ନୂଆଦିଲ୍ଲୀ,୮ା୮(ପି.ଟି.): ବିଏସ୍ପି ଡାନିଶ୍ ଅଲିଙ୍କୁ ଲୋକ ସଭାରେ ଦଳର ନେତା ନିଯୁକ୍ତ କରିବାର ଦିନ କେଇଟା ନ ଯାଉଣୁ ତାଙ୍କୁ ଉକ୍ତ ପଦରୁ ବିଦା କରିଦେଇଛି। ତାଙ୍କ…
ବାରଙ୍ଗ,୮ା୮(ଡି.ଏନ୍.ଏ.): ଚଳିତବର୍ଷର ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଆରମ୍ଭ ହୋଇଛି। ଅଗଷ୍ଟ ମାସରେ ୩ଟି ପର୍ଯ୍ୟାୟରେ ନନ୍ଦନକାନନକୁ ନୂଆ ଅତିଥି ଆସିବା ନେଇ ପୂର୍ବରୁ…
ନୂଆଦିଲ୍ଲୀ,୮ା୮: ଜମ୍ମୁ-କଶ୍ମୀର ସମ୍ପର୍କିତ ନୂଆଦିଲ୍ଲୀର ପଦକ୍ଷେପକୁ ନେଇ କ୍ଷୁବ୍ଧ ପାକିସ୍ତାନ ନିଜ ଆକାଶମାର୍ଗରେ ଭାରତ ପାଇଁ ଆଂଶିକ କଟକଣା ଜାରି କରିଛି। ଭାରତ-ପାକିସ୍ତାନ ମଧ୍ୟରେ ଥିବା ୧୧…
କଟକ ଅଫିସ, ୮ା୮: ରାଜ୍ୟର ବହୁଚର୍ଚ୍ଚିତ କେନ୍ଦୁଝର ଜିଲା ଉଲିବୁରୁ ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କ ଜାମିନ ଆବେଦନ ପୁଣି ଖାରଜ ହୋଇଛି। ଜଷ୍ଟିସ୍…
ଇସ୍ଲାମାବାଦ,୮ା୮: ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍ କୁରେଶୀ ବୁଧବାର ରାତିରେ ଚାଇନା ଗସ୍ତ କରିଛନ୍ତି। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତି ନେଇ ସେ ସେଠାରେ ଆଲୋଚନା…
କଟକ ଅଫିସ,୮ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍) ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଗେଜେଟ୍ ନୋଟିଫିକେଶନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ମାମଲାର ଶୁଣାଣି କରି…
କଟକ ଅଫିସ, ୮ା୮: କଟକରେ କିଛିଦିନ ତଳେ ୨୪ଘଣ୍ଟା ମଧ୍ୟରେ ୩ଜଣଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ନୟାଗଡ଼ ଅଞ୍ଚଳର ନାରାୟଣ ସାହୁଙ୍କୁ ଗିରଫ…
ଜମ୍ମୁ,୮ା୮(ପି.ଟି.): ଜମ୍ମୁ-କଶ୍ମୀରରେ ସୁରକ୍ଷା ସଂସ୍ଥାଗୁଡ଼ିକ ବିଭିନ୍ନ ରାଜନୈତିକ ଦଳର ୫୬୦ ନେତା ଓ କର୍ମୀଙ୍କୁ ଗିରଫ କରିଛନ୍ତି। ଉପତ୍ୟକାରେ ଶାନ୍ତିଭଙ୍ଗ କରିବା ଆଶଙ୍କା ଥିବାରୁ ସେମାନଙ୍କୁ ଗିରଫ…
ପ୍ରୋଭିଡେନ୍ସ (ଗୁୟାନା),୮।୮(ପି.ଟି.)- ବିଶ୍ୱକପ୍ରେ ନ୍ୟୁଜିଲାଣ୍ଡଠାରୁ ସେମିଫାଇନାଲରେ ପରାସ୍ତ ହୋଇ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ୍ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ…
ନୂଆଦିଲ୍ଲୀ,୮ା୮: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଜୈଶ୍-ଇ-ମହମ୍ମଦ (ଜେଇଏମ୍) ମୁମ୍ବାଇକୁ ଟାର୍ଗେଟ କରିପାରେ ବୋଲି ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକ ସରକାରଙ୍କୁ ଜଣାଇଛନ୍ତି। ଏହା ବ୍ୟତୀତ ଜମ୍ମୁ-କଶ୍ମୀରର ସୁରକ୍ଷା ବଳ…