ନୂଆଦିଲ୍ଲୀ: କ୍ରମାଗତ ଦୁଇ ଦୁଇଟା ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ପାର୍ଟି ଶନିବାର ଏକ ମାରାଥନ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଆତ୍ମଚିନ୍ତନ କରିଛି।…
ନୂଆଦିଲ୍ଲୀ, ୨୬।୫: ଲୋକ ସଭା ନିର୍ବାଚନରେ ଦିଲ୍ଲୀରୁ ଆମ ଆଦମୀ ପାର୍ଟି(ଆପ୍) ଗୋଟିଏ ବି ଆସନ ହାତେଇପାରିନାହିଁ। ଏହାକୁ ନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଛି। ଦଳର…
ବାରଙ୍ଗ,୨୬ା୫(ଡି.ଏନ୍.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡିରେ ବୁଡି ରବିବାର ମଧ୍ୟାହ୍ନରେ ଜଣେ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ନିଖୋଜ ଅଛନ୍ତି। ସେ ହେଉଛନ୍ତି ଝାଡଖଣ୍ଡର ବିକି…
ଆଗ୍ରା,୨୬।୫: ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିବା ଜର୍ମାନୀର ୬୧ ବର୍ଷ ବୟସ୍କା ସମାଜସେବୀ ଫ୍ରିଡେରିକ୍ ଇରିନା ବର୍ନିଂଙ୍କ ଭାରତୀୟ ଭିଜା ସମୟ ସୀମା ବଢ଼ାଇବା ପାଇଁ ମନା…
ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ରବିବାର ବସିଥିବା ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ନବୀନଙ୍କୁ…
ଔରଙ୍ଗାବାଦ୍,୨୬।୫: ମହାରାଷ୍ଟ୍ର ଔରଙ୍ଗାବାଦ୍ରେ ମରୁଡ଼ି ଲାଗି ରହିଛି । ଖାଦ୍ୟ ଓ ପାନୀୟ ଜଳ ଅଭାବ ଉତ୍କଟ ହେବାରେ ଲାଗିଛି। ଏପରିସ୍ଥଳେ ସ୍ଥାନୀୟ ଜୈନ ସଂସ୍ଥାର ମିଳିତ…
ଲକ୍ଷ୍ନୌ, ୨୬।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ହରାଇ କଂଗ୍ରେସ ଗଡ କୁହାଯାଉଥିବା ଆମେଠି ଲୋକ ସଭା ଆସନ ଜିତିଥିବା ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କର ଘନିଷ୍ଠ…
ହରିଦ୍ୱାର,୨୬।୫: ବିଭିନ୍ନ ସମୟରେ ମନ୍ତବ୍ୟ ଦେଇ ଚର୍ଚ୍ଚା ପରିସରକୁ ଆସୁଥିବା ବାବା ରାମଦେବ ପୁଣି ଥରେ ବିବାଦୀୟ ହୋଇପଡ଼ିଛନ୍ତି । ହରିଦ୍ୱାରରେ ଏକ ସଭାରେ ଯୋଗଦେଇ ରାମଦେବ…
ଲଣ୍ଡନ,୨୬।୫- ବିଶ୍ୱକପ୍ର ଅନ୍ୟତମ ଫେଭରାଇଟ୍ ଭାରତକୁ ପ୍ରଥମ ଓ୍ବାର୍ମଅପ୍ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୬ ଉଇକେଟରେ ପରାସ୍ତ କରିଛି। ଟ୍ରେଣ୍ଟ ବୋଲ୍ଟ ଓ କଲିନ ଡେ ଗ୍ରାଣ୍ଡହୋମଙ୍କ ଘାତକ…
ବଅଁରପାଳ,୨୬।୫(ଡି.ଏନ୍.ଏ.): ଅନୁଗୋଳ ଜିଲା ବଅଁରପାଳ ଅନ୍ତର୍ଗତ ନୂଆହତା ନିକଟର ଜାତୀୟ ରାଜପଥ ପାର୍ଶ୍ୱରେଥିବା ଏକ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯିବାରୁ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କ…