିସ ଛୁଟି

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ କାର୍ଯ୍ୟ କରିବା ସମୟସୀମା ବୃଦ୍ଧି କରାଯାଇଛି। ଏଣିକି ସମସ୍ତ କର୍ମଚାରୀ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ୩୦ ମିନିଟ୍‌ ଯାଏ…

7 years ago

ସାମିଙ୍କ ହ୍ୟାଟ୍ରିକ: ଭାରତର ସଂଘର୍ଷପୂର୍ଣ୍ଣ ବିଜୟ

ସାଉଥାମ୍ପ୍‌ଟନ,୨୩।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତ ଶନିବାର ଆଫଗାନିସ୍ତାନ ବିପକ୍ଷରେ ଏକ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ରୋଜ୍‌ ବାଉଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୨୮ତମ ମ୍ୟାଚ୍‌ରେ…

7 years ago