Home Left

ଇଂଲଣ୍ଡ ଅଧିନାୟକ ମୋର୍ଗାନଙ୍କ ରେକର୍ଡ: ଗୋଟିଏ ଇନିଂସରେ ମାରିଲେ ୧୭ ଛକା

ମାଞ୍ଚେଷ୍ଟର, ୧୮।୬(ପି.ଟି.)- ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ଦିନିକିଆ ଫର୍ମାଟରେ ଗୋଟିଏ ଇନିଂସରେ ସର୍ବାଧିକ ଛକା ମାରିବାରେ ରେକର୍ଡ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ…

7 years ago

ପାଠ ପଢିବାକୁ ଯାଇ ମନୋରଞ୍ଜନ ପଞ୍ଜାବରେ ନିଖୋଜ, ଆଶା ଆଶଙ୍କାରେ ପରିବାର

ଭଦ୍ରକ ଅଫିସ, ୧୮ା୬- ଭଦ୍ରକ ବ୍ଲକ ଜଗନ୍ନାଥପୁର ଗାଁର ତ୍ରୈଲୋକ୍ୟ ସାହୁଙ୍କ ସାନପୁଅ ମନୋରଞ୍ଜନ ସାହୁ(୨୨) ଉଚ୍ଚଶିକ୍ଷା ଲାଭ କରିବାଲାଗି ଗତବର୍ଷ ପଞ୍ଜାବକୁ ଯାଇ ଭଟିଣ୍ଡା ଠାରେ…

7 years ago

ଅପରେଶନ ଗଜେନ୍ଦ୍ର ବାଟବଣା: ନୀଳଗିରି ଛାଡି ଯାଉନାହାନ୍ତି ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼, ୧୮।୬(ଡି.ଏନ.ଏ.)-ନୀଳଗିରି ଅଞ୍ଚଳକୁ ଝାଡ଼ଖଣ୍ଡୀ ହାତୀପଲ ଆସିବାର ୮ଦିନ ବିତିଗଲାଣି। ଫେରିବାର ନାଁ ଧରୁନାହାନ୍ତି। ହାତୀପଲ ଇଚ୍ଛାନୁସାରେ ଖାଦ୍ୟ ପାଇଁ ଘୂରି ବୁଲୁଥିବା ବେଳେ ବନବିଭାଗ ଆଖିରେ…

7 years ago

ବିଶ୍ୱର ସବୁଠୁ ବିପଜ୍ଜନକ ସୁଡ଼ଙ୍ଗ

ଚୀନ୍‌ର ତେହାଙ୍ଗ ପାହାଡ଼କୁ ମଝିରୁ କାଟି ତିଆରି କରାଯାଇଛି ବିଶ୍ୱର ସବୁଠୁ ଭୟାନକ ସୁଡ଼ଙ୍ଗ। ଏହାର ନାମ ରହିଛି ଗୁଓଲିୟାଙ୍ଗ୍‌। ସୁଡ଼ଙ୍ଗର ନିର୍ମାଣ ୧୯୭୨ରେ ହୋଇଥିଲା। ପ୍ରାରମ୍ଭିକ…

7 years ago

ଲୋକ ସଭା ଶପଥ ଗ୍ରହଣ ସମୟରେ ଭାଜପା ଏମ୍‌ପିଙ୍କ ଶବ୍ଦ ଉଚ୍ଚାରଣରେ ଭୁଲ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୬: ୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଯାଇଛି। ଗତ ୨ ଦିନ ହେଲା ଏଠାରେ ନୂଆ ନିର୍ବାଚିତ ସଦସ୍ୟ ଶପଥ ଗ୍ରହଣ କରୁଛନ୍ତି। ଏହି…

7 years ago

୩ ହଜାର ଫୁଟ୍‌ ପାହାଡ଼ ଚଢ଼ିଲେ ୧୦ ବର୍ଷର ଝିଅ

ଯେଉଁ ପାହାଡ଼କୁ ଚଢ଼ିବା ସମୟରେ ପ୍ରାୟ ୩୧ଜଣଙ୍କ ମୃତ୍ୟୁ ହୋଇଛି ସେଠାରେ ଜଣେ ୧୦ ବର୍ଷର ଝିଅ ଏହାକୁ ଚଢ଼ିିବାରେ ସଫଳ ହୋଇଛନ୍ତି। ଏଥିସହ ସବୁଠୁ କମ୍‌…

7 years ago

ଏଠି ମହିଳା ନୁହେଁ କିଶୋର କରନ୍ତି ଦେହ ବ୍ୟବସାୟ

ମହିଳାମାନେ ଦେହ ବ୍ୟବସାୟ କରିବା କଥା ସାଧାରଣ ଘଟଣା। ହେଲେ ଆଫଗାନିସ୍ତାନରେ କିଶୋରମାନଙ୍କୁ ଦେହ ବ୍ୟବସାୟରେ ଲଗାଯାଇଥାଏ। ୧୨ ବର୍ଷ ବୟସରେ ଏମାନଙ୍କୁ ଅପହଣ କରି ନିଆଯାଏ।…

7 years ago

ବାଇକ ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ଥାନା ଜାନିବିଲିଠାରେ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜାନିବିଲି ଗ୍ରାମର ଦେବରାଜ ଗୌଡ଼ (୨୮)।…

7 years ago

ଏପରି ଗାଁ ଯେଉଁଠି ଅତିଥିଙ୍କୁ ଧୂମପାନ କରିବା ମନା…

କେତେକ ଲୋକ ଧୂମପାନ, ଡ୍ରଗ୍‌ସ, ମଦ, ଗୁଟ୍‌ଖା ଆଦିର ବ୍ୟବହାର କରିଥାନ୍ତି। ବିଶେଷକରି ଯୁବପିଢ଼ି ଏହାଦ୍ୱାରା ଅଧିକ କବଳିତ ହେଉଛନ୍ତି। ମାତ୍ର ରାଜସ୍ଥାନରେ ଏମିତି ଏକ ଗଁା…

7 years ago

ନିଜକୁ ପ୍ରମାଣ କଲେ ଅର୍ଜୁନ ତେନ୍ଦୁଲକର

ନୂଆଦିଲ୍ଲୀ,୧୮।୬- କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ପୁଣି ଥରେ ନିଜକୁ ପ୍ରମାଣ କରି ଦେଖାଇଛନ୍ତି। ବର୍ତ୍ତମାନ ଇଂଲଣ୍ଡରେ ଏମ୍‌ସିସି ୟଙ୍ଗ କ୍ରିକେଟର୍ସ ଦଳ ପକ୍ଷରୁ…

7 years ago