ଧର୍ମଶାଳା,୨୭।୮(ଡି.ଏନ୍.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ପଞ୍ଚାୟତର ବମ୍ଫୁ ଗ୍ରାମର ମୁଖ୍ୟ ରାସ୍ତାରେ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଦୀର୍ଘଦିନ ଧରି ବର୍ଷା ପାଣି ଜମିରହୁଛି।…
ଡୁବୁରୀ,୨୭।୮(ଡି.ଏନ୍.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରୁ ଖଣିଜ ଦ୍ରବ୍ୟ ବୋଝେଇ କ୍ଷେତ୍ରରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଯାଜପୁର ଜିଲାପାଳଙ୍କ ପଦକ୍ଷେପ ଉପରେ ସୁକିନ୍ଦା ମିନେରାଲ ଟ୍ରକ…
ପାରାଦୀପ,୨୭।୮(ସ୍ବ.ପ୍ର.): ପାରାଦୀପରେ ରବିବାର ସର୍ବାଧିକ ୮୯ ମିମି ବର୍ଷା ହୋଇଛି। ଏଥିରେ ନୋଳିଆ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ୟାପକ ଭାବେ କ୍ଷୟକ୍ଷତି ହୋଇଛି। ସ୍କୁଲ ଘର…
ବାରିପଦା ଅଫିସ,୨୭ା୮- ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ସୋମବାର ଜମି ଅଧିକାର ପ୍ରମାଣପତ୍ର ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଭାପତି ନନ୍ଦ କୁମାର…
ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଚଉମୁଖ ପଞ୍ଚାୟତ କଙ୍କଡାପାଳ ଅଞ୍ଚଳରେ ସୁବର୍ଣ୍ଣରେଖା କୂଳ ଖାଇ ଗତିପଥ ବଦଳାଇବା ପରିସ୍ଥିତି ସୃଷ୍ଟି ହୋଇଛି। ଏ ନେଇ ଅଞ୍ଚଳବାସୀ…
ଆସିକା,୨୭ା୮(ଡି.ଏନ୍.ଏ.)-ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କ ରାଶନ କାର୍ଡ ସହ ଆଧାର କାର୍ଡ ନମ୍ବର ସଂଯୋଗୀକରଣକୁ ବାଧ୍ୟତାମୂଳକ କରାଯାଇଛି। ଅଦ୍ୟାବଧି ଆସିକା ବ୍ଲକର କେତେକ ହିତାଧିକାରୀ ସେମାନଙ୍କ ରାଶନ…
ବ୍ରହ୍ମପୁର ଅଫିସ୍,୨୭ା୮-ବ୍ରହ୍ମପୁର ସହର କୋର୍ଟପେଟା ଛକରେ ଗତ ୨୩ତାରିଖରେ କେ.ପାର୍ବତୀ ନାମ୍ନୀ ଜଣେ ମହିଳା ରାସ୍ତା କଡ଼ରେ ପ୍ରସବ କରିଥିଲେ। ପ୍ରସବ କରାଇ ମାନବିକତାର ପରିଚୟ ଦେଇଥିବା…
ନୂଆଦିଲ୍ଲୀ,୨୭ -୮: ଗରିବର ପରିବା କୁହାଯାଉଥିବା ପିଆଜର ଅହେତୁକ ଦରବୃଦ୍ଧିକୁ ନେଇ କେନ୍ଦ୍ର ସରକାର ଚିନ୍ତିତ। ଦର ନିୟନ୍ତ୍ରଣ ଲାଗି ଏବେ କେନ୍ଦ୍ର ଖାଦ୍ୟ ଯୋଗାଣ ଓ…
ନୂଆଦିଲ୍ଲୀ, ୨୭-୮: ଦେଶର ସବୁ ଗ୍ରାମକୁ ଗ୍ରାମ ନେଟ୍ ମାଧ୍ୟମରେ ୧୦ରୁ ୧୦୦ ଏମ୍ବିପିଏସ୍ ଗତିରେ ଓ୍ବାଇଫାଇ ସୁବିଧା ଯୋଗାଇ ଦିଆଯିବ। ସି-ଡଟର ୩୬ତମ ପ୍ରତିଷ୍ଠା ଦିବସ…
ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ପୌର କାର୍ଯ୍ୟାଳୟ ସମ୍ମୁଖରେ ବେପାର କରୁଥିବା ଉଠା ଦୋକାନୀଙ୍କୁ ସୋମବାର ହଟାଇ ଦିଆଯାଇଛି। ପୂର୍ବରୁ ସେମାନଙ୍କୁ ଏ ନେଇ ନୋଟିସ ଦିଆଯାଇଥିବା…