ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର, ବାଳିକା ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ମାର୍ଚ୍ଚ ୮ ପୂର୍ବରୁ ଯେପରି ଶୌଚାଳୟ ସୁନିଶ୍ଚିତ ହେବ ସେନେଇ ମୁଖ୍ୟ ଶାସନ…
ଖଡ଼ିଆଳ, ୭ା୧ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳର ରାଜା ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କୁ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ…
ଟିଟିଲାଗଡ଼,(ଶରତ ମିଶ୍ର)/ବଲାଙ୍ଗୀର,(ବୀରେନ୍ଦ୍ର କୁମାର ଝାଙ୍କର/ ଭୁବନେଶ୍ୱର,୭।୧(ସତ୍ୟଜିତ ରାଉତ): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଲ୍ମି ସେକ୍ସନ ଫରେଷ୍ଟର ଅଶୋକ କୁମାର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି।…
ଲୋଇସିଂହା,୭ା୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍ ଅଧୀନ କୁଶଙ୍ଗ ଡିଗ୍ରୀ କଲେଜର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ଅନିୟମିତା ହୋଇଥିବା ନେଇ କଲେଜ କର୍ତ୍ତୃପକ୍ଷ ବିଡିଓଙ୍କ ନିକଟରେ…
ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର ୪…
କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା ଉଚ୍ଚ…
ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ କରାଯାଇଥିବା…
ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍-୨…
ବର୍ଷ ଆରମ୍ଭରେ ଜ୍ୟୋତିଷ ଶାସ୍ତ୍ରରେ ପ୍ରମୁଖ ଗ୍ରହ ପରିବର୍ତ୍ତନ ସୂଚିତ ହୋଇଛି। ଜ୍ୟୋତିଷଙ୍କ ଅନୁଯାୟୀ, ଜାନୁଆରୀ ୧୨ ତାରିଖରୁ ସିଂହ ରାଶିର ଲୋକଙ୍କ ଜୀବନରେ ଏକ ସମ୍ବେଦନଶୀଳ…
ଦିଗପହଣ୍ଡି,୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୯ ନଂ ୱାର୍ଡ ଦଳିତ ସାହିର ଦାଦନ ଶ୍ରମିକ ବିଜୟ ନାଇକ(୩୬) ତାମିଲନାଡୁର ର୍ତିଚ୍ଚିରେ ମୃତ୍ୟୁବରଣ କରିଛନ୍ତି।…