ମହିଳାମାନେ ଦେହ ବ୍ୟବସାୟ କରିବା କଥା ସାଧାରଣ ଘଟଣା। ହେଲେ ଆଫଗାନିସ୍ତାନରେ କିଶୋରମାନଙ୍କୁ ଦେହ ବ୍ୟବସାୟରେ ଲଗାଯାଇଥାଏ। ୧୨ ବର୍ଷ ବୟସରେ ଏମାନଙ୍କୁ ଅପହଣ କରି ନିଆଯାଏ।…
ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ଥାନା ଜାନିବିଲିଠାରେ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜାନିବିଲି ଗ୍ରାମର ଦେବରାଜ ଗୌଡ଼ (୨୮)।…
କେତେକ ଲୋକ ଧୂମପାନ, ଡ୍ରଗ୍ସ, ମଦ, ଗୁଟ୍ଖା ଆଦିର ବ୍ୟବହାର କରିଥାନ୍ତି। ବିଶେଷକରି ଯୁବପିଢ଼ି ଏହାଦ୍ୱାରା ଅଧିକ କବଳିତ ହେଉଛନ୍ତି। ମାତ୍ର ରାଜସ୍ଥାନରେ ଏମିତି ଏକ ଗଁା…
ନୂଆଦିଲ୍ଲୀ,୧୮।୬- କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ପୁଣି ଥରେ ନିଜକୁ ପ୍ରମାଣ କରି ଦେଖାଇଛନ୍ତି। ବର୍ତ୍ତମାନ ଇଂଲଣ୍ଡରେ ଏମ୍ସିସି ୟଙ୍ଗ କ୍ରିକେଟର୍ସ ଦଳ ପକ୍ଷରୁ…
ମହାକାଳପଡ଼ା.୧୮.୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଘଡ଼ଘଡି ଓ ବଜ୍ରପାତ ହୋଇଛି। ଏଥିରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି।…
ହିରୋଶୀମା,୧୮।୬(ପିଟି)- ଏଠାରେ ଚାଲିଥିବା ଏଫ୍ଆଇଏଚ୍ ମହିଳା ହକି ସିରିଜ୍ ଫାଇନାଲ୍ସ ଟୁର୍ନାମେଣ୍ଟରେ ଭାରତୀୟ ଦଳ ବୃହତ୍ ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିଛି। ଗୁର୍ଜୀତ କୌରଙ୍କ ୪…
ଜୟପୁର, ୧୮।୬(ନି.ପ୍ର.): କୋରାପୁଟ ଜିଲା ଜୟପୁର ୨୦ ନମ୍ବର ଜାତୀୟ ରାଜପଥ ଟାଉନ ଥାନା ସମ୍ମୁଖରେ ମଙ୍ଗଳବାର ପୋଲିସର ଦବଙ୍ଗଗିରି ଦେଖିବାକୁ ମିଳିଛି। ହେଲ୍ମେଟ ଚେକ ଆଳରେ…
ଗୁଆହାଟି,୧୮।୬: ଆଗକୁ ଅଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହାକୁ ଆଖି ଆଗରେ ରଖି ଦେଶ ବିଦେଶର ବିଭିନ୍ନ ସ୍ଥାନରେ ଲୋକେ ଯୋଗ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି।…
ପାଟନା,୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଏବେ ସୁଦ୍ଧା ପାଖାପାଖି ଶହେ ଶିଶୁଙ୍କ ମୃତ୍ୟୁ ହେଲାଣି। ଯାହା ଏବେ ନୀତୀଶ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ମଙ୍ଗଳବାର…
ନୂଆଦିଲ୍ଲୀ, ୧୮।୬: ମୁଁ ୨୦ ପ୍ରତିଶତ ରାଜନୀତି, ବାକି ୮୦ ପ୍ରତିଶତ ସମାଜସେବା କରେ ବୋଲି କହିଛନ୍ତି ସଡ଼କ, ପରିବହନ ଏବଂ ଏମ୍ଏସ୍ଏମ୍ଇ ବିଭାଗର କେନ୍ଦ୍ରମନ୍ତ୍ରୀ ନୀତିନ…